Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା : ବଦଳିଲେ ତମାଣ୍ଡୋ ଥାନା IIC, ଚନ୍ଦକା ଥାନାର ସବ୍ ଇନ୍ସପେକ୍ଟର ତୁଲାଇବେ ଦାୟିତ୍ବ
  • ||
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା, କନେଷ୍ଟବଳ ପ୍ରସନ୍ନ ବେହେରା ନିଲମ୍ବିତ
  • ||
  • ଜଗତସିଂହପୁର : ଦେବୀ ନଦୀରେ ବୁଡି ୫ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ଅନ୍ୟ ୩ଜଣ ଉଦ୍ଧାର
  • ||
  • ବ୍ରହ୍ମପୁର : ବ୍ରହ୍ମପୁରରେ ସ୍ବର୍ଣ୍ଣିମ ବିଜୟ ବର୍ଷ ପାଳିତ, ପୋଲିସ ରିଜର୍ଭ ଗ୍ରାଉଣ୍ଡରେ ପହଞ୍ଚିଲା ମଶାଲ
  • ||
  • ଭୁବନେଶ୍ବର : ତେଲ ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ, ଅଢେଇ କ୍ବିଣ୍ଟାଲ ଗଞ୍ଜେଇ ସହ ୨ ଜଣଙ୍କୁ ଗିରଫ କଲା ଏନ୍‌ସିବି
  • ||
  • ବାଲିପାଟଣା : ବୃଦ୍ଧଙ୍କୁ ଚାପିଦେଲା ହାଇଓ୍ବା, ଘଟଣାସ୍ଥଳରେ ଚାଲିଗଲା ଜୀବନ
  • ||
  • ସୁନ୍ଦରଗଡ : ଗଛରୁ ଉଦ୍ଧାର ହେଲା ଯୁବକଙ୍କ ଝୁଲନ୍ତା ମୃତଦେହ, ଆତ୍ମହତ୍ୟା ସନ୍ଦେହ
  • ||
  • ବାରିପଦା : ମୟୁରଭଞ୍ଜରେ ସ୍ବାସ୍ଥ୍ୟ ସ୍ମାର୍ଟ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ
  • ||
  • ଭୁବନେଶ୍ବର : ବିନା ଛୁଞ୍ଚିରେ ଟିକା ନେବେ ଶିଶୁ, ଦୁଇଟି ଡୋଜ୍ ନେବା ପାଇଁ ପରାମର୍ଶ
  • ||
  • ଅନୁଗୋଳ : ପ୍ରାତଃ ଭ୍ରମଣରେ ଯାଇଥିବା ବେଳେ ପଡିଗଲେ ହାତୀ ହାବୁଡରେ, ଚାଲିଗଲା ଜୀବନ
  • ||

ଲଗାଣ ବର୍ଷା ଯୋଗୁଁ ଟ୍ରେନ୍ ଲାଇନ୍‌ରେ ପାଣି, ଟ୍ରେନ୍ ଚଳାଚଳ ବାଧାପ୍ରାପ୍ତ

13/08/2019 at 11:14 AM

ଭୁବନେଶ୍ବର ୧୩|୮: ଲଗାଣ ବର୍ଷା ଯୋଗୁ ଟ୍ରେନ୍ ଚଳାଚଳ ବାଧାପ୍ରାପ୍ତ ହୋଇଛି । ବିଭିନ୍ନ ସ୍ଥାନରେ ଟ୍ରାକରେ ପାଣି ଜମିଥିବାରୁ ଟ୍ରେନ୍ ଚଳାଚଳ ସାମୟିକ ବନ୍ଦ ରହିଛି । ସମ୍ବଲପୁର ଦେଓଗାଁ ରୋଡ୍-ବରଗଡ-ଟିଟିଲାଗଡ ସେକ୍ସନ୍ ଟ୍ରେନ୍ ଚଳାଚଳ ପ୍ରଭାବିତ ହୋଇଛି ।

ସେହିପରି ବରପାଲିରେ ସମ୍ବଲପୁର-ରାୟଗଡା ଏକ୍ସପ୍ରେସ୍, ବଲାଙ୍ଗିର ଲୁଇସିଂହାରେ ଆଜମେର୍-ପୁରୀ ଏକ୍ସପ୍ରେସ୍, ଡୁଙ୍ଗୁରିପାଲିରେ ଇସ୍ପାତ ଏକ୍ସପ୍ରେସ୍ ଅଟକିଛି । ଟ୍ରାକରୁ ପାଣି ଖସିବା ପରେ ଟ୍ରେନ୍ ଚଳାଚଳ କରିବ ବୋଲି ପୂର୍ବତଟ ରେଲୱେ ପକ୍ଷରୁ ଏହି ସୂଚନା ମିଳିଛି ।

   Related Posts