Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଷ୍ଟେଟ୍ ବ୍ୟାଙ୍କ ଉପରେ କୋଟିଏ ଟଙ୍କାର ଫାଇନ ଲଗାଇଲେ ରିଜର୍ଭ ବ୍ୟାଙ୍କ, ସବୁଠୁ ବଡ ବ୍ୟାଙ୍କ ବିରୋଧରେ ଋଣ ନିୟମ ଉଲ୍ଲଙ୍ଘନ ଅଭିଯୋଗ
  • ||
  • ଶ୍ରେୟସ ଆୟରଙ୍କ ଉପରେ ମୁମ୍ବାଇ ଇଣ୍ଡିଆନ୍ସର ନଜର, ରାହୁଲ ଓ ଧାଓ୍ୱନ ବି ବଦଳାଇବେ ଟିମ୍ !
  • ||
  • ରାଜ୍ୟରେ ଆଉ ୩ ଜଣ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୬କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୬୪ କରୋନା ସଂକ୍ରମିତ, ୧୦୪୮୪୯୨ରେ ପହଞ୍ଚିଲା ସଂଖ୍ୟା
  • ||
  • ଜରୁରୀକାଳିନ ପରିସ୍ଥିତି ଘୋଷଣା କଲେ ଗଭର୍ଣ୍ଣର : କରୋନା ସଂକ୍ରମଣ ବଢିବା ପରେ କଟକଣା କଡାକଡି
  • ||
  • ୧୮ କେଜିର ବଜ୍ରକାପ୍ତା ଉଦ୍ଧାର, ଡିଲ୍ ବେଳେ ଧରିଲା ବନ ବିଭାଗ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୪୬୫ ମୃତ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଓଡିଶା ଉପକୂଳରେ ମାଡ ହେବ ବାତ୍ୟା ! ଡିସେମ୍ବର ୩ରୁ ୬ ଯାଏଁ ପ୍ରବଳ ବର୍ଷା
  • ||

ଟ୍ରକ ଚକା ତଳେ ଚାଲିଗଲା ଅଜା-ନାତିଙ୍କ ଜୀବନ

30/10/2020 at 2:00 PM

ଆନନ୍ଦପୁର୩୦/୧୦: ଟ୍ରକ ତଳେ ଚାପି ହୋଇ ଅଜା-ନାତିଙ୍କ ମୃତ୍ୟୁ।  ବରପଦା ଓଭରବ୍ରିଜ ସର୍ଭିସ୍ ରୋଡରେ ଏଭଳି ଦୁର୍ଘଟଣା ଘଟିଛି।  ମୃତକ ହେଲେ କିର୍ତ୍ତନ ନାଥ ଏବଂ କେଶବ ନାଥ।

ବର୍ତ୍ତମାନ ଘଟଣାସ୍ଥଳରେ ଉତ୍ତେଜନା ଲାଗି ରହିଛି। ଯିବା ସମୟରେ ଅଜା-ନାତିଙ୍କୁ  ଟ୍ରକ ଧକ୍କା​‌ ଦେଇଥିଲା। ଘଟଣାସ୍ଥଳରେ ତାଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି।

   Related Posts