Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୩ କୋଭିଡ୍ ପଜିଟିଭ୍
  • ||
  • ବୋହୂକୁ ପଥରରେ ଛେଚି ଦେଲା ଶାଶୂ, ପାରିବାରିକ କଳହରୁ ଜଘନ୍ୟ ହତ୍ୟାକାଣ୍ଡ…
  • ||
  • ପ୍ରବଳ ବର୍ଷା ପରେ ଭୂସ୍ଖଳନ: ୧୮ ମୃତ ଓ ଅନେକ ନିଖୋଜ, ମୁଖ୍ୟମନ୍ତ୍ରୀ ଲୋଡିଲେ ସେନା ସହାୟତା
  • ||
  • ଆଜିଠୁ ଓଜେଇଇ କାଉନସେଲିଂ, ପଞ୍ଜୀକରଣ ଓ ଚଏସ ଲକିଂ କରିପାରିବେ ଛାତ୍ରଛାତ୍ରୀ
  • ||
  • ଆଫଗାନିସ୍ତାନ ପ୍ରସଙ୍ଗରେ ନଭେମ୍ୱରରେ ବସିବ ବୈଠକ : ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
  • ||
  • ପଞ୍ଚାୟତ ନିର୍ବାଚନ ପାଇଁ ୩ ଦଳ ପ୍ରସ୍ତୁତ, ସଂରକ୍ଷଣ ତାଲିକା ପ୍ରକାଶ ପରେ ଗଦାଗଦା ଅଭିଯୋଗ
  • ||
  • ମନୀଷ ଅନୁରାଗ ମୃତ୍ୟୁ ମାମଲା : ରବିବାର ୩ ଅଭିଯୁକ୍ତଙ୍କ ରିମାଣ୍ଡ ଆବେଦନର ଶୁଣାଣି
  • ||

ଟ୍ରେନ୍‌ରୁ ଖସି ଯୁବକ ମୃତ

29/05/2021 at 12:20 PM

ଝାରସୁଗୁଡା, ୨୯/୫  ଚଳନ୍ତା ଟ୍ରେନରୁ ପଡି ଯୁବକଙ୍କ ମୃତ୍ୟୁ। ଦରଭଙ୍ଗା -ହାଇଦ୍ରାବାଦ ଏକ୍ସପ୍ରେସ ଟ୍ରେନରୁ ବ୍ରଜରାଜନଗର ଟନେଲ ରୋଡ଼ ନିକଟରେ ଟ୍ରେନରୁ ଖସି ଜଣେ ଯୁବକ ପ୍ରାଣ ହରାଇଛନ୍ତି ।

ଯୁବକଜଣଙ୍କ ହାଇଦ୍ରାବାଦରୁ ଦରଭଙ୍ଗା ଯାଉଥିଲେ । କୌଣସି କାରଣବଶତଃ ସେ  ଟ୍ରେନରୁ ଖସି ପଡି ଜୀବନ ହାରିଥିଲେ । ରେଳଧାରଣାରେ ହିଁ ତାଙ୍କର ମୃତଦେହ ପଡି ରହିଥଲା । ଖବରପାଇ ଜିଆରପି ପୋଲିସ ଘଟଣାସ୍ଥଳରେ ପହଁଚି ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇ ଅଧିକ ତଦନ୍ତ ଚଳାଇଛି।ମୃତକଙ୍କ ପରିଚୟ ମିଳିନାହିଁ।

   Related Posts