Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଘଟଗାଁରେ ହାତୀ ଆତଙ୍କ, ଘଉଡାଇବାକୁ ବନ ବିଭାଗର କସରତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୬ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୩ ହଜାରରୁ ଅଧିକ କରୋନା ପଜିଟିଭ୍, ୧୬୪ ମୃତ
  • ||
  • ରାସ୍ତା ଅତିକ୍ରମ ବେଳେ ଧକ୍କା ଦେଲା ଟ୍ରକ, ଚାଲିଗଲା ଜୀବନ
  • ||
  • ଲଘୁଚାପ ପ୍ରଭାବ : ମଙ୍ଗଳବାର ଯାଏଁ ପ୍ରବଳ ବର୍ଷା, ୫୦ କିମି ବେଗରେ ବହିବ ପବନ
  • ||
  • ନୀଳଗିରିରେ ଭାଲୁ ଆତଙ୍କ, ସାଇକେଲରୁ ଟାଣିନେଇ ଯୁବକଙ୍କୁ ଘାଇଲା କଲେ
  • ||
  • ଅଢେଇ କୋଟି ଟଙ୍କାର ବ୍ରାଉନସୁଗାର ଜବତ, ଡାଇମଣ୍ଡ ହୋଟେଲ ମାଲିକ ଅଟକ
  • ||

ଖେଳୁ ଖେଳୁ ଚାଲିଗଲା ଜୀବନ: ଟ୍ରାକ୍ଟରରୁ ଖସି ପଡି ରାହୁଲ ମୃତ

26/04/2021 at 8:01 AM

ବାଲିଗୁଡ଼ା ୨୬/୪: ଏମିତି ଆସେ ମୃତ୍ୟୁ, ଖେଳୁ ଖେଳୁ ଚାଲିଗଲା ନୀରିହ ଜୀବନ । ବାଲିଗୁଡ଼ା ଥାନା ଅନ୍ତର୍ଗତ ଡ଼ାମିକିଆ ଗାଁରେ ଅଘଟଣ । ଟ୍ରାକ୍ଟରରୁ ଖସି ପଡି ଜଣେ ମୃତ । ମୃତକ ହେଲେ ସଲପଯୋଡ଼ି ଗାଁର ରାହୁଲ ଦିଗାଲ । ଖେଳୁଥିବା ସମୟରେ ଟ୍ରାକ୍ଟରରୁ ଖସି ପଡିଥିଲେ ରାହୁଲ । ତେବେ ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇଥିଲା । ପରେ ସ୍ଥାନୀୟ ଲୋକେ ଏ ନେଇ ପୋଲିସକୁ ଖବର ଦେଇଥିଲେ । ପୋଲିସ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ କରୁଛି । ସେପଟେ ପୁଅକୁ ହରାଇ ପରିବାରରେ ଶୋକରେ ଛାୟା ଖେଳିଯାଇଛି ।

   Related Posts