Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୟୁପିରେ ବଡ ଧରଣର ଦୁର୍ଘଟଣା, ଖେରୀ ଘାଘରା ନଦୀରେ ଓଲଟିଲା ଡଙ୍ଗା, ୧୦୦ ଭାସିଗଲେ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୯ କୋଭିଡ୍ ପଜିଟିଭ୍
  • ||
  • ଓ୍ୱାର୍ମ ଅପ୍ ମ୍ୟାଚରେ ମୁହାଁମୁହିଁ ହେବେ ଭାରତ-ଅଷ୍ଟ୍ରେଲିଆ, କଙ୍ଗାରୁ ବାହିନୀକୁ ମାତ୍ ଦେବାକୁ ତୟାର ବିରାଟ ଏଣ୍ଡ କୋ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୪ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୭ ମୃତ
  • ||
  • ଆଜି କୁମାର ପୂର୍ଣ୍ଣିମା : ମା’ ବୃନ୍ଦାବତୀଙ୍କ ନିକଟରେ ଆଞ୍ଜୁଳି ଟେକିଲେ କୁମାରୀ
  • ||
  • ପୁରୀ : ଦାଦାବଟିକୁ କେନ୍ଦ୍ରକରି ମହିଳାଙ୍କୁ ଗୁଳିମାଡ଼, ପୂର୍ବରୁ ମିଳିଥିଲା ଧମକ
  • ||
  • ଜଗତସିଂହପୁର : କେନାଲର ଭାସୁଛି ଏକ ଗଳିତ ମୃତଦେହ, ୩ ଅଭିଯୁକ୍ତ ଅଟକ
  • ||

ଟ୍ରେନ୍ ରହଣୀ ଦାବିରେ ରେଳରୋକ, ଅଧାରେ ଅଟକିଲା ଅହମ୍ମଦାବାଦ-ହାୱଡା

15/09/2021 at 8:50 AM

କୁଚିଣ୍ଡା ୧୫/୦୪: ରେଳ ରହଣୀ ଦାବିରେ ରେଳରୋକ । ଅଧାବାଟରେ ଟ୍ରାକରେ ଅଟକିଲା ଅହମ୍ମଦାବାଦ ହାୱଡା । ସମ୍ବଲପୁର ଜିଲ୍ଲା ଗଡ଼ପୋଷ ରେଳ ଷ୍ଟେସନ ଠାରେ ଟ୍ରେନ ରହଣି ଦାବିରେ ଅଟକିଛି ଗାଡି ।

ଗଡପୋଷ ରେଳ ସଂଘର୍ଷ କମିଟି ଓ ଗ୍ରାମବାସୀଙ୍କ ପକ୍ଷରୁ ରେଳରୋକ କରାଯାଇଛି । ଫଳରେ ଯାତାୟତ ବାଧାପ୍ରାପ୍ତ ହୋଇଛି । ଯାତ୍ରୀମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି ।

   Related Posts