Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପଞ୍ଚାୟତ ନିର୍ବାଚନ ପୂର୍ବରୁ ହିଂସା ! ସମିତି ସଭ୍ୟାଙ୍କ ଗାଡି ଜାଳିଦେଲେ ଦୁର୍ବୃତ୍ତ
  • ||
  • ମହିଳାଙ୍କ ଦେହରେ ନିଆଁ ଲଗାଇ ଦେଲେ ଧରମ ଭାଇ ! ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି
  • ||
  • ବିଲଡର୍ ସଂସ୍ଥାର ଘର ଉପରେ ବୋମାମାଡ, ୩ ଶ୍ରମିକ ଆହତ
  • ||
  • ରାଜ୍ୟରେ ଆଉ ୩ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୪କୁ ବୃଦ୍ଧି
  • ||
  • ରାଜ୍ୟରେ ୧୦ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୪୮୯ କୋଭିଡ୍ ପଜିଟିଭ୍, ୧୧୪୪୪୦୧ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୫୮ ହଜାରରୁ ଅଧିକ କରୋନା ପଜିଟିଭ୍, ୩୮୫ ମୃତ
  • ||
  • ଖୋଲିଲା ଶିମିଳିପାଳ, ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର
  • ||
  • ଆଉ ନାହାଁନ୍ତି ପଦ୍ମଶ୍ରୀ ଶାନ୍ତିଦେବୀ, ୮୮ ବର୍ଷ ବୟସରେ ପରଲୋକ
  • ||
  • କଥକ ସମ୍ରାଟ ବିରଜୁ ମହାରାଜଙ୍କ ପରଲୋକ, ୮୩ ବର୍ଷ ବୟସରେ ଦେହାନ୍ତ
  • ||
  • ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ : ସୋମବାରଠୁ ଦାଖଲ ହେବ ପ୍ରାର୍ଥୀପତ୍ର, କରୋନା କଟକଣାରେ ସରିବ ପୁରା ପ୍ରକ୍ରିୟା
  • ||

ଛିଡା ହୋଇଥିବା ଟ୍ରକରେ ଲାଗିଗଲା ନିଆଁ

19/09/2019 at 9:50 PM

ବଲାଙ୍ଗୀର – ବଲାଙ୍ଗୀର ଟାଉନ ଥାନା କଲ୍ୟାଣ ମଣ୍ଡପ ପାଖରେ ଛିଡା ହୋଇଥିବା ଟ୍ରକରେ ଲାଗିଗଲା ନିଆଁ । ନିଆଁ ଲାଗିଯିବା ପରେ ଟ୍ରକଟି ହୁତ୍‌ ହୁତ୍‌ ହୋଇ ଜଳି ଉଠିଥିଲା । ପରେ ଅଗ୍ନିଶମ ବିଭାଗର ଗାଡି ପହଞ୍ଚି ନିଆଁକୁ ଆୟତ କରିବାପାଇଁ ଚେଷ୍ଟା କରିଥିଲେ ।


ହେଲେ ଟ୍ରକଟି ସମ୍ପୂର୍ଣ୍ଣ ଭାବେ ପୋଡି ଯାଇଛି । ଟାଉନ ଥାନା ପୁଲିସ ପହଞ୍ଚି ଘଟଣାର ତଦନ୍ତ କରୁଛନ୍ତି ।

   Related Posts