Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାଙ୍କୀ : ଶୌଚ ପାଇଁ ଯିବାବେଳେ କଚାଡି ଦେଲା ଦନ୍ତା, ଜଣେ ଗୁରୁତର
  • ||
  • ଭୁବନ : ୨ ଦିନ ପାଇଁ କଲେଜ ସଟ୍‌ଡାଉନ୍, କରୋନା ସଂକ୍ରମିତ ଚିହ୍ନଟ ପରେ ପଦକ୍ଷେପ‌
  • ||
  • ରାଜ୍ୟରେ କରୋନା ନେଲା ଆଉ ୩ ଜଣଙ୍କ ଜୀବନ, ୧୯୩୩ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ବଢ଼ି ଚାଲିଛି କରୋନା ସଂକ୍ରମଣ, ମହାରାଷ୍ଟ୍ରରେ ଆଜିଠାରୁ ମେ ପହିଲା ପର୍ଯ୍ୟନ୍ତ ୧୪୪ ଧାରା
  • ||
  • ଜଗତସିଂହପୁର : ଆଜି ପବିତ୍ର ମହାବିଷୁବ ସଂକ୍ରାନ୍ତି : ମା ଶାରଳାଙ୍କ ପୀଠରେ ଲାଗୁ ହେଲା ୧୪୪ ଧାରା, ନୀତି ସମ୍ପନ୍ନ କରିବେ ସେବାୟତ
  • ||
  • ବାରଙ୍ଗ : ନନ୍ଦନକାନନକୁ ନୂଆ ଅତିଥି, ଦ୍ୱିତୀୟ ଥର ପାଇଁ ମା ହେଲା ବାଘୁଣୀ ମେଘା
  • ||
  • ୨ହଜାର ଟପିଲା ସଂକ୍ରମଣ : ରାଜ୍ୟରେ ୩୦ଜିଲ୍ଲାରୁ ଚିହ୍ନଟ ହେଲେ ସଂକ୍ରମିତ, ୨୪ ଘଣ୍ଟାରେ ୨୨୬୭ ପଜିଟିଭ୍ ଚିହ୍ନଟ
  • ||

ଟାୟାର ଫାଟି ଓଲଟିଲା ଟ୍ରକ୍, ଡ୍ରାଇଭର ଆହତ

2/03/2021 at 5:01 PM

ଆଠଗଡ ୨।୩: ଟାୟାର ଫାଟି ଓଲଟିଲା ଟ୍ରକ୍ । କଟକ ଜିଲ୍ଲାରେ ନରସିଂହପୁର ବ୍ଲକ୍ ଅନ୍ତର୍ଗତ କୋକୋଳବା ସୋସାଇଟି ନିକଟରେ ହଠାତ୍ ଟ୍ରକ୍‌ର ଟାୟାର ଫାଟିଯିବାରୁ ଟ୍ରକ୍‌ଟି ଓଲଟିପଡିଥିଲା । ଓଲଟି ପଡିଥିବା ଟ୍ରକ୍‌ଟି ଧାନ ମଣ୍ଡି ଟ୍ରକ୍ ବୋଲି ଜଣାପଡିଛି ।

ଦୁର୍ଘଟଣାରେ ଡ୍ରାଇଭର ସାମାନ୍ୟ ଆହତ ହୋଇଛନ୍ତି । ତାଙ୍କୁ ନରସିଂହପୁର ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି । ଘଟଣାସ୍ଥଳରେ ନରସିଂହପୁର ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି ।

   Related Posts