Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବୌଦ୍ଧ : ସଡକ ଦୁର୍ଘଟଣାରେ ୩ ମୃତ
  • ||
  • ବ୍ରହ୍ମପୁର : ପଛରୁ ଆସି ଝାମ୍ପି ନେଲେ ୨ଲକ୍ଷ ଟଙ୍କା, ଲୁଟେରାଙ୍କ ଆକ୍ରମଣରେ ବାଇକ ଆରୋହୀ ଗୁରୁତର
  • ||
  • ବ୍ରହ୍ମପୁର : ୪୫ଗ୍ରାମର ବ୍ରାଉନସୁଗାର ଜବତ, ଜଣେ ଗିରଫ
  • ||
  • ନବରଙ୍ଗପୁର : ଭିଜିଲାନ୍ସ ଜାଲରେ ଜିଆର୍‌ଏସ୍‌, ଘରୁ ଜବତ ହେଲା ନଗଦ ୧୭ଲକ୍ଷରୁ ଅଧିକ ଟଙ୍କା
  • ||
  • ବ୍ରହ୍ମପୁରରେ ନକଲି ଲଙ୍କାଗୁଣ୍ଡ କାରଖାନା ଠାବ, ବିପୁଳ ପରିମାଣର ସାମଗ୍ରୀ ଜବତ
  • ||
  • ମୋହନା : ଅପରେସନ୍ ଗ୍ରୀନ କ୍ଲିନ୍, ପୁଣି ୧୨ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ
  • ||
  • ପୁରୀ : ପ୍ରତିକ୍ଷାର ଅନ୍ତ, ଆଜିଠୁ ବିନା କୋଭିଡ଼ ରିପୋର୍ଟରେ କାଳିଆ ଦର୍ଶନ
  • ||
  • ଆମେରିକାର ପ୍ରଥମ ମହିଳା ଉପରାଷ୍ଟ୍ରପତି ହେଲେ କମଳା ହ୍ୟାରିସ୍
  • ||
  • ଆମେରିକାର ୪୬ ତମ ରାଷ୍ଟ୍ରପତି ଭାବେ ଶପଥ ନେଲେ ଜୋ ବାଇଡେନ୍‌
  • ||
  • ଆମେରିକାର ଉପ ରାଷ୍ଟ୍ରପତି ଭାବେ ଶପଥ ନେଲେ କମଳା ହ୍ୟାରିସ୍‌
  • ||

ନୀଳଗିରିରେ ପରିବହନ ବିଭାଗର ଚଢ଼ଉ: ତିନୋଟି ଗାଡି ଜବତ

13/11/2018 at 11:14 AM

ବାଲେଶ୍ଵର ୧୩/୧୧: ବାଲେଶ୍ଵର ଜିଲ୍ଲା ଆଞ୍ଚଳିକ ପରିବହନ ବିଭାଗ ତରଫରୁ ଆଜି ସକାଳୁ ବିଭିନ୍ନ ସ୍ଥାନରେ ଚଢ଼ଉ କରାଯାଇ କାଗଜପତ୍ର ନଥିବା ତିନୋଟି ଗାଡିକୁ ଜବତ କରାଯାଇଛି। ଏଥିମଧ୍ୟରୁ ଦୁଇଟି ସ୍କୁଲ ଭ୍ୟାନରେ ଫିଟନେସ ଓ ଅନ୍ୟାନ୍ୟ କାଗଜପତ୍ର ନଥିବାବେଳେ ଟ୍ରାକ୍ଟରଟିରେ ମଧ୍ୟ କାଗଜପତ୍ର ନଥିବା ଜଣାପଡିଛି। ଜବତ ତିନୋଟି ଗାଡିକୁ ନୀଳଗିରି ଥାନାରେ ରଖାଯାଇଛି।

   Related Posts