Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଲୋକସଭାରେ ପାରିତ ହେଲା କୃଷି ଆଇନ ଉଚ୍ଛେଦ ବିଲ୍‌
  • ||
  • କୃଷକଙ୍କୁ ଦଳି ମାରିଲେ ୭ ଦନ୍ତା, ଖଣ୍ଡ ଖଣ୍ଡ କରିଦେଲେ ଶରୀର
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ, ୨୩୬ ମୃତ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୯କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୭ କରୋନା ସଂକ୍ରମିତ, ୧୦୪୮୮୮୦ରେ ପହଞ୍ଚିଲା ସଂଖ୍ୟା
  • ||
  • ୧୨ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ : ବିଭିନ୍ନ ଭାଷାକୁ ଦ୍ୱିତୀୟ ରାଜ୍ୟଭାଷା ମାନ୍ୟତା ପ୍ରଦାନ ଦାବି
  • ||
  • ୧୨ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ : ବିଭିନ୍ନ ଭାଷାକୁ ଦ୍ୱିତୀୟ ରାଜ୍ୟଭାଷା ମାନ୍ୟତା ପ୍ରଦାନ ଦାବି
  • ||
  • ଭିଜିଲାନ୍ସ ଜାଲରେ କନଷ୍ଟେବଳ, ଜବତ ହେଲାଣି ଲକ୍ଷ ଲକ୍ଷ ଟଙ୍କା
  • ||
  • ଭିଜିଲାନ୍ସ ଜାଲରେ କନଷ୍ଟେବଳ, ଜବତ ହେଲାଣି ଲକ୍ଷ ଲକ୍ଷ ଟଙ୍କା
  • ||
  • ଓମିକ୍ରନ୍ ନେଇ AIIMS ମୁଖ୍ୟ ଗୁଲେରିଆ ଦେଲେ ଚେତାବନୀ, କହିଲେ ନୂଆ ଭାରିଆଣ୍ଟ ଭାକସିନକୁ ଦେଇପାରେ ଚକମା
  • ||

ସହିଦ ସ୍ମୃତି ଭବନଠାରେ ସ୍ବର୍ଗତ ବିଜୟଶ୍ରୀ ରାଉତରାୟଙ୍କୁ ଶ୍ରଦ୍ଧାଞ୍ଜଳି

14/06/2021 at 2:24 PM

ଭଦ୍ରକ ୧୪।୬: ପୂର୍ବତନ ମନ୍ତ୍ରୀ ତଥା ପୂର୍ବତନ ବିଧାୟକ ସ୍ଵର୍ଗତ ବିଜୟଶ୍ରୀ ରାଉତରାୟଙ୍କୁ ଶ୍ରଦ୍ଧାଞ୍ଜଳି । ଭଦ୍ରକ ସହରର ସହିଦ ସ୍ମୃତି ଭବନଠାରେ ବିଜୟଶ୍ରୀ ରାଉତରାୟଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି । ଭଦ୍ରକ ବିଧାୟକ ସଞ୍ଜୀବ ମଲ୍ଲିକ, ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳଙ୍କ ସମେତ ବହୁ ବିଜେଡ଼ି ନେତା ଓ ବିଜୁ ଯୁବ ଓ ଛାତ୍ର ସଂଗଠନର ସଦସ୍ୟମାନେ ଉପସ୍ଥିତ ରହି ସ୍ଵର୍ଗତ ବିଜୟଶ୍ରୀ ରାଉତରାୟଙ୍କ ଫଟୋରେ ପୁଷ୍ପ ଅର୍ପଣ କରିବା ସହ ସ୍ମୃତି ଚାରଣ କରିଥିଲେ ।

   Related Posts