Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନୀଳଗିରି : ଛିଣ୍ଡି ପଡିଲା ୧୧କେଭି ବିଦ୍ୟୁତ୍ ତାର, ଅଳ୍ପକେ ବର୍ତିଲେ ଗ୍ରାମବାସୀ
  • ||
  • ଭୁବନେଶ୍ବର : ମାର୍ଚ୍ଚ ପହିଲାରୁ ବରିଷ୍ଠ ନାଗରିକଙ୍କୁ ଟିକା, ୧୨ଟି ସରକାରୀ ଓ ୧୦ଟି ଘରୋଇ ହସ୍ପିଟାଲରେ ଟିକାଦାନ
  • ||
  • ଋଷିକୁଲ୍ୟା ନଦୀପଠାରୁ ଆନ୍ଧ୍ରକୁ ବାଲି ଚାଲାଣ ଘଟଣା : ୭ଟି ବାଲି ବୋଝେଇ ଟ୍ରକ୍ ଜବତ କଲା ପୋଲିସ
  • ||
  • ୫ରାଜ୍ୟ ଫେରନ୍ତାଙ୍କ ପାଇଁ ସ୍ବତନ୍ତ୍ର କଟକଣା : ରହିବେ ୭ଦିନ ହୋମ୍ ଆଇସୋଲେସନ୍‌ରେ
  • ||
  • ଅଳ୍ପକେ ବର୍ତ୍ତିଲେ ବିଏସଏଫ ଯବାନ, କମ୍ବିଂ ବେଳେ ବିପୁଳ ପରିମାଣର ବିସ୍ପୋରକ ଜବତ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୮୬ କୋଭିଡ୍ ପଜିଟିଭ୍, ୩୩୭୧୦୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଖୋର୍ଦ୍ଧା : ସାରୁଆରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ଲକ୍ଷାଧିକ ଟଙ୍କାର ସମ୍ପତ୍ତି
  • ||
  • ବାରିପଦା : କୋଭିଡ ନିୟମକୁ ବେଖାତିର, ୫ଟି ଦୋକାନ ସିଲ୍‌
  • ||

ରାସ୍ତା ଉପରେ ଜଳିଗଲା ଟ୍ରକ ; ଅଳ୍ପକେ ବର୍ତ୍ତିଲେ ଟ୍ରକ ଡ୍ରାଇଭର ଓ ହେଲ୍ପର

8/09/2018 at 12:19 PM

କେନ୍ଦୁଝର ୮/୯ : ରାସ୍ତା ଉପରେ ଜଳି ଗଲା ଟ୍ରକ, ଅଳ୍ପକେ ବର୍ତିଲେ ଟ୍ରକ ଡ୍ରାଇଭର ଓ ହେଲାପର। କେନ୍ଦୁଝର ଜିଲା ସଦର ଥାନା ୪୯ ନମ୍ବର ଜାତୀୟ ରାଜପଥର ଝଡବେଳଦା ନିକଟରେ ଏକ ସିମେଣ୍ଟ ବୋଝେଇ ୧୦ ଚକିଆ ଟ୍ରକ ବେଟାରୀରୁ ସଟ ସର୍କିଟ ଯୋଗୁ ନିଆଁ ଲାଗି ଜଳିଗଲା ଗଲା ଟ୍ରକ। ତେବେ ଟ୍ରକରେ ଥିବା ଡ୍ରାଇଭର ଓ ହେଲପର ଗାଡିରୁ ତୁରନ୍ତ ତଳକୁ ଓହ୍ଲେଇ ପଡ଼ିଥିଲେ। ପରେ ଦମକଳ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ଟ୍ରକ ରେ ଲାଗିଥିବା ନିଆଁ କୁ ଆୟତ କରିଥିଲା ହେଲେ ଗାଡିଟି ସମ୍ପୂର୍ଣ୍ଣ ପୋଡି ଯାଇଥିଲା ।

   Related Posts