Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାଜିରାଉତ ବ୍ରିଜ୍‌ ଉପରେ ବସ୍‌ ଉପରକୁ ଗୁଳିମାଡ଼, ଦୁଇ ଯୁବକ ଏବଂ ଜଣେ ଯୁବତୀ ଫେରାର
  • ||
  • ଘୋଷଣା ହେଲା ଧର୍ମପଦ ସମ୍ମାନ, ୨୦୧୬ ରୁ ୨୦ ବର୍ଷ ପାଇଁ ୫ ଜଣଙ୍କୁ ଧର୍ମପଦ ସମ୍ମାନ, ୨୫ ଜଣ ଶିଳ୍ପୀ ହେବେ ସମ୍ବର୍ଦ୍ଧିତ
  • ||
  • ପାଠକ ବାପ-ପୁଅ ଗିରଫ, କୁବେର ଜଙ୍ଗଲ ଅଫିସରଙ୍କ ଅମାପ ସଂପତ୍ତି ଠାବ କରିଛି ଭିଜିଲାନ୍ସ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୧୮ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ୫୯୪ କରୋନା ସଂକ୍ରମିତ, ୩୧୭୨୩୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭାରତ-ଅଷ୍ଟ୍ରେଲିଆ ଦିନିକିଆ ସିରିଜ୍, ଦଳରେ ସାମିଲ ହେଲେ ଦ୍ରୁତ ବୋଲର ଟି. ନଟରାଜନ
  • ||
  • ଭୁବନେଶ୍ବର : ଦଶମ ଶ୍ରେଣୀ ଛାତ୍ରୀ କଲେ ଆତ୍ମହତ୍ୟା ! ବେକରେ ରଶି ଲଗାଇ ପଙ୍ଖାରେ ଝୁଲି ପଡିଲେ, କାରଣ ଅସ୍ପଷ୍ଟ
  • ||
  • ରାଜକୋଟ : କୋଭିଡ୍ ହସ୍ପିଟାଲରେ ଲାଗିଲା ନିଆଁ, ୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ପୁରୀ : ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ, ସୁରକ୍ଷା ବଳୟରେ ଶ୍ରୀମନ୍ଦିର, ଦର୍ଶନ ପାଇଁ ଭକ୍ତ ବ୍ୟାକୁଳ
  • ||
  • ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ: ସୁରକ୍ଷା ବଳୟରେ ଶ୍ରୀମନ୍ଦିର, ଦର୍ଶନ ପାଇଁ ଭକ୍ତ ବ୍ୟାକୁଳ
  • ||

ଭାରସାମ୍ୟ ହରାଇ ୩୦ ଫୁଟ ତଳକୁ ଖସିଲା ଟ୍ରକ୍

28/04/2019 at 10:13 AM

ଲମତାପୁଟ ୨୮|୪: କୋରାପୁଟ ଜିଲ୍ଲା ଲମତାପୁଟ ପେଟାଘାଟିରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ହୋଇଛି । ଭାରସାମ୍ୟ ହରାଇ ୩୦ ଫୁଟ ତଳକୁ ଖସିପଡିଛି ଟ୍ରକ୍ । ଟ୍ରକ୍ ର ଡ୍ରାଇଭର ଓ ହେଲପର ଅଳ୍ପକେ ବର୍ତ୍ତି ଯାଇଛନ୍ତି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଡ୍ରାଇଭର ଓ ହେଲପରଙ୍କୁ ଉଦ୍ଧାର କରିଛି ।

   Related Posts