Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କୁକୁଡାକୁ ଖାଇଗଲେ ବୁଲା କୁକୁର, ରାଗି ଯାଇ ଗୁଳି କରିଦେଲା ମାଲିକ : ଥାନାରେ ମାମଲା
  • ||
  • ଗୋଆରେ ଏନସିପି-ଶିବସେନାର ହାତ ଛାଡିଦେଲା କଂଗ୍ରେସ, କହିଲା-‘ଆମର ଏକାକି ଜିତିବା କ୍ଷମତା ଅଛି’
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୩ ଲକ୍ଷ ୧୭ ହଜାରରୁ ଅଧିକ କରୋନା ପଜିଟିଭ୍, ୪୯୧ ମୃତ
  • ||
  • ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୦୧କୁ ବୃଦ୍ଧି
  • ||
  • ରାଜ୍ୟରେ ପୁଣି ୧୦ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୩୬୮ କୋଭିଡ୍ ପଜିଟିଭ୍, ୧୧୭୭୪୬୨ରେ ପହଞ୍ଚିଲା ସଂଖ୍ୟା
  • ||
  • କ୍ୟାପ୍ଟେନ୍ ନୁହେଁ କିନ୍ତୁ ଜୋଶ୍ ଏବେବି ଅଛି : ଦକ୍ଷିଣ ଆଫ୍ରିକା ଅଧିନାୟକଙ୍କ ସହ ମୁହାଁମୁହିଁ ହେଲେ କୋହଲି
  • ||
  • ପ୍ରଚାର ବେଳେ ବିଜେପି ପ୍ରାର୍ଥୀ ହଟହଟା, ତଡିଦେଲେ ଗାଁ ଲୋକେ
  • ||
  • ଚୌଦ୍ୱାର ସୁନା ବ୍ୟବସାୟୀଙ୍କୁ ଗୁଳିମାଡ ଓ ଲୁଟ୍ ଘଟଣା : ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ଡିସିପି
  • ||

ଟ୍ରାନ୍ସଜେଣ୍ଡରଙ୍କୁ ବିଏସପି ଟିକେଟ୍ : ଯାଜପୁର କୋରେଇରୁ ହାତୀ ଚିହ୍ନରେ ନିର୍ବାଚନ ଲଢ଼ିବେ କିନ୍ନର କାଜଲ ନାୟକ

17/03/2019 at 9:40 AM

ଯାଜପୁର ୧୭/୩: କିନ୍ନର କାଜଲ ନାୟକ ହେବେ ବିଏସପିର କୋରେଇ ବିଧାୟକ ପ୍ରାର୍ଥୀ । ଗତକାଲି ଦଳ ପକ୍ଷରୁ ତାଙ୍କ ନାଁ ଘୋଷଣା କରାଯାଇଛି । ଯାଜପୁର ଟ୍ରାନ୍ସଜେଣ୍ଡର ଆସୋସିଏସନର ସଭାପତି ଥିବା କାଜଲ ଟିକେଟ୍ ପାଇଁ ଲବି କରୁଥିବା ବେଳେ ବିଏସପି ତାଙ୍କ ଉପରେ ଭରସା କରିଛି । ସେଥିପାଇଁ ସେ ବହୁଜନ ସମାଜ ପାର୍ଟିକୁ ଥ୍ୟାଙ୍କ ୟୁ  ମଧ୍ୟ କହିଛନ୍ତି ।

  ସେହିପରି ଆଗକୁ ଅଞ୍ଚଳବାସୀଙ୍କ ସହ କିନ୍ନରଙ୍କ ସମସ୍ୟା ସମ୍ପର୍କରେ ସ୍ବର ଉତ୍ତୋଳନ ମଧ୍ୟ ଜାରି ରଖିବେ ବୋଲି କାଜଲ କହିଛନ୍ତି । ଚଳିତ ନିର୍ବାଚନରେ ଓଡ଼ିଶାରୁ ୨୯୩୨ ଜଣ କିନ୍ନର ଭୋଟର ରହିଥିବା ବେଳେ, ସାରା ଦେଶରେ ସେମାନଙ୍କ ସଂଖ୍ୟା ରହିଛି ୩୧, ୨୯୨ ।

   Related Posts