Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୧୨ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୨,୨୩୮ ପଜିଟିଭ୍
  • ||

ଭାରସାମ୍ୟ ହରାଇ ଓଲଟିଲା ଚାଉଳ ବୋଝେଇ ଟ୍ରକ

6/08/2018 at 6:01 AM

ଭାରସାମ୍ୟ ହରାଇ ଓଲଟିଲା ଚାଉଳ ବୋଝେଇ ଟ୍ରକ | କୋରାପୁଟ ଏନଏଚ-୨୬ ସାଲୁର ଘାଟି ନିକଟରେ ଦୁର୍ଘଟଣା ହୋଇଛି | କିନ୍ତୁ ଦୁର୍ଘଟଣାରେ କେହି ଆହତ ହୋଇନାହାନ୍ତି | ଜେସିବି ସାହାଯ୍ୟରେ ଟ୍ରକକୁ ରାସ୍ତା ଉପରୁ ହଟା ଯାଇଛି | ଦୁର୍ଘଟଣା ଯୋଗୁ କୋରାପୁଟରୁ ଭୁବନେଶ୍ୱର, ଜୟପୁର, ରାୟପୁର, ବିଶାଖାପାଟଣା ଗାଡି ଚଳାଚଳ ବାଧାପ୍ରାପ୍ତ ହୋଇଥିଲା | ଉଭୟ ପାର୍ଶ୍ୱରେ ଶହ ଶହ ଗାଡି ଅଟକି ରହିଥିଲା | ଟ୍ରକକୁ ରାସ୍ତାରୁ ହଟାଇବା ପରେ ଗାଡି ଚଳାଚଳ ସ୍ୱାଭାବିକ ହୋଇଛି |

   Related Posts