Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଷ୍ଟେଟ୍ ବ୍ୟାଙ୍କ ଉପରେ କୋଟିଏ ଟଙ୍କାର ଫାଇନ ଲଗାଇଲେ ରିଜର୍ଭ ବ୍ୟାଙ୍କ, ସବୁଠୁ ବଡ ବ୍ୟାଙ୍କ ବିରୋଧରେ ଋଣ ନିୟମ ଉଲ୍ଲଙ୍ଘନ ଅଭିଯୋଗ
  • ||
  • ଶ୍ରେୟସ ଆୟରଙ୍କ ଉପରେ ମୁମ୍ବାଇ ଇଣ୍ଡିଆନ୍ସର ନଜର, ରାହୁଲ ଓ ଧାଓ୍ୱନ ବି ବଦଳାଇବେ ଟିମ୍ !
  • ||
  • ରାଜ୍ୟରେ ଆଉ ୩ ଜଣ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୬କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୬୪ କରୋନା ସଂକ୍ରମିତ, ୧୦୪୮୪୯୨ରେ ପହଞ୍ଚିଲା ସଂଖ୍ୟା
  • ||
  • ଜରୁରୀକାଳିନ ପରିସ୍ଥିତି ଘୋଷଣା କଲେ ଗଭର୍ଣ୍ଣର : କରୋନା ସଂକ୍ରମଣ ବଢିବା ପରେ କଟକଣା କଡାକଡି
  • ||
  • ୧୮ କେଜିର ବଜ୍ରକାପ୍ତା ଉଦ୍ଧାର, ଡିଲ୍ ବେଳେ ଧରିଲା ବନ ବିଭାଗ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୪୬୫ ମୃତ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଓଡିଶା ଉପକୂଳରେ ମାଡ ହେବ ବାତ୍ୟା ! ଡିସେମ୍ବର ୩ରୁ ୬ ଯାଏଁ ପ୍ରବଳ ବର୍ଷା
  • ||

ଅଫିସରୁ କାର୍ଯ୍ୟସାରି ଘରକୁ ଫେରୁଥିଲେ, ଟ୍ରକ୍‌ ଧକ୍କାରେ ଚାଲିଗଲା ଫାର୍ମାସିଷ୍ଟଙ୍କ ଜୀବନ

18/06/2020 at 12:26 PM

ଖଲ୍ଲିକୋଟ ୧୮।୦୬: ଟ୍ରକ ଧକ୍କାରେ ଫାର୍ମାସିଷ୍ଟ ମୃତ୍ୟୁ ହୋଇଛି । ମୃତକ ବ୍ରହ୍ମପୁର ଅଯୋଧ୍ୟା ନଗରର ସନ୍ତୋଷ ପ୍ରଧାନ ବୋଲି ଜଣାପଡିଛି । ଛତ୍ରପୁର ବ୍ଲକ ମୁନିସିପେଣ୍ଠ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ କାର୍ଯ୍ୟ କରୁଥିଲେ ସନ୍ତୋଷ ।

ସୂଚନାଯୋଗ୍ୟ ଯେ, ଗତକାଲି ବିଳମ୍ବିତ ରାତିରେ କାର୍ଯ୍ୟ ସାରି ନିଜ ଗାଡିରେ ଘରକୁ ଫେରୁଥିଲେ । କିନ୍ତୁ ଗଞ୍ଜାମ ଢ଼ାବା ନିକଟରେ ତାଙ୍କୁ ଏକ ଟ୍ରକ ଧକ୍କା ଦେଇଥିଲା । ସେଠାରୁ ତାଙ୍କୁ ଗୁରୁତର ଅବସ୍ଥାରେ ବ୍ରହ୍ମପୁର ମେଡିକାଲ ଭର୍ତ୍ତି କରାଯାଇଥିଲା।  ସେଠାରେ ତାଙ୍କର ମୃତ୍ୟୁ ଘଟିଛି । କରୋନା ଭଳି ଘଡି ସନ୍ଧି ସମୟରେ ଜଣେ ଆଗ ଧାଡ଼ିର କୋଭିଡ଼ ଯୋଦ୍ଧା ଭାବେ କାର୍ଯ୍ୟ କରି ଆସୁଥିଲେ ସନ୍ତୋଷ ।

   Related Posts