Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୫ ବର୍ଷ ପରେ ଦୁର୍ଲଭ ନାଗାର୍ଜୁନ ବେଶରେ ସଜେଇ ହେବେ ଶ୍ରୀଜିଉ, ଆରମ୍ଭ ହେଲା ପ୍ରସ୍ତୁତି
  • ||
  • କୋଇଲା ଖଣି ଆବଣ୍ଟନ ଦୁର୍ନୀତି ମାମଲାରେ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଦିଲ୍ଲୀପ ରାୟଙ୍କୁ ମିଳିଲା ଜାମିନ
  • ||
  • ମାଲକାନଗିରି : ମାଟି ତଳୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ସହ ବିସ୍ଫୋରକ ସାମଗ୍ରୀ ଜବତ
  • ||
  • ରାଜନଗର : ଭୋଗ ଖାଇ ୧୫୦ ଅସୁସ୍ଥ, ୩୦ ଜଣଙ୍କ ଅବସ୍ଥା ଗୁରୁତର
  • ||
  • ପାରାଦୀପ : ସମୁଦ୍ରରେ ବୁଡିଗଲା ମାଛଧରା ଟ୍ରଲର, ୫ ମତ୍ସ୍ୟଜୀବୀ ଉଦ୍ଧାର, ୪ ନିଖୋଜ
  • ||
  • ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ଆଉ ୧୪୮୦କରୋନା ସଂକ୍ରମିତ ଚିହ୍ନଟ
  • ||
  • ଟ୍ରେନ୍‌ରେ କଟି ବାପା-ଝିଅ-ପୁଅର ମୃତ୍ୟୁ, ଆତ୍ମହତ୍ୟା ସନ୍ଦେହ
  • ||
  • ବାଇକ୍‌କୁ ଧକ୍କାଦେଲା ହାଇଓ୍ୱା ଟ୍ରକ, ଆରୋହୀ ମୃତ
  • ||

ପିକନିକ ସାରି ଫେରୁଥିବା ଟ୍ରାଭେରା ଓ ଟ୍ରକ ମୁହାଁମୁହିଁ ଧକ୍କା : ୨ ମୃତ,୬ ଗୁରୁତର

28/12/2018 at 6:11 PM

ଘଟଗାଁ ୨୮/୧୨ : କେନ୍ଦୁଝରରୁ ପିକନିକ ସାରି ଭୁବନେଶ୍ୱର ଫେରୁଥିବା ଏକ ଟ୍ରାଭେରା ଘଟଗାଁ ନିକଟସ୍ଥ ବରବେଡ଼ ଠାରେ ଏକ ଟ୍ରକ ସହ ମୁହାଁମୁହିଁ ଧକ୍କା ହୋଇଛି |

ଏଥିରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୬ଜଣ ଗୁରୁତର ଆହତ ହୋଇଛନ୍ତି | ମୃତକ ଦୁଇ ଜଣ ହେଲେ ଭୁବନେଶ୍ୱରର ସ୍ମୃତି ରଞ୍ଜନ ସୁନ୍ଦର ରାୟ ଏବଂ ଅପର୍ଣ୍ଣା ସୁନ୍ଦରରାୟ |

ଏମାନେ ସମସ୍ତେ ଆଇଗିନିଆ ଅଂଚଳର ବୋଲି ଜଣାପଡିଛି | ଗୁରୁତରମାନଙ୍କୁ ଘଟଗାଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି |

   Related Posts