Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରୋଗୀଙ୍କ ମୁଣ୍ଡରେ କ୍ରିକେଟ ବଲ୍ ଭଳି ବ୍ଲାକ୍ ଫଙ୍ଗସ୍, ଆଇଜିଆଇଏମଏସରେ ଅପରେସନ କରି ବାହାର କଲେ ଡାକ୍ତର
  • ||
  • ୧୬ରୁ ଖୋଲିବ ସମସ୍ତ କେନ୍ଦ୍ରୀୟ କୀର୍ତ୍ତିରାଜି, କୋଭିଡ଼ କଟକଣା ମାନିବାକୁ ASI ପକ୍ଷରୁ ନିର୍ଦ୍ଦେଶନାମା
  • ||
  • ମୁହାଁମୁହିଁ ହେଲେ ୨ କାର୍, ସାମ୍ବାଦିକଙ୍କ ସମେତ ୩ ଗୁରୁତର
  • ||
  • ବିଶ୍ୱ ଟେଷ୍ଟ ଚାମ୍ପିଅନସିପ୍ ଫାଇନାଲ ପୂର୍ବରୁ ଜାଡେଜାଙ୍କ ଦମଦାର୍ ବ୍ୟାଟିଂ : ବଢିଲା ନ୍ୟୁଜିଲାଣ୍ଡର ଚିନ୍ତା, ବିସିସିଆଇ ପୋଷ୍ଟ୍ କଲା ଭିଡିଓ
  • ||
  • କମୁଛି ସଂକ୍ରମଣ, ରାଜ୍ୟରେ ୨୪ ଘଣ୍ଟାରେ ୪୩୩୯ କୋଭିଡ୍ ପଜିଟିଭ୍ ଚିହ୍ନଟ
  • ||
  • ରାଜ୍ୟରେ ଗତ ୨୪ଘଣ୍ଟାରେ କରୋନା ନେଲା ୪୪ ଜଣଙ୍କ ଜୀବନ, ୩୩୪୬ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା
  • ||
  • ମୋହନା ବାପା-ପୁଅ ହତ୍ୟା ଘଟଣା : ୧୨ ଅଟକ, ଗୁଣି ଗାରେଡି ସନ୍ଦେହରୁ ଡବଲ୍ ମର୍ଡର୍ !
  • ||
  • ଇସ୍ରାଏଲ୍‌ରେ ସରିଲା ନେତ୍‌ନ୍ୟାହୁଙ୍କ ଶାସନ, ନଫତାଲୀ ବେନେଟ୍ ହେଲେ ନୂଆ ପ୍ରଧାନମନ୍ତ୍ରୀ
  • ||
  • ସାରା ରାଜ୍ୟକୁ ଛୁଇଁଲା ମୌସୁମୀ : ୧୬ ଯାଏଁ ପାଗ ମେଘୁଆ, ହେବ ବିକ୍ଷିପ୍ତ ବର୍ଷା
  • ||

ରାସ୍ତା ପାର ହେଉଥିବାବେଳେ ଶିଶୁ ଉପରେ ଚଢ଼ିଗଲା ଟ୍ରକ୍

25/12/2018 at 5:03 PM

ରେଢ଼ାଖୋଲ ୨୫/୧୨: ରେଢ଼ାଖୋଲ ବେତଗଡ଼ ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଶିଶୁଟି ରାସ୍ତା ପାର ହେଉଥିବାବେଳେ ଶିଶୁ ଉପରେ ଟ୍ରକ୍ ଚଢ଼ିଯାଇଛି। ଏହା ଫଳରେ ଘଟଣାସ୍ଥଳରେ ଉତ୍ତେଜନା ଦେଖାଦେଇଛି। ଲୋକମାନେ ରାସ୍ତାରୋକ କରିଛନ୍ତି। ସମ୍ବଲପୁର-ଅନୁଗୁଳ ମଧ୍ୟରେ ଯାତାୟତ ଠପ୍ ହୋଇଛି।

   Related Posts