Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଏବେ ତୃତୀୟ ଲହର ଚାଲିଛି, ତଥାପି ଭୟଭୀତ ହେବାର ଆବଶ୍ୟକତା ନାହିଁ: ମୁଖ୍ୟ ସଚିବ
  • ||
  • ପୁରୀ: ପୋଲିସ କବଜାରେ ୩ ଧଳାଜହର ବେପାରୀ, ୧୭୨ ବ୍ରାଉନ ସୁଗାର ଜବତ
  • ||
  • କ୍ୟାପଟେନ୍ ପଦ ଛାଡିବା ପରେ କୋହଲିଙ୍କ ଟେଷ୍ଟ ରାଙ୍କିଙ୍ଗ୍ରେ ସୁଧାର, ଟପ୍-୧୦କୁ ଫେରିଲେ ବୁମରା
  • ||
  • କଳାହାଣ୍ଡି; ଗୋଲାମୁଣ୍ଡା ଗାଁ ପୋଖରୀରେ ବୁଡି ଜାଆଁଳା ଭାଇ ମୃତ
  • ||
  • ବିଜେପିରେ ମିଶି ପାରନ୍ତି କଂଗ୍ରେସର ପୋଷ୍ଟର ଗର୍ଲ ପ୍ରିୟଙ୍କା ମୌର୍ଯ୍ୟ, କହିଲେ- ପାର୍ଟି ମୋର ଫାଇଦା ଉଠାଇଲା
  • ||
  • ଭାରତର ଷ୍ଟାର ଟେନିସ୍ ଖେଳାଳି ସାନିଆ ମିର୍ଜାଙ୍କ ଅବସର ଘୋଷଣା, ୨୦୨୨ ହେବ ଶେଷ ସିଜିନ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୮୨ ହଜାରରୁ ଅଧିକ କରୋନା ପଜିଟିଭ୍, ୪୪୧ ମୃତ
  • ||
  • ରାଜ୍ୟରେ ଆଉ ୬ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୯୪କୁ ବୃଦ୍ଧି
  • ||
  • ରାଜ୍ୟରେ ପୁଣି ୧୧ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୧୬୦୭ କୋଭିଡ୍ ପଜିଟିଭ୍, ୧୧୬୭୦୯୪ରେ ପହଞ୍ଚିଲା ସଂଖ୍ୟା
  • ||
  • ଗ୍ଲୋବାଲ ମେୟର୍ସ ଚ୍ୟାଲେଞ୍ଜ-୨୦୨୧: ବିଶ୍ୱର ଶ୍ରେଷ୍ଠ ୧୫ ସହରରେ ରାଉରକେଲା, ଟ୍ୱିଟ୍‌ କରି ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ
  • ||

ମହାନଦୀ ଜଳବିବାଦ : ଓଡିଶାର ମଧ୍ୟବର୍ତ୍ତୀକାଳୀନ ଆବେଦନ ଉପରେ ଆଜି ଟ୍ରିବ୍ୟୁନାଲରେ ଶୁଣାଣି

9/03/2019 at 9:12 AM

ନୂଆଦିଲ୍ଲୀ ୯|୩ : ମହାନଦୀ ଜଳବିବାଦ ମାମଲାରେ ଓଡିଶାର ମଧ୍ୟବର୍ତ୍ତୀକାଳୀନ ଆବେଦନ ଉପରେ
ଆଜି ଶୁଣାଣି କରିବେ ମହାନଦୀ ଜଳବିବାଦ ଟ୍ରିବ୍ୟୁନାଲ । ଟ୍ରିବ୍ୟୁନାଲର ଅଧ୍ୟକ୍ଷ ବିଚାରପତି ଏ ଏମ ଖାନୱିଲକର, ବିଚାରପତି ଡ.ରବିରଞ୍ଜନ, ବିଚାରପତି ଇନ୍ଦରମିତ କୋଚାରଙ୍କୁ ନେଇ ଗଠିତ ଖଣ୍ଡପୀଠ ଗତମାସ ୯ ତାରିଖରେ ଓଡିଶାର ଆବେଦନର ଶୁଣାଣି କରି ଓଡିଶା ଓ ଛତିଶଗଡକୁ ଆପୋସ ସମାଧାନ ପାଇଁ  ପରାମର୍ଶ ଦେଇଥିଲେ। ଆପୋସ ସମାଧାନ ବିଫଳ ହେଲେ ଚୂଡାନ୍ତ ନିଷ୍ପତ୍ତି ଶୁଣାଇବେ ବୋଲି କହିଥିଲେ।

ତେଣୁ ଆଜିର ଶୁଣାଣି ବହୁତ ଗୁରୁତ୍ବ ବହନ କରୁଛି । ଟ୍ରିବ୍ୟନାଲଙ୍କ ପରାମର୍ଶକ୍ରମେ ଦୁଇ ରାଜ୍ୟର ଅଧିକାରୀ ଓ ବୈଷୟିକ ବିଶେଷଜ୍ଞମାନଙ୍କଦ୍ବାରା ଦୁଇ ଥର ଆପୋସ ସମାଧାନ ପାଇ ବୈଠକ ହୋଇଥିଲା । ବୈଠକରେ ଅଣମୌସୁମୀ ସମୟରେ ଓଡିଶାକୁ କେତେ ପାଣି ଛଡାଯିବ ସେନେଇ ବ୍ୟାପକ ଆଲୋଚନା ହୋଇଥିଲା। ତେବେ ଛତିଶଗଡର ଓଡିଶାର ଦାବିକୁ ପ୍ରତ୍ୟାଖ୍ୟାନ କରିଦେଇଥିଲା ।

   Related Posts