Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବରିଷ୍ଠ ସାମ୍ୱାଦିକ ବିନୋଦ ଦୁଆଙ୍କ ପରଲୋକ, କରୋନାରେ ହୋଇଥିଲେ ଆକ୍ରାନ୍ତ
  • ||
  • ଚାଲିପାରିଲାନି ବିଧାନସଭା, ସୋମାବାର ପର୍ଯ୍ୟନ୍ତ ମୁଲତବୀ ଘୋଷଣା କଲେ ବାଚସ୍ପତି
  • ||
  • ଭୁବନେଶ୍ବର : ଚଉଷଠୀ ଯୋଗିନୀ ମା’ ନାରାୟଣୀଙ୍କ ମନ୍ଦିରରୁ ଚୋରି, ମା’ଙ୍କ ମୂର୍ତ୍ତିରୁ ସୁନା ଅଳଙ୍କାର ତାଡି ନେଲେ ଦୁର୍ବୃତ୍ତ
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହୋଇଛନ୍ତି ୬୯୭୦ଜଣ ଭିକାରୀ, ୪୧୨୮ ପୁରୁଷ ଓ ୨୮୪୨ ମହିଳା
  • ||
  • ଭୁବନେଶ୍ବର : ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଓମିକ୍ରନ୍ ଚିହ୍ନଟ ହୋଇନାହିଁ : DMET
  • ||
  • ଭୁବନେଶ୍ବର : ଗୃହରେ ବିରୋଧୀଙ୍କ ପ୍ରତିବାଦ ପ୍ରସଙ୍ଗ, ବିଧାୟିକା ସ୍ନେହାଙ୍ଗୀନି ଛୁରିଆ କହିଲେ- ‘ଏହା ଗଣତନ୍ତ୍ର ପ୍ରତି ସୁସ୍ଥ ବାତାବରଣ ନୁହଁ’
  • ||
  • ଭୁବନେଶ୍ବର : ଦୁର୍ବଳ ହେବାରେ ଲାଗିଛି ବାତ୍ୟା : ରାଜସ୍ବ ମନ୍ତ୍ରୀ
  • ||
  • ଭୁବନେଶ୍ବର : ମମିତା ଝଡ ଧୀରେ ଧୀରେ ମହାବାତ୍ୟା ଆଡକୁ ମୁହାଁଇବ : ବିଷ୍ଣୁ ସେଠୀ
  • ||
  • ପୁରୀ : ପୁରୀ ବେଳାଭୂମିରେ ଲାଗିଲା ରେଡ୍ ଫ୍ଲାଗ୍, ଜନସାଧାରଣଙ୍କୁ ଯିବା ଲାଗି ବାରଣ
  • ||
  • ପଦାର୍ଥ ବିଜ୍ଞାନୀ ପଦ୍ମଭୂଷଣ ତ୍ରିଲୋଚନ ପ୍ରଧାନଙ୍କ ପରଲୋକ
  • ||

ପୋଲ ଉପରେ ଜଳିଗଲା ଡମ୍ପର, ଅଳ୍ପକେ ବର୍ତ୍ତିଗଲେ ଡ୍ରାଇଭର

25/07/2021 at 4:51 PM

ବାଲେଶ୍ୱର, ୨୫/୦୭: ବାଲେଶ୍ୱର ଜିଲ୍ଲା ତାମୁଳିଆ ପୋଲ ଉପରେ ଏକ ଅଘଟଣ ଦେଖିବାକୁ ମିଳିଛି । ଚାଲୁଥିବା ସମୟରେ ଏକ ଡମ୍ଫରରେ ନିଆଁ ଲାଗି ଯାଇଥିବା ଜଣାପଡ଼ିଛି । ଫଳରେ ରାସ୍ତା ମଝିରେ ଡମ୍ପରଟି ଜଳିଯାଇଛି ।

ମିଳିଥିବା ସୂଚନା ଅନୁସାରେ OD04 L 5603 ନମ୍ବର ବିଶିଷ୍ଟ ଏକ ଡମ୍ଫର ବାଲେଶ୍ବର ସହରରୁ ରାଜପଥ ଅଭିମୁଖେ ଯାଉଥିବା ବେଳେ ଅପରାହ୍ଣ ପ୍ରାୟ ୧ଟା ବେଳେ ହଠାତ ସେଥିରେ ନିଆଁ ଲାଗି ଯାଇଥିଲା ।  ଏଥିରୁ ଗାଡି ତ୍ରାଇଭର ଅଳ୍ପକେ ରକ୍ଷା ପାଇ ଯାଇଥିଲେ । ଖବରପାଇ ଦମକଳ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ । ପୋଲ ଉପରେ ଭିଡ ହେବାରୁ ପୁଲିସ ଭିଡ ନିୟନ୍ତ୍ରଣ କରିଛି । ଡମ୍ଫରରେ ନିଆଁ ଲାଗିବାର ପ୍ରକୃତ କାରଣ ଜଣା ପଡ଼ିନଥିଲେ ବି ବ୍ୟାଟେରିରେ ସର୍ଟସର୍କିଟ କାରଣରୁ ନିଆଁ ଲାଗିଥିବା ଅନୁମାନ କରାଯାଉଛି ।

   Related Posts