Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୩ କୋଭିଡ୍ ପଜିଟିଭ୍
  • ||
  • ବୋହୂକୁ ପଥରରେ ଛେଚି ଦେଲା ଶାଶୂ, ପାରିବାରିକ କଳହରୁ ଜଘନ୍ୟ ହତ୍ୟାକାଣ୍ଡ…
  • ||
  • ପ୍ରବଳ ବର୍ଷା ପରେ ଭୂସ୍ଖଳନ: ୧୮ ମୃତ ଓ ଅନେକ ନିଖୋଜ, ମୁଖ୍ୟମନ୍ତ୍ରୀ ଲୋଡିଲେ ସେନା ସହାୟତା
  • ||
  • ଆଜିଠୁ ଓଜେଇଇ କାଉନସେଲିଂ, ପଞ୍ଜୀକରଣ ଓ ଚଏସ ଲକିଂ କରିପାରିବେ ଛାତ୍ରଛାତ୍ରୀ
  • ||
  • ଆଫଗାନିସ୍ତାନ ପ୍ରସଙ୍ଗରେ ନଭେମ୍ୱରରେ ବସିବ ବୈଠକ : ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
  • ||
  • ପଞ୍ଚାୟତ ନିର୍ବାଚନ ପାଇଁ ୩ ଦଳ ପ୍ରସ୍ତୁତ, ସଂରକ୍ଷଣ ତାଲିକା ପ୍ରକାଶ ପରେ ଗଦାଗଦା ଅଭିଯୋଗ
  • ||
  • ମନୀଷ ଅନୁରାଗ ମୃତ୍ୟୁ ମାମଲା : ରବିବାର ୩ ଅଭିଯୁକ୍ତଙ୍କ ରିମାଣ୍ଡ ଆବେଦନର ଶୁଣାଣି
  • ||

ବଜ୍ରପାତରେ ଜଳିଗଲା କଞ୍ଚା ମହୁଲ ଗଛ, ଅଳ୍ପକେ ବର୍ତ୍ତିଲେ ଲୋକେ

2/05/2021 at 9:27 PM

ପାଟଣା, ୦୨/୦୫: କେନ୍ଦୁଝର ଜିଲ୍ଲା ପାଟଣା ବ୍ଲକ ବୁଢ଼ୀକା ପୁଡ଼ି ଗ୍ରାମର ମହାନ୍ତ  ସାହି ନିକଟ ଶାଳ ଜଙ୍ଗଲରେ ଏକ ଗଛକୁ ରବିବାର ଅପରାହ୍ନରେ ବଜ୍ରପାତ ଯୋଗୁ ଏକ କଞ୍ଚା ମହୁଲ ଗଛ ଜଳି ଯାଇଛି ।

ସୂଚନା ଅନୁସାରେ, ଗ୍ରାମର ଲକ୍ଷ୍ମୀଧର ମହାନ୍ତଙ୍କ ମହୁଲ ଗଛ ଉପରକୁ ହଠାତ ବଜ୍ରପାତ ଯୋଗୁ ଗଛଟି ଜଳି ଯାଇଥିବା ବେଳେ ପାଖରେ ଥିବା ଲୋକେ ଅଳ୍ପକେ ବର୍ତ୍ତି ଯାଇଛନ୍ତି । ଗଛଟି ଜଳୁ ଥିବାର ଦେଖି ଗ୍ରାମବାସୀ ଅଗ୍ନିଶମ ବାହିନୀକୁ ଖବର ଦେଆଯାଇ ଥିଲା । ତେବେ ଖବର ପାଇ ଘଟଣା ସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି ।

   Related Posts