Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୬କୁ ବୃଦ୍ଧି
  • ||
  • ଭୁବନେଶ୍ବର : ୪ ଦିନିଆ ରିମାଣ୍ଡରେ ଯିବେ ୨ କଣ୍ଟ୍ରାକ୍ଟ କିଲର, ଏସଡିଜେଏମ୍ କୋର୍ଟ ଦେଲେ ଅନୁମତି
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୫ ମୃତ
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୫୫ କରୋନା ସଂକ୍ରମିତ, ୧୦୫୦୭୬୦ରେ ପହଞ୍ଚିଲା ସଂଖ୍ୟା
  • ||
  • ସୁନ୍ଦରଗଡ : ସ୍ୱାମୀ ସାଜିଲା ସୈତାନ୍, କୁରାଢି ଚୋଟରେ ନେଇଗଲା ସ୍ତ୍ରୀର ଜୀବନ
  • ||
  • ୬ ଦିନିଆ ରିମାଣ୍ଡରେ ଆସିବ ଠକ ପ୍ରଜ୍ଞା, ଅନୁମତି ଦେଲେ ଭୁବନେଶ୍ୱର ଏସ୍‌ଡିଜେଏମ୍‌ କୋର୍ଟ
  • ||
  • ଘୋଷଣା ହେଲା ଜ୍ଞାନପୀଠ ପୁରସ୍କାର : ୨୦୨୧ ପାଇଁ ନୀଳମଣି ଫୁକନ, ୨୦୨୨ ପାଇଁ କୌଙ୍କଣୀ ସାହିତ୍ୟିକ ଦାମୋଦେର ମୌଜଙ୍କୁ ସମ୍ମାନ
  • ||

ଧକ୍କା ଦେଲା ଟ୍ରକ, ଜଣେ ମୃତ

8/06/2021 at 8:13 AM

କାମାକ୍ଷାନଗର,୦୮/୦୬: ମର୍ମନ୍ତୁଦ ସଡକ ଦୁର୍ଘଟଣା । ଟ୍ରକ୍ ଧକ୍କାରେ ଜଣେ ମୃତ । ଏପରି ଅଭାବନୀୟ ଘଟଣା ଘଟିଛି ଢେଙ୍କାନାଳ ଜିଲ୍ଲା  କାମାକ୍ଷାନଗର ଅଞ୍ଚଳରେ ।

ସୂଚନା ଅନୁସାରେ, କାମାକ୍ଷାନାଗର ବଡଝରା କେନାଲ ନିକଟରେ ଏହି ଦୁର୍ଘଟଣା ଘଟିଛି । ଜଣେ ବ୍ୟକ୍ତିଙ୍କୁ ଏକ ଟ୍ରକ୍ ଧକ୍କା ଦେଇଥିଲା ।ଫଳରେ ବ୍ୟକ୍ତିଜଣଙ୍କ ପ୍ରାଣ ହରାଇଥିଲେ । ମୃତକ ହେଲେ କାମାକ୍ଷାନଗର ଥାନା ମୁକ୍ତାପଶି ହରିଜନ ସାହିର ଗୌରାଙ୍ଗ ନାୟକ । ପୋଲିସ ଘଟଣାସ୍ଥଳରେ ପହଁଚି ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇବା ସହ ତଦନ୍ତ ଆରମ୍ଭ କରିଛି ।

   Related Posts