Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବୌଦ୍ଧ : ହାଇଓ୍ୱାକୁ ପଛ ପଟୁ ପିଟିଲା ଯାତ୍ରୀବାହୀ ବସ୍, ଅଳ୍ପକେ ବର୍ତ୍ତିଲେ ୪୦ ଯାତ୍ରୀ
  • ||
  • ଫେବୃଆରୀ ପାଇଁ କୋଭିଡ୍ ଗାଇଡ୍ଲାଇନ୍: ଏବେ ସିନେମା ହଲ୍ରେ ବସି ପାରିବେ ୫୦%ରୁ ଅଧିକ ଦର୍ଶକ, ସଭିଙ୍କ ପାଇଁ ଖୋଲିଲା ସ୍ଵିମିଂ ପୁଲ୍
  • ||
  • ଜାମିନ ସତ୍ତ୍ଵେ ଜେଲ୍‌ରେ ରହିବେ ପାଠକ ବାପ-ପୁଅ
  • ||
  • ପାଠକ ବାପ-ପୁଅଙ୍କୁ ମିଳିଲା ଜାମିନ‌
  • ||
  • ବିସିସିଆଇର ଘୋଷଣା-ଫେବୃଆରୀ ୧୮ରେ ଚେନ୍ନାଇରେ ହେବ ଆଇପିଏଲ ୨୦୨୧ ପାଇଁ ଖେଳାଳିଙ୍କ ନିଲାମୀ
  • ||
  • ଭୁବନେଶ୍ବର : ‘ପରୀକ୍ଷା ଦର୍ପଣ’ ପୁସ୍ତକ ଉନ୍ମୋଚିତ, ମାଟ୍ରିକ୍ ପରୀକ୍ଷାର୍ଥୀ ହେବେ ଉପକୃତ
  • ||
  • ଜି.ଉଦୟଗିରି : ବାଇକ୍-ଅଟୋ ମୁହାଁମୁହିଁ ଧକ୍କା : ଜଣେ ମୃତ, ତିନି ଗୁରୁତର
  • ||

ଯୁବକଙ୍କ ଉନ୍ମତ୍ତ କାଣ୍ଡ, ଠିଆ ହୋଇଥିବା ହାଇୱାକୁ ପେଟ୍ରୋଲ ଢାଳି ଲଗାଇଦେଲେ ନିଆଁ

13/06/2020 at 10:05 AM

ପଟ୍ଟାମୁଣ୍ଡାଇ ୧୩।୦୬:  କେନ୍ଦ୍ରାପଡା ପଟ୍ଟାମୁଣ୍ଡାଇରେ ଯୁବକର ଉନ୍ମତ କାଣ୍ଡ । ହାଇୱେରେ ଠିଆ ହୋଇଥିବା ୧୦ଚକିଆ ଏକ ହାଇୱାକୁ ପେଟ୍ରୋଲ ଢାଳି ଜାଳି ଦେଇଥିବା ସୂଚନା ମିଳିଛି । ଖବର ପାଇ ଆଳି ପୋଲିସ ଘଟଣାସ୍ଥଳରେ ପହଞ୍ଚି ଯୁବକକୁ କାବୁ କରିବାକୁ ଚେଷ୍ଟା କରିଥିଲେ । ଏହି ସମୟରେ ସେ ପୋଲିସ ଗାଡିକୁ ମଧ୍ୟ ଜଳାଇବାକୁ ଚେଷ୍ଟା କରିଥିଲା । ଏହି ଯୁବକ ହେଉଛି ସ୍ଥାନୀୟ ଲୋକପଡ଼ା ଗାଁ ର ବୋଲି ଜଣାପଡିଛି । ତେବେ ବର୍ତ୍ତମାନ ସୁଦ୍ଧା କାରଣ ଅସ୍ପଷ୍ଟ ରହିଛି । ଅଗ୍ନିକାଣ୍ଡରେ ବର୍ତ୍ତମାନ ସୁଦ୍ଧା କୌଣସି ମୃତାହତର ଖବର ନାହିଁ ।

   Related Posts