Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସୁଶିଲ ମୋଦି ରାଜ୍ୟସଭା ପ୍ରାର୍ଥୀ, ରାମବିଳାସ ପାଶଓ୍ବାନଙ୍କ ସ୍ଥାନରେ ଟିକେଟ୍‌ ଦେଲା ବିଜେପି
  • ||
  • ଡିସେମ୍ବର ୧ରୁ ଖୋଲିବ ରାଜ୍ୟର ସମସ୍ତ ମେଡିକାଲ୍‌ କଲେଜ୍‌, କରୋନା ଗାଇଡ୍‌ଲାଇନ୍‌ ସହ ଏସ୍‌ଓପି ପାଳନ ବାଧ୍ୟତାମୂଳକ
  • ||
  • ବାଜିରାଉତ ବ୍ରିଜ୍‌ ଉପରେ ବସ୍‌ ଉପରକୁ ଗୁଳିମାଡ଼, ଦୁଇ ଯୁବକ ଏବଂ ଜଣେ ଯୁବତୀ ଫେରାର
  • ||
  • ଘୋଷଣା ହେଲା ଧର୍ମପଦ ସମ୍ମାନ, ୨୦୧୬ ରୁ ୨୦ ବର୍ଷ ପାଇଁ ୫ ଜଣଙ୍କୁ ଧର୍ମପଦ ସମ୍ମାନ, ୨୫ ଜଣ ଶିଳ୍ପୀ ହେବେ ସମ୍ବର୍ଦ୍ଧିତ
  • ||
  • ପାଠକ ବାପ-ପୁଅ ଗିରଫ, କୁବେର ଜଙ୍ଗଲ ଅଫିସରଙ୍କ ଅମାପ ସଂପତ୍ତି ଠାବ କରିଛି ଭିଜିଲାନ୍ସ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୧୮ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ୫୯୪ କରୋନା ସଂକ୍ରମିତ, ୩୧୭୨୩୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭାରତ-ଅଷ୍ଟ୍ରେଲିଆ ଦିନିକିଆ ସିରିଜ୍, ଦଳରେ ସାମିଲ ହେଲେ ଦ୍ରୁତ ବୋଲର ଟି. ନଟରାଜନ
  • ||
  • ଭୁବନେଶ୍ବର : ଦଶମ ଶ୍ରେଣୀ ଛାତ୍ରୀ କଲେ ଆତ୍ମହତ୍ୟା ! ବେକରେ ରଶି ଲଗାଇ ପଙ୍ଖାରେ ଝୁଲି ପଡିଲେ, କାରଣ ଅସ୍ପଷ୍ଟ
  • ||
  • ରାଜକୋଟ : କୋଭିଡ୍ ହସ୍ପିଟାଲରେ ଲାଗିଲା ନିଆଁ, ୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||

ଦୁର୍ଘଟଣାରେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ: ସାଙ୍ଗ ଗୁରୁତର, ସ୍କୁଟିକୁ ଧକ୍କା ଦେଲା ଟ୍ରକ

8/11/2020 at 9:08 PM


ପାଟଣା୮/୧୧: ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ। କେନ୍ଦୁଝର ଜିଲ୍ଲା ବାରିଆ ଥାନା ଅନ୍ତର୍ଗତ ଚମ୍ପୁଆ ତୁରୁମୁଙ୍ଗା କେଟି ରୋଡ଼ର ଗୁଳିଦିପଶି ନିକରେ ଏଭଳି ଦୁର୍ଘଟଣା ଘଟିଛି। ଆଜି ସନ୍ଧ୍ୟାରେ ଅଜଣା ଟ୍ରକ ଧକ୍କାରେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ ହୋଇଛି। ସ୍କୁଟି ଚଳାଇ ଯିବା ବେଳେ ଟ୍ରକ ଧକ୍କା ଦେଇଥିଲା।

ମୃତ ଛାତ୍ର ହେଲେ ଚମ୍ପୁଆ ଥାନା ପାଞ୍ଚ ପୋଖରିଆ ଗ୍ରାମର ରୋହନ ଦାସ। ସେ ଚମ୍ପୁଆ ସରସ୍ୱତୀ ଶିଶୁବିଦ୍ୟାମନ୍ଦିରରେ ଦଶମ ଶ୍ରେଣୀର ଛାତ୍ର। ଆଜି ସନ୍ଧ୍ୟାରେ ସେ ତାଙ୍କ ସାଙ୍କ ସହିତ ଚମ୍ପୁଆ ପଟୁ ଭଣ୍ଡା ଆଡ଼କୁ ସ୍କୁଟି ଚଳାଇ ଯାଉଥିବା ବେଳେ ବିପରୀତ ଦିଗରୁ ଆସୁଥିବା ଏକ ଟ୍ରକ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ରୋହନଙ୍କ ମୃତ୍ୟୁ ହୋଇଥିଲା। ଅନ୍ୟପଟେ ସାଙ୍ଗରେ ଥିବା ଅନ୍ୟ ଜଣେ ଗୁରୁତର ହୋଇ ଚମ୍ପୁଆ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି। ଗୁରୁତର ସାଙ୍ଗର ପରିଚୟ ମିଳି ପାରି ନାହିଁ। ଘଟଣାସ୍ଥଳରେ ବାରିଆ ପୋଲିସ ପହଞ୍ଚି ମୃତଦେହକୁ ଜବତ କରି ତଦନ୍ତ ଚଳାଇଛି।

   Related Posts