Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭିସା ଉପରେ ଲାଗିଥିବା କଟକଣା ହଟାଇଲେ ସରକାର
  • ||
  • ଟ୍ୱିଟରରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ପାଇଁ କବିତା ଲେଖିଲେ ରାହୁଲ
  • ||
  • ମା’ ମାଣିକେଶ୍ଵରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା ପାଇଁ ୧୪୪ ଧାରା ଜାରି
  • ||
  • ପ୍ରକାଶ ପାଇଲା ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ
  • ||
  • ରାୟଗଡାରେ ବୋଲେରୋ-ବାଇକ୍ ମୁହାଁମୁହିଁ ଧକ୍କା, ୨ ଗୁରୁତର
  • ||
  • ବିନା ଅନୁମତିରେ ଦାଢ଼ି ରଖି ନିଲମ୍ବିତ ହେଲେ ପୋଲିସ ବାବୁ
  • ||
  • ପାଲଘର ମାମଲାରେ ଆଉ ୨୪ ଅଭିଯୁକ୍ତ ଗିରଫ
  • ||
  • ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ବିହାର ନିର୍ବାଚନ ପାଇଁ ବିଜେପି ଜାରି କଲା ସଂକଳ୍ପ ପତ୍ର
  • ||
  • ରାଜ୍ୟରେ ୧୯୧୩ କରୋନା ସଂକ୍ରମିତ ଚିହ୍ନଟ
  • ||

ବାଇକ ଉପରେ ଚଢ଼ିଗଲା ଟ୍ରକ, ୨ ଗୁରୁତର

5/08/2018 at 11:23 AM

ବାଇକ ଉପରେ ଚଢ଼ିଗଲା ଟ୍ରକ, ୨ ଗୁରୁତର । ଭଣ୍ଡାରିପୋଖରୀ ଥାନା ଡାହାଲା ଛକରେ ଘଟିଛି ଏହି ଦୁର୍ଘଟଣା । ଦୁଇ ଜଣ ଏକ ବାଇକରେ କଟକ ଅଭିମୁଖେ ଯାଉଥିବା ବେଳେ ଦୁର୍ଘଟଣା ଘଟିଛି । ଦୁଇ ଗୁରୁତର ହେଉଛନ୍ତି ଯାଜପୁର ମଙ୍ଗଳପୁର ଅଞ୍ଚଳର ସୁରେଶ ସାହୁ ଓ ଲକ୍ଷ୍ମୀ ମହନ୍ତ । ଘଟଣାସ୍ଥଳରେ ପହଁଞ୍ଚି ଭଣ୍ଡାରିପୋଖରୀ ପୋଲିସ ଆହତଙ୍କ ଉଦ୍ଧାର କରି ସ୍ଥାନୀୟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇଥିଲା । ତେବେ ସେମାନଙ୍କ ଅବସ୍ଥା ଗୁରୁତର ହେବାରୁ ଭଦ୍ରକ ମୁଖ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି । ଦୁର୍ଘଟଣା ଘଟାଇଥିବା ଟ୍ରକ ଟିକୁ ମଧ୍ୟ ପୋଲିସ ଜବତ କରିଛି ।

   Related Posts