Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବରିଷ୍ଠ ସାମ୍ୱାଦିକ ବିନୋଦ ଦୁଆଙ୍କ ପରଲୋକ, କରୋନାରେ ହୋଇଥିଲେ ଆକ୍ରାନ୍ତ
  • ||
  • ଚାଲିପାରିଲାନି ବିଧାନସଭା, ସୋମାବାର ପର୍ଯ୍ୟନ୍ତ ମୁଲତବୀ ଘୋଷଣା କଲେ ବାଚସ୍ପତି
  • ||
  • ଭୁବନେଶ୍ବର : ଚଉଷଠୀ ଯୋଗିନୀ ମା’ ନାରାୟଣୀଙ୍କ ମନ୍ଦିରରୁ ଚୋରି, ମା’ଙ୍କ ମୂର୍ତ୍ତିରୁ ସୁନା ଅଳଙ୍କାର ତାଡି ନେଲେ ଦୁର୍ବୃତ୍ତ
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହୋଇଛନ୍ତି ୬୯୭୦ଜଣ ଭିକାରୀ, ୪୧୨୮ ପୁରୁଷ ଓ ୨୮୪୨ ମହିଳା
  • ||
  • ଭୁବନେଶ୍ବର : ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଓମିକ୍ରନ୍ ଚିହ୍ନଟ ହୋଇନାହିଁ : DMET
  • ||
  • ଭୁବନେଶ୍ବର : ଗୃହରେ ବିରୋଧୀଙ୍କ ପ୍ରତିବାଦ ପ୍ରସଙ୍ଗ, ବିଧାୟିକା ସ୍ନେହାଙ୍ଗୀନି ଛୁରିଆ କହିଲେ- ‘ଏହା ଗଣତନ୍ତ୍ର ପ୍ରତି ସୁସ୍ଥ ବାତାବରଣ ନୁହଁ’
  • ||
  • ଭୁବନେଶ୍ବର : ଦୁର୍ବଳ ହେବାରେ ଲାଗିଛି ବାତ୍ୟା : ରାଜସ୍ବ ମନ୍ତ୍ରୀ
  • ||
  • ଭୁବନେଶ୍ବର : ମମିତା ଝଡ ଧୀରେ ଧୀରେ ମହାବାତ୍ୟା ଆଡକୁ ମୁହାଁଇବ : ବିଷ୍ଣୁ ସେଠୀ
  • ||
  • ପୁରୀ : ପୁରୀ ବେଳାଭୂମିରେ ଲାଗିଲା ରେଡ୍ ଫ୍ଲାଗ୍, ଜନସାଧାରଣଙ୍କୁ ଯିବା ଲାଗି ବାରଣ
  • ||
  • ପଦାର୍ଥ ବିଜ୍ଞାନୀ ପଦ୍ମଭୂଷଣ ତ୍ରିଲୋଚନ ପ୍ରଧାନଙ୍କ ପରଲୋକ
  • ||

ଭୟଙ୍କର ସଡକ ଦୁର୍ଘଟଣା, ଟ୍ରକ୍ ଧକ୍କାରେ ୩ ମୃତ

4/06/2021 at 8:06 AM

ରାଇରଙ୍ଗପୁର,୦୪/୦୬:  ମୟୂରଭଞ୍ଜ ଜିଲ୍ଲା ତିରିଙ୍ଗ ଥାନା ଅଞ୍ଚଳରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଟ୍ରକ୍ ଧକ୍କାରେ ୩ଜଣଙ୍କ ମୃତ୍ୟୁ ଘଟିଛି । ଘଟଣାକୁ ନେଇ ପରିସ୍ଥିତି ଏବେବେ ଉତ୍ତେଜନାପୂର୍ଣ୍ଣ ରହିଛି ।

ସୂଚନା ଅନୁସାରେ,   ତିରିଙ୍ଗ ଥାନା ଡାଳିମା ଛକରେ ଏହି ସଡକ ଦୁର୍ଘଟଣା ଘଟିଛି । ଏକ ଟ୍ରକ୍ ଧକ୍କା ଦେବା ପଳରେ ୩ଜଣ ବ୍ୟକ୍ତି ପ୍ରାଣ ହରାଇଛନ୍ତି । ଘଟଣାକୁ ନେଇ ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ରହିଛି । ସ୍ଥାନୀୟ ଲୋକେ ୨୨୦ ଜାତୀୟ ରାଜପଥକୁ  ଅବରୋଧ୍ କରିବା ସହ କ୍ଷତିପୂରଣ ଦାବି କରିଛନ୍ତି । ଫଳରେ ଯାତାୟତ ଠପ୍ ହୋଇଯାଇଛି । ତେବେ ପୋଲିସ ପହଁଚି ଉତ୍ୟକ୍ତଙ୍କୁ ବୁଝାସୁଝା କରୁଛି ।

   Related Posts