Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସରିଲାନି ଆର୍ଯ୍ୟନ ଖାନ୍‌ଙ୍କ ଜାମିନ୍‌ ଆବେଦନର ଶୁଣାଣି, ଆସନ୍ତାକାଲିକୁ ସ୍ଥଗିତ ରଖିଲେ କୋର୍ଟ
  • ||
  • ଭାରତୀୟ ଶିକ୍ଷୟିତ୍ରୀଙ୍କ ପାକିସ୍ତାନ ପ୍ରେମ, ଷ୍ଟାଟସ୍ ଦେଲେ ‘ଆମେ ମ୍ୟାଚ୍ ଜିତିଗଲୁ’
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍ : କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୩୩ କୋଭିଡ୍ ପଜିଟିଭ୍
  • ||
  • ନୂଆଦିଲ୍ଲୀ ସୀମାପୁରୀରେ ଅଭାବନୀୟ ଘଟଣା : ଘରେ ଲାଗିଲା ନିଆଁ, ୪ ମୃତ
  • ||
  • ଏବର୍ଷ ରାଜ୍ୟରେ ହାଡଭଙ୍ଗା ଶୀତ, ଅଧିକ ଦିନ ଥରାଇବ
  • ||
  • ସିଆରପିଏଫ କ୍ୟାମ୍ପରେ ରାତି ବିତାଇଲେ ଶାହ, ଯବାନଙ୍କ ସହ କଲେ ରାତ୍ରି ଭୋଜନ
  • ||
  • ମମିତା ମେହେର ହତ୍ୟା ମାମଲା : ବିଜେପି ପକ୍ଷରୁ ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ, ସେପଟେ ଡିଜିପି ଅଫିସ ଘେରାଉ କରିବ କଂଗ୍ରେସ
  • ||

ଜାତୀୟ ରାଜପଥରେ ଟ୍ରକ୍ ଦୁର୍ଘଟଣାଗ୍ରସ୍ତ, ଡ୍ରାଇଭର ଆହତ

29/05/2021 at 8:49 AM

ଦେବଗଡ, ୨୯|୦୫:  ଦେବଗଡ ଜିଲ୍ଲା ୪୯ ନମ୍ବର ଜାତୀୟ ରାଜପଥର ଦୁର୍ଘଟଣା । କାଲକାଠ ଛକଠାରେ ଏକ ଟ୍ରକ୍ ଦୁର୍ଘଟଣାର ଶିକାର ହୋଇଛି । ଏଥିରେ ଜଣେ ଆହତ ହୋଇଛନ୍ତି।

ଆହତ ବ୍ୟକ୍ତି ଜଣକ ହେଲେ ଗାଡିର ଡ୍ରାଇଭର ନାଗେଶ୍ବର ସାହୁ। ତାଙ୍କ ଘର ଝାଡଖଣ୍ଡର ଚାତରା ଜିଲ୍ଲା ଅଞ୍ଚଳରେ । ଦୁର୍ଘଟଣା ପରେ ଖବରପାଇ ଦେବଗଡ ଅଗ୍ନିଶମ ବିଭାଗ କର୍ମଚାରୀମାନେ ଘଟଣା ସ୍ଥଳରେ ପହଞ୍ଚି ଡ୍ରାଇଭରଙ୍କୁ ଉଦ୍ଧାର କରିଥିଲେ । ତାଙ୍କୁ ୧୦୮ ଆମ୍ବୁଲାନ୍ସରେ ଦେବଗଡ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି ।

   Related Posts