Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନୂଆଦିଲ୍ଲୀ : ୩ ବର୍ଷରେ ପୂରା ହେବ ରାମ ମନ୍ଦିର ନିର୍ମାଣ
  • ||
  • ପୁଣି ନବୀନ ପଟ୍ଟନାୟକ ଏକ ନମ୍ବର, ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ତାଲିକାର ଶୀର୍ଷରେ
  • ||
  • ଢେଙ୍କାନାଳ : କଳିଙ୍ଗ ଝୋଟ କାରଖାନାରେ ଅଘଟଣ, ମେସିନରେ ଚାପି ହୋଇ ଶ୍ରମିକ ମୃତ
  • ||
  • ଭଞ୍ଜନଗର : ଘରୋଇ କଳି ହେଲା କାଳ, ଦାଦାର ଛୁରାମାଡ଼଼ରେ ଝିଆରୀ ଆହତ
  • ||

ଟ୍ରକ୍‌କୁ ୮୭ ହଜାର ଟଙ୍କା ଫାଇନ୍, ପରମିଟ୍ ନଥାଇ ପରିବହନ ହେଉଥିଲା ଅଧିକ ଓଜନର ସାମଗ୍ରୀ

1/12/2020 at 2:35 PM

ଭଦ୍ରକ ୧।୧୨: ଟ୍ରକ୍‌କୁ ୮୭ ହଜାର ୬ ଶହ ୨୦ ଟଙ୍କା ଜରିମନା । ଜରିମନା ଆଦାୟ କଲା ଭଦ୍ରକ ଆଞ୍ଚଳିକ ପରିବହନ ବିଭାଗ । ନିୟମଠାରୁ ଅଧିକ ଓଜନର ସାମଗ୍ରୀ ପରିବହନ ଓ ବିନା ପରମିଟ୍ ପାଇଁ ଲାଗିଛି ଜରିମନା । ଟ୍ରକଟି ତାମିଲନାଡୁର ବୋଲି ଜଣାପଡିଛି । ଏ ନେଇ ଟ୍ବିଟ୍ ଯୋଗେ ଭଦ୍ରକ ଆଞ୍ଚଳିକ ପରିବହନ ଅଧିକାରୀ  ସୂଚନା ପ୍ରଦାନ କରିଛନ୍ତି ।

   Related Posts