Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାତ୍ୟା ‘ଜଓ୍ଵାଦ’ ପ୍ରଭାବ: ଆସନ୍ତାକାଲି ୧୯ ଜିଲ୍ଲାରେ ସ୍କୁଲ ଛୁଟି
  • ||
  • ରାଜଧାନୀ ଦିଲ୍ଲୀରେ ‘ଓମିକ୍ରନ’ ଆତଙ୍କ ! ବିଦେଶ ଫେରନ୍ତା ୧୨ ରୋଗୀ LNJPରେ ଭର୍ତ୍ତି
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୯ ହଜାରରୁ ଅଧିକ କରୋନା ପଜିଟିଭ୍, ୩୯୧ ମୃତ
  • ||
  • ଓ୍ୱାଙ୍ଖଡେ ଟେଷ୍ଟରେ ମୁହାଁମୁହିଁ ହେବେ ଭାରତ ଓ ନ୍ୟୁଜିଲାଣ୍ଡ : ଫେରିଲେ ବିରାଟ, ଦେଖିବାକୁ ମିଳିବ ରୋମାଞ୍ଚକର ଫାଇଟ୍
  • ||
  • ପାଟଣା ରେଞ୍ଜରେ ହାତୀ ଆତଙ୍କ, ନଷ୍ଟ କରୁଛନ୍ତି ପାଚିଲା ଧାନ
  • ||
  • ଓଡିଶାରେ ବିରଳ ଘଟଣା : ଯୁବକଙ୍କ ପେଟରୁ ବାହାରିଲା ଭ୍ରୂଣ, ୫ ଘଣ୍ଟାର ଅପରେସନ ପରେ ବାହାର କଲେ ଡାକ୍ତର
  • ||
  • ଚିନ୍ତା ବଢାଇଲା ଓମିକ୍ରନ, ଦକ୍ଷିଣ ଆଫ୍ରିକାରେ ଲକଡାଉନ୍: ଭାରତରେ ମଧ୍ୟ ସ୍ଥିତି ସାଂଘାତିକ
  • ||
  • ଓଡିଶାରେ ଘସି ହୋଇଯିବ ଜଓ୍ୱାଦ ! ଉପକୂଳରେ ପ୍ରବଳ ବର୍ଷା, ୯୦ କିମି ବେଗରେ ବହିବ ପବନ
  • ||
  • ଚୋରା କାରବାରରେ ନାବାଳକ : ନବମ ଶ୍ରେଣୀ ଛାତ୍ରଙ୍କ ବ୍ୟାଗରୁ ମିଳିଲା ୨ କେଜି ଅଫିମ
  • ||

ଓଭରଟେକ୍ ବେଳେ ୨ ଟ୍ରକ୍ ମଧ୍ୟରେ ଦୁର୍ଘଟଣା : ୨ ମୃତ, ଜଣେ ଗୁରୁତର

26/09/2020 at 3:54 PM

ବ୍ରହ୍ମପୁର, ୨୬ ।୦୯: ବ୍ରହ୍ମପୁର ଉପକଣ୍ଠ ହଳଦିଆପଦର ଜାତୀୟ ରାଜପଥରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ  ୨ ଜଣ ପ୍ରାଣ ହରାଇଥିବା ବେଳେ  ଜଣେ ଗୁରୁତର ହୋଇଥିବା ସୂଚନା ମିଳିଛି ।

ସୂଚନାନୁସାରେ, ଭୁବନେଶ୍ବରରୁ ଗୋଟିଏ ଟ୍ରକ୍ ଆନ୍ଧ୍ର ଅଭିମୁଖେ ଯାଉଥିଲା । ଏହି ସମୟରେ ଜାତୀୟ ରାଜପଥର ହଲଦିଆପଦର ଠାରେ ଏହି ଟ୍ରକକୁ ଅନ୍ୟ ଏକ ଟ୍ରକ୍ ଓଭର୍ ଟେକ୍ କରିଥିଲା । ଫଳରେ ଦୁର୍ଘଟଣା ଘଟିଥିଲା । ଏହି ଦୁର୍ଘଟଣାରେ ୨ଜଣ ପ୍ରାଣ ହରାଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି । ଗୁରୁତରକୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

ଘଟଣାସ୍ଥଳରେ ପୋଲିସ୍ ପହଞ୍ଚି ମୃତଦେହକୁ ଜବତ କରିବା ସହ ଘଟଣାର ତଦନ୍ତ କରୁଛି । ତେବେ ମୃତକଙ୍କ ପରିଚୟ ମିଳିପାରିନାହିଁ।

   Related Posts