Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗତ ୨୪ ଘଣ୍ଟାରେ କରୋନାରୁ ଆରୋଗ୍ୟ ହେଲେ ୨୦୧୦ ସଂକ୍ରମିତ
  • ||
  • ମୋଦୀ ସରକାରଙ୍କ ବଡ ନିଷ୍ପତ୍ତି: ଜାମ୍ମୁ-କାଶ୍ମୀରରେ ଯେ କେହି ବି ଜାଗା କିଣି ପାରିବେ, ବିଜ୍ଞପ୍ତି ଜାରି କଲା ଗୃହ ମନ୍ତ୍ରଣାଳୟ
  • ||
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୨୭୨ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୧୨୪୭ କରୋନା ସଂକ୍ରମିତ, ୨୮୩୯୪୨ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଢେଙ୍କାନାଳ : କେନାଲରୁ ମୃତଦେହ ଉଦ୍ଧାର, ଶୌଚ ହେବାକୁ ଯାଇ ବୁଡିଯାଇଥିବା ସନ୍ଦେହ
  • ||
  • ଢେଙ୍କାନାଳ : ସ୍ତ୍ରୀର ଚରିତ୍ରକୁ ସନ୍ଦେହ କରି ଠେଙ୍ଗାରେ ପିଟି ପିଟି ମାରିଦେଲା, ଅଭିଯୁକ୍ତ ସ୍ବାମୀ ଫେରାର
  • ||
  • ଅନୁଗୋଳ : ଶ୍ରମିକଙ୍କ ସନ୍ଦେହଜନକ ମୃତ୍ୟୁ, ବିଷାକ୍ତ ମଦ ପିଇ ମୃତ୍ୟୁ ଅଭିଯୋଗ
  • ||
  • କଳାହାଣ୍ଡି : ଯୁବକଙ୍କ କ୍ଷତ ବିକ୍ଷତ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକ
  • ||
  • ଜଲାପୁଟ ଜଳ ଭଣ୍ଡାରରେ ମାଛଧରା ଡଙ୍ଗା ବୁଡି ୩ ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ପାକିସ୍ତାନ : ପେଶାଓ୍ୱାରରେ ବୋମା ବିସ୍ଫୋରଣରେ ୭ ମୃତ, ୫୫ ଆହତ
  • ||

ବରଗଡ ସରକାରୀ ବସ୍‌ଷ୍ଟାଣ୍ଡ ପରିଦର୍ଶନ କଲେ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା

30/10/2019 at 3:19 PM

ବରଗଡ ୩୦।୧୦: ରାଜ୍ୟ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ଆଜି ହଟାତ୍ ବରଗଡ ସରକାରୀ ବସଷ୍ଟାଣ୍ଡକୁ ପରିଦର୍ଶନ କରିଛନ୍ତି । ପରିଦର୍ଶନ ରେ ବସଷ୍ଟାଣ୍ଡାର ବିଭିନ୍ନ ସମସ୍ୟା ବିଷୟରେ ପଚାରି ବୁଝିଥିଲେ ।

ଶୌଚାଳୟ ସମସ୍ୟା, ଜବରଦଖଲ, ଡ୍ରେନେଜ ବ୍ୟବସ୍ଥା ଆଦି ଉପରେ ସ୍ଥାନୀୟ ଲୋକେ ମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ । ବରଗଡ ପାଇଁ ନୂଆ ବସ ଦେବା ଏକ ନୂଆ ଯୋଜନା ହେବ ବୋଲି କହିଥିଲେ ପରିବହନ ମନ୍ତ୍ରୀ ।

ନୂଆ ବସ୍ ନୃସିଂହନାଥରୁ ବରଗଡ ଦେଇ ପୁରୀକୁ ଏକ ବସ୍ ଚଳାଚଳ ପାଇଁ ପରିବହନ ମନ୍ତ୍ରୀଙ୍କୁ କହିଥିବା ବେଳେ ବରଗଡରୁ ସମ୍ବଲପୁର ପାଇଁ (ଇ) ବା ବେଟ୍ରିକ୍ ବସ୍ ପାଇଁ ଦୁଇଟି ଚଳାଚଳ ପାଇଁ କହିଥିଲେ ଆଞ୍ଚଳିକ ପରିବହନ ଅଧିକାରୀ । 

   Related Posts