Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବେଙ୍ଗଲ ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ
  • ||
  • ଇଂଲଣ୍ଡକୁ ଏକ ଇନିଂସ୍‌ ଓ ୨୫ ରନ୍‌ରେ ହରାଇଲା ଟିମ୍‌ ଇଣ୍ଡିଆ
  • ||
  • ଅହମଦାବାଦ ଟେଷ୍ଟ ଜିତିଲା ଭାରତ
  • ||
  • ଭାରତ ୩-୧ରେ ସିରିଜ୍‌ ବିଜୟୀ
  • ||
  • ଚାନ୍ଦବାଲି : ବିଜେଡିର ମିଶ୍ରଣ ପର୍ବ, ଦଳକୁ ପ୍ରତ୍ୟାବର୍ତ୍ତନ କଲେ ହେବିଓ୍ବେଟ୍ ନେତା ପ୍ରତାପ ଧଳ
  • ||
  • ମାଥିଲି : କୂଅରୁ ଉଦ୍ଧାର ହେଲା ମା’ ଓ ଶିଶୁ କନ୍ୟାର ମୃତଦେହ, ଶୁକ୍ରବାର ରାତିରୁ ଥିଲେ ନିଖୋଜ
  • ||
  • ଭୁବନେଶ୍ବର : ରାଜଧାନୀର ବିଚ୍ ରାସ୍ତାରେ ଗୋଡେଇ ଗୋଡେଇ ହାଣିଲେ, ଜଣେ ମୃତ, ୨ ଆକ୍ରମଣକାରୀଙ୍କୁ ଧରିଛି ପୋଲିସ
  • ||
  • ବଲାଙ୍ଗିର : ପିଟି ପିଟି ମାରିଦେଲେ, ପ୍ରମାଣ ନଷ୍ଟ ପାଇଁ ଫିଙ୍ଗିଦେଲେ ନାଳରେ, ୨୪ ଘଣ୍ଟାରେ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ
  • ||
  • ସୋର : କେନାଲରେ ଗାଧୋଇବା ବେଳେ ଭାସିଗଲେ ଯୁବକ, ୩ଦିନ ପରେ ଗୁଜୁରାଟରୁ ଫେରିଲା ମୃତଦେହ
  • ||
  • ଆଠମଲ୍ଲିକ : ଅଜଣା ଗାଡି ଧକ୍କାରେ ଜଣେ ମୃତ, ଜଣେ ଆହତ
  • ||

ଟେମ୍ପୁ ଉପରେ ଚଢ଼ିଗଲା ଟ୍ରକ ; ଜଣେ ମୃତ, ୩ ଗୁରୁତର

1/09/2018 at 5:57 PM

ବୌଦ୍ଧ ୧/୯ : ଟେମ୍ପୁ ଉପରେ ଚଢ଼ିଗଲା ମାଲବାହୀ ଟ୍ରକ | ଖୋର୍ଦ୍ଧା-ବଲାଙ୍ଗୀର ୫୭ ନଂ ଜାତୀୟ ରାଜପଥ ମନମୁଣ୍ଡା ଥାନା ମହେଶ୍ୱରପିଣ୍ଡା ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି | ଟେମ୍ପୁ ଉପରେ ଟ୍ରକ ଚଢ଼ିଯିବାରୁଜଣକର ମୃତ୍ୟୁ ହୋଇଛି | ଟେମ୍ପୁରେ ୪ ଜଣ ଯାତ୍ରୀ ଥିଲେ | ଅନ୍ୟ ୩ ଜଣ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି | ଗୁରୁତରଙ୍କୁ ସୋନପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ତେବେ ମୃତକଙ୍କ ସଂଖ୍ୟା ଆହୁରି ବଢ଼ିପାରେ ବୋଲି ଆଶା କରାଯାଉଛି ।

   Related Posts