Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୨ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୫୪୦ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଡିସେମ୍ବର ୩୧ପୂର୍ବରୁ ବସିବ ବିଧାନସଭାର ଶୀତ ଅଧିବେଶନ
  • ||
  • କରୋନାର ଦୈନିକ ସଂକ୍ରମଣରେ ବୃଦ୍ଧି, ୨୪ଘଣ୍ଟାରେ ୪୩୮୯୩ ନୂଆ ଆକ୍ରାନ୍ତ ଚିହ୍ନଟ
  • ||
  • ଅପରେସନ ଅଲ୍ଆଉଟ୍ : ସେନା ଗୁଳିରେ ୨ ଆତଙ୍କୀ ନିହତ, ବନ୍ଧୁକ ଓ ଗୁଳି ଜବତ
  • ||
  • ବିହାର ନିର୍ବାଚନ : ପ୍ରଥମ ପର୍ଯ୍ୟାୟ ପାଇଁ ମତଦାନ ଆରମ୍ଭ, ୭୧ଟି ଆସନରେ ଚାଲିଛି ଭୋଟିଂ
  • ||

ଫାୟାର ଷ୍ଟେସନ୍‌ରେ ମର୍ମନ୍ତୁଦ ଦୁର୍ଘଟଣା: ଟ୍ରେଲରକୁ ପଛରୁ ଧକ୍କା ଦେଲା ଟ୍ରକ୍, ଚାପି ହୋଇ ଚାଲିଗଲା ଡ୍ରାଇଭରଙ୍କ ଜୀବନ

14/10/2020 at 5:02 PM

ଭୁବନେଶ୍ବର ୧୪।୧୦: ଭୁବନେଶ୍ବର ଫାୟାର ଷ୍ଟେସନ ଓଭର ବ୍ରିଜ୍‌ରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ହୋଇଛି । ଛିଡା ହୋଇଥିବା ଟ୍ରେଲର ପଛରେ ଧକ୍କା ଦେଇଛି ଟ୍ରକ୍‌ । ଦୁର୍ଘଟଣା ଫଳରେ ଘଟଣାସ୍ଥଳରେ ଟ୍ରକ୍‌ ଡ୍ରାଇଭରଙ୍କ ମୃତ୍ୟୁ ହୋଇଛି ।

ଅଗ୍ନିଶମ କର୍ମଚାରୀ ଏବଂ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଟ୍ରକ୍ ଭିତରେ ଚାପି ହୋଇ ରହିଥିବା ଡ୍ରାଇଭରଙ୍କୁ ଉଦ୍ଧାର କରିବାରେ ଲାଗିଛନ୍ତି । ରସୁଲଗଡ ଆଡକୁ ଯାଉଥିଲା କୋଇଲା ବୋଝେଇ ଟ୍ରକ୍‌ । ଘଟଣସ୍ଥଳରେ ଲୋକମାନେ ରୁଣ୍ଡ ହୋଇଛନ୍ତି।

   Related Posts