ଭାରସାମ୍ୟ ହରାଇ ୩୦ ଫୁଟ ତଳକୁ ଖସିଲା ଟ୍ରକ୍

Published By : Prameya-News7 Bureau | April 28, 2019 IST

ଲମତାପୁଟ ୨୮|୪: କୋରାପୁଟ ଜିଲ୍ଲା ଲମତାପୁଟ ପେଟାଘାଟିରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ହୋଇଛି । ଭାରସାମ୍ୟ ହରାଇ ୩୦ ଫୁଟ ତଳକୁ ଖସିପଡିଛି ଟ୍ରକ୍ । ଟ୍ରକ୍ ର ଡ୍ରାଇଭର ଓ ହେଲପର ଅଳ୍ପକେ ବର୍ତ୍ତି ଯାଇଛନ୍ତି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଡ୍ରାଇଭର ଓ ହେଲପରଙ୍କୁ ଉଦ୍ଧାର କରିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.