Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମାଆର ସାହସ ଆଗରେ ହାରିଲା ବାଘ, ନିଜ ପୁଅକୁ ମୃତ୍ୟୁ ମୁଖରୁ ଛଡାଇ ଆଣିଲେ ମହିଳା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୭୯୬ ମୃତ
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୮୯ କରୋନା ସଂକ୍ରମିତ, ୧୦୫୦୨୪୯ରେ ପହଞ୍ଚିଲା ସଂଖ୍ୟା
  • ||
  • ୟୁକ୍ରେନ ଉପରେ ଆକ୍ରମଣ କରିବ ଋଷ ! ପୁଟିନଙ୍କ ଦେଢ ଲକ୍ଷରୁ ଅଧିକ ସୈନ୍ୟ ଅଛନ୍ତି ପ୍ରସ୍ତୁତ
  • ||
  • ଜାନୁଆରୀ-ଫେବୃଆରୀ ମଧ୍ୟରେ ଭାରତରେ ଆସିବ ତୃତୀୟ ଲହର, ଓମିକ୍ରନ୍ ସାଜିବ ବାହକ : ଦାବି କଲେ ବିଶେଷଜ୍ଞ
  • ||
  • ଚାଲିଥିଲା ଧାନ ଚୋରା ଚାଲାଣ, ୨୨୦ ବସ୍ତା ଜବତ କଲା ଯୋଗାଣ ବିଭାଗ
  • ||
  • ଜଓ୍ୱାଦ ଦୁର୍ବଳ, ଟଳିଲା ବଡ ବିପଦ : ପୁରୀଠୁ ୨୭୦ କିମି ଦୂରରେ କେନ୍ଦ୍ରୀଭୂତ
  • ||
  • ଜଗତସିଂହପୁରରେ ଲଗାଣ ବର୍ଷା, ଧାନ ଫସଲ କ୍ଷତିଗ୍ରସ୍ତ
  • ||

ଟ୍ରକ୍‌କୁ ପଛପଟୁ ପିଟିଲା ଟ୍ରକ୍ ; ଡ୍ରାଇଭର ମୃତ

20/12/2018 at 9:29 AM

ଭଦ୍ରକ ୨୦|୧୨: ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ପିରିପୁର ନିକଟରେ ଦୁର୍ଘଟଣା ହୋଇଛି । ଟ୍ରକ୍‌କୁ ପଛପଟୁ ପିଟିଲା ଅନ୍ୟ ଏକ ଟ୍ରକ୍ । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହେ।ଇଛି । ମୃତକ ଜଣକ ହେଲେ ଟ୍ରକ୍ ଡ୍ରାଇଭର । କିନ୍ତୁ ଏଯାଏଁ ତାଙ୍କର ପରିଚୟ ମଳିନି  । ଖବର ପାଇଁ ଭଣ୍ଡାରିପୋଖରୀ ଦମକଳବାହିନୀ ତାଙ୍କୁ ଗାଡିରୁ ଉଦ୍ଧାର କରି ହସ୍ପିଟାଲ ନେଇଥିଲା । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି । ଟ୍ରକ୍ ଦୁଇଟି ପଶ୍ଚିମବଙ୍ଗରୁ ଆଳୁ ବୋଝେଇ କରି ଭୁବନେଶ୍ୱର ଅଭିମୁଖେ ଆସୁଥିବାବେଳେ ଦୁର୍ଘଟଣା ଘଟିଛି ।

   Related Posts