Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବଡ ଘରେ ‘ଭିନେ’ କଳି : ହିନ୍ଦୁଜା ୪ ଭାଇଙ୍କ ସମ୍ପର୍କରେ ଆତ୍ମୀୟ ବାଧକ, ମାମଲା କୋର୍ଟରେ
  • ||
  • କାନପୁର ଟେଷ୍ଟ : କିଓ୍ୱି ବୋଲରଙ୍କ ଦମଦାର ବୋଲିଂ, ପ୍ରଥମ ଇନିଂସରେ ଭାରତ ୩୪୫ରେ ଅଲଆଉଟ୍
  • ||
  • ପଦାର୍ପଣ ଟେଷ୍ଟରେ ଶ୍ରେୟସ ଆୟରଙ୍କ ଦମଦାର ଶତକ, ନିରାଶ କଲେ ରିଦ୍ଧିମାନ ଶାହ ଓ ଅକ୍ଷର ପଟେଲ
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୧୯ କରୋନା ସଂକ୍ରମିତ, ୧୦୪୮୨୨୮ରେ ପହଞ୍ଚିଲା ସଂଖ୍ୟା
  • ||
  • ଜନ୍ମହେଲା ୨ ମୁଣ୍ଡିଆ ଶିଶୁ, ହସ୍ପିଟାଲରେ ଛାଡି ଫେରାର ହୋଇଗଲେ ବାପା-ମାଆ
  • ||
  • ମାତିଲେ ଝାଡଖଣ୍ଡୀ ହାତୀପଲ, ନଷ୍ଟକଲେ ଧାନ ଫସଲ
  • ||
  • ଟ୍ରକ୍ ସହ ଧକ୍କା ହେଲା କିଙ୍ଗଫିସର ବସ୍, ଏକାଧିକ ଯାତ୍ରୀ ଆହତ
  • ||
  • ଗଜପତିରେ ଅପରେସନ ଗ୍ରୀନ୍ କ୍ଲିନ୍, ୧୪ କୋଟି ଟଙ୍କାର ଗଞ୍ଜେଇ ଚାଷ ନଷ୍ଟ କଲା ପ୍ରଶାସନ
  • ||
  • ଅପରେସନ ନୀଳ ଜହର : ୧୫ କୋଟି ଟଙ୍କାର ଗଞ୍ଜେଇ ଚାଷ ନଷ୍ଟ
  • ||
  • ପଦାର୍ପଣ ଟେଷ୍ଟରେ ଶ୍ରେୟସଙ୍କ ଦମଦାର ବ୍ୟାଟିଂ, ଭାଙ୍ଗିଲେ ଗାଭାସ୍କରଙ୍କ ରେକର୍ଡ
  • ||

ଭାରସାମ୍ୟ ହରାଇ ଓଲଟିଲା ଆଳୁ ବୋଝେଇ ଟ୍ରକ୍, ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର ଓ ହେଲପର୍

10/10/2020 at 9:40 AM

ଚାନ୍ଦବାଲି ୧୦।୧୦: ଭଦ୍ରକ-ଚାନ୍ଦବାଲି ମୁଖ୍ୟ ରାସ୍ତା ଚାନ୍ଦବାଲି ଏନଏସି ଅନ୍ତର୍ଗତ ପାଞ୍ଚପଡା ରାଧାକୃଷ୍ଣ ମନ୍ଦିର ନିକଟରେ ଦୁର୍ଘଟଣା । ଶନିବାର ଭୋରରୁ ଭାରସ୍ୟାମ ହରାଇ ରାସ୍ତା ତଳକୁ ଓଲଟି ପଡିଲା ଏକ ଆଳୁ ବୋଝେଇ ଟ୍ରକ୍ । ଉଭୟ ଡ୍ରାଇଭର ଏବଂ ହେଲପର ସୁରକ୍ଷିତ ଥିବା ଜଣାପଡିଛି ।

ତେବେ ରାସ୍ତା ଉପରେ କିଛି ଷଣ୍ଢ ଶୋଇଥିବା ବେଳେ ହଠାତ୍ ଉଠିପଡିବାରୁ ଟ୍ରକଟି ଡାହାଣ ପଟକୁ ମାଡ଼ି ହୋଇ ଯାଇଥିଲା । ଟ୍ରକଟି ପଶ୍ଚିମବଙ୍ଗରୁ କେନ୍ଦ୍ରାପଡ଼ା ଜିଲ୍ଲା ପଟାମୁଣ୍ଡାଇକୁ ଯାଉଥିବା ସୂଚନା ମିଳିଛି ।

   Related Posts