Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୧ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୪ କୋଭିଡ୍ ସଂକ୍ରମିତ, ୩୩୩୪୪୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଲକ୍ଷ୍ନୌ : ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଶହିଦ ଏକ୍ସପ୍ରେସ୍‌ର ୨ଟି ବଗି ଲାଇନ୍‌ଚ୍ୟୁତ
  • ||
  • କେନ୍ଦୁଝର : ସ୍ତ୍ରୀକୁ ପିଟିପିଟି ମାରିଦେଲା ସ୍ବାମୀ, ଅଭିଯୁକ୍ତ ଅଟକ
  • ||
  • ଖସୁଛି କରୋନା ଗ୍ରାଫ୍‌, ଦେଶରେ ଗତ ୨୪ଘଣ୍ଟାରେ ୧୩,୭୮୮ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ଭୁବନେଶ୍ୱର : ବିଶିଷ୍ଟ ଶ୍ରମିକ ନେତା ଲଳିତ ନାୟକଙ୍କ ପରଲୋକ
  • ||
  • କେନ୍ଦୁଗୁଡ଼ା ଘାଟିରେ ଓଲଟିଲା ଟୁରିଷ୍ଟ ବସ୍ : ଜଣେ ମୃତ , ୧୦ ରୁ ଅଧିକ ଆହତ
  • ||

ଟ୍ରକ ଧକ୍କାରେ ଓଲଟିଲା କୁକୁଡା ବୋଝେଇ ପିକ୍ଅପ୍ ଭ୍ୟାନ: ଦୁର୍ଘଟଣା ପରେ ଗାଡିରୁ କୁକୁଡା ବୋହିନେଲେ ଲୋକେ

20/12/2019 at 8:22 AM

ପାଟଣା ୨୦।୧୨: କେନ୍ଦୁଝର ଜିଲ୍ଲା ପାଟଣା ତୁରୁମୁଙ୍ଗା ଥାନା ରେଙ୍ଗାଳବେଡା ନିକଟରେ ସଡକ ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ କେହି ଆହତ ହୋଇନଥିବା ସୂଚନା ରହିଛି । ଘନ କୁହୁଡି ଯୋଗୁ ଦୁର୍ଘଟଣା ହୋଇଥିବା ସୂଚନା

ସୂଚନାଯୋଗ୍ୟ ଯେ,  ୪୯ ନମ୍ବର ରାଜପଥ ତୁରୁମୁଙ୍ଗା ଥାନା ରେଙ୍ଗାଳବେଡା ନିକଟରେ କୁକୁଡା ବୋଝେଇ ପିକ୍‌ଅପ୍‌ ଭ୍ୟାନକୁ ପଛରୁ ଧକ୍କାଦେଲା ଟ୍ରକ । ଦୁର୍ଘଟଣାରେ କେହି ଆହତ ହୋଇନଥିବା ସୂଚନା ରହିଛି । ତେବେ ଦୁର୍ଘଟଣା ପରେ ଗାଡିରେ ଥିବା କୁକୁଡା ଗୁଡିକୁ ସାଧାରଣଲୋକ ବୋହିନେଉଥିବାର ଦେଖିବାକୁ ମିଳିଛି ।

   Related Posts