Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଉରକେଲା : ଡ୍ରାଇଭରଙ୍କ ନାଁରେ ୨୮ କୋଟି ଟଙ୍କାର GST ଠକେଇ ଅଭିଯୋଗ
  • ||
  • ଗଞ୍ଜାମ : ବୋମା ଭିଡୁଥିବା ବେଳେ ବିସ୍ଫୋରଣ, ଜଣେ ମୃତ, ଦୁଇ ଗୁରୁତର
  • ||
  • ବୋମା ଭିଡୁଥିବା ବେଳେ ବିସ୍ଫୋରଣ : ଜଣେ ମୃତ, ଦୁଇ ଗୁରୁତର
  • ||
  • ଦେଶର ପ୍ରତ୍ୟେକ ନାଗରିକଙ୍କୁ ମିଳିବ କରୋନା ଟିକା : ପ୍ରଧାନମନ୍ତ୍ରୀ
  • ||
  • ଡକାୟତି ଯୋଜନା ପଣ୍ଡ, ୪ ଡକାୟତଙ୍କୁ ବାନ୍ଧିଲା ପୋଲିସ
  • ||
  • ଅବସରପ୍ରାପ୍ତ ଡିଜିପି ମିଲନ ମହାନ୍ତିଙ୍କ ପରଲୋକ
  • ||
  • ରାଜ୍ୟରେ ବଢୁଛି ଶୀତର ପ୍ରକୋପ, କନ୍ଧମାଳରେ ୧୫ଡିଗ୍ରୀ ତଳକୁ ଖସିଲା ପାରଦ
  • ||
  • ଅନୁଗୋଳରେ ବିଷାକ୍ତ ମଦ ପିଇ ୪ ଜଣଙ୍କ ମୃତ୍ୟୁ ଘଟଣାରେ ୪ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ
  • ||
  • ରାଜ୍ୟକୁ ପ୍ରଶଂସା କଲା RBI: ଟ୍ବିଟ୍ କରି ଜଣାଇଲେ ମୁଖ୍ୟମନ୍ତ୍ରୀ
  • ||

ମଞ୍ଚେଶ୍ବରରେ ଟ୍ରକ୍ ଦୁର୍ଘଟଣାରେ ସ୍କୁଟି ଚାଳକଙ୍କ ମୃତ୍ୟୁ

25/11/2018 at 11:42 AM

ଭୁବନେଶ୍ବର ୨୫/୧୧: ମଞ୍ଚେଶ୍ବରରେ ଟ୍ରକ୍ ଦୁର୍ଘଟଣାରେ ଜଣେ ସ୍କୁଟି ଚାଳକଙ୍କ ମୃତ୍ୟୁ ଘଟିଛି। ମଞ୍ଚେଶ୍ବର ଥାନା ସମ୍ମୁଖରେ ଦୁର୍ଘଟଣା ଘଟିଛି। ମୃତକଙ୍କ ପରିଚୟ ମିଳିପାରିନାହିଁ। ଟ୍ରକ ଛାଡି ଘଟଣାସ୍ଥଳରୁ ଡ୍ରାଇଭର ଫେରାର ହୋଇଯାଇଛି। ଘଟଣାସ୍ଥଳରେ ମଞ୍ଚେଶ୍ବର ପୋଲିସ ପହଞ୍ଚି ତଦନ୍ତ ଚଳାଇଛି।

   Related Posts