Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବହ୍ମପୁର : ବୋଲେରୋ ଧକ୍କାରେ ଜଣେ ମୃତ
  • ||
  • ଆଜିଠୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ତାଳଚେରରେ ଅର୍ଥନୈତିକ ଆନ୍ଦୋଳନ, ସମସ୍ତ ଖଣିରୁ କୋଇଲା ଉତ୍ପାଦନ ସହ ପରିବହନ ବନ୍ଦ
  • ||
  • ନୂଆଦିଲ୍ଲୀ : ୩ ବର୍ଷରେ ପୂରା ହେବ ରାମ ମନ୍ଦିର ନିର୍ମାଣ
  • ||
  • ପୁଣି ନବୀନ ପଟ୍ଟନାୟକ ଏକ ନମ୍ବର, ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ତାଲିକାର ଶୀର୍ଷରେ
  • ||
  • ଢେଙ୍କାନାଳ : କଳିଙ୍ଗ ଝୋଟ କାରଖାନାରେ ଅଘଟଣ, ମେସିନରେ ଚାପି ହୋଇ ଶ୍ରମିକ ମୃତ
  • ||
  • ଭଞ୍ଜନଗର : ଘରୋଇ କଳି ହେଲା କାଳ, ଦାଦାର ଛୁରାମାଡ଼଼ରେ ଝିଆରୀ ଆହତ
  • ||

ଟ୍ରକ ଧକ୍କାରେ ନାବାଳିକାର ମୃତ୍ୟୁ: ସ୍ଥାନୀୟ ଅଞ୍ଚଳରେ ଶୋକାକୁଳ ପରିବେଶ

26/11/2020 at 5:29 PM

ନବରଙ୍ଗପୁର୨୬/୧୧: ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଟ୍ରକ ଧକ୍କାରେ ନାବାଳିକାର ମୃତ୍ୟୁ। ନବରଙ୍ଗପୁର କଷାଗୁମୁଡା ଥାନା ଉମରଗାଁ ନିକଟରେ ଏହି ଦୁର୍ଘଟଣା ଘଟିଛି। ମିଳିଥିବା ସୂଚନା ଅନୁସାରେ ନାବାଳିକା ଜଣଙ୍କ ଯିବା ବେଳେ ଟ୍ରକ ଚାପି ଦେଇଥିଲା। ନାବାଳିକାର ମୃତଦେହକୁ କଷାଗୁମୁଡା ମେଡିକାଲରେ ରଖାଇଛି। ଘଟଣାସ୍ଥଳରେ ପୋଲିସ୍ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଝିଅର ମୃତ୍ୟୁ ଘଟଣାରେ ପରିବାର ଲୋକେ ଦୁଃଖରେ ଭାଙ୍ଗି ପଡିଛନ୍ତି। ସ୍ଥାନୀୟ ଅଞ୍ଚଳରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି।

   Related Posts