Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୁଣି ଫେଲ୍ ମାରିଲା ବ୍ୟାଟିଂ, ଦକ୍ଷିଣ ଆଫ୍ରିକା ନିକଟରୁ ୩୧ ରନରେ ହାରିଲା ଭାରତ
  • ||
  • ରାଜ୍ୟରେ ଏବେ ତୃତୀୟ ଲହର ଚାଲିଛି, ତଥାପି ଭୟଭୀତ ହେବାର ଆବଶ୍ୟକତା ନାହିଁ: ମୁଖ୍ୟ ସଚିବ
  • ||
  • ପୁରୀ: ପୋଲିସ କବଜାରେ ୩ ଧଳାଜହର ବେପାରୀ, ୧୭୨ ବ୍ରାଉନ ସୁଗାର ଜବତ
  • ||
  • କ୍ୟାପଟେନ୍ ପଦ ଛାଡିବା ପରେ କୋହଲିଙ୍କ ଟେଷ୍ଟ ରାଙ୍କିଙ୍ଗ୍ରେ ସୁଧାର, ଟପ୍-୧୦କୁ ଫେରିଲେ ବୁମରା
  • ||
  • କଳାହାଣ୍ଡି; ଗୋଲାମୁଣ୍ଡା ଗାଁ ପୋଖରୀରେ ବୁଡି ଜାଆଁଳା ଭାଇ ମୃତ
  • ||
  • ବିଜେପିରେ ମିଶି ପାରନ୍ତି କଂଗ୍ରେସର ପୋଷ୍ଟର ଗର୍ଲ ପ୍ରିୟଙ୍କା ମୌର୍ଯ୍ୟ, କହିଲେ- ପାର୍ଟି ମୋର ଫାଇଦା ଉଠାଇଲା
  • ||
  • ଭାରତର ଷ୍ଟାର ଟେନିସ୍ ଖେଳାଳି ସାନିଆ ମିର୍ଜାଙ୍କ ଅବସର ଘୋଷଣା, ୨୦୨୨ ହେବ ଶେଷ ସିଜିନ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୮୨ ହଜାରରୁ ଅଧିକ କରୋନା ପଜିଟିଭ୍, ୪୪୧ ମୃତ
  • ||
  • ରାଜ୍ୟରେ ଆଉ ୬ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୯୪କୁ ବୃଦ୍ଧି
  • ||
  • ରାଜ୍ୟରେ ପୁଣି ୧୧ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୧୬୦୭ କୋଭିଡ୍ ପଜିଟିଭ୍, ୧୧୬୭୦୯୪ରେ ପହଞ୍ଚିଲା ସଂଖ୍ୟା
  • ||

ଆସିଲା ୧୦୩ ନମ୍ବର କରୋନା ଆକ୍ରାନ୍ତ ଟ୍ରାଭେଲ୍ ହିଷ୍ଟ୍ରି

27/04/2020 at 10:07 AM

ରାଉରକେଲା ୨୭।୦୪: ୧୦୩ ନମ୍ବର ଆକ୍ରାନ୍ତଙ୍କ ଆସିଲା ଟ୍ରାଭେଲ ହିଷ୍ଟ୍ରି । ଆକ୍ରାନ୍ତ ଜଣଙ୍କ ହେଲେ ରାଉରକେଲା ନାଲା ରୋଡର ୬୦ ବର୍ଷୀୟ ବୃଦ୍ଧ । ମାର୍ଚ୍ଚ ୨୨ରୁ ଏପ୍ରିଲ ୨୩ ଯାଏ ସେ ଲକ୍ ଡାଉନ ରେ ଘରେ ଥିଲେ । ଥଣ୍ଡା ହେବାରୁ ଏପ୍ରିଲ ୨୧ରୁ ୨୩ ତାରିଖ ଯାଏ ରାଉରକେଲାର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଥିଲେ । ରାଉରକେଲାର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଥିଲେ । ଏପ୍ରିଲ ୨୫ରେ ତାଙ୍କର ଟ୍ରାଭେଲ ହିଷ୍ଟ୍ରି ପାଇଁ ସାମ୍ପଲ ସଂଗ୍ରହ ହୋଇଥିଲା । ୨୫ ତାରିଖରେ ସେ ପଜିଟିଭ ଚିହ୍ନଟ ହୋଇଥିଲେ । ଏପ୍ରିଲ ୨୫ରେ ତାଙ୍କୁ ରାଉରକେଲା ହାଇଟେକ କୋଭିଡ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ଏବେ ସେ ଚିକିତ୍ସାଧୀନ ଅଛନ୍ତି ।

   Related Posts