କେମିତି କଟିବ ମଙ୍ଗଳବାର ? ଜାଣନ୍ତୁ କ’ଣ ରହିଛି ଆପଣଙ୍କ ଭାଗ୍ୟରେ
14/09/2020 at 6:35 PM

ମେଷ – ଆଜି ପ୍ରତ୍ୟେକ ସମସ୍ୟାକୁ ହାକୁକା ଭବରେ ଗ୍ରହଣ କରି ସମୟାକୁ ଆବାହନ କରିପାରନ୍ତି । ଅଶ୍ୱିନୀ ନକ୍ଷତ୍ର ବନ୍ଧୁଙ୍କ ପରାମର୍ଶକୁ ବେଖାତିର ନ କଲେ ଉପକୃତ ହେବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୧ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ଦେହ ଅସୁସ୍ଥ ହେଲେ ଶୀଘ୍ର ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ବୃଷ – ଆଜି କିଛି ପାଇବାର ଅଭିଳାଷ ରଖି କୌଣସି ବ୍ୟକ୍ତି ଅଯଥାରେ ଆପଣଙ୍କୁ ପ୍ରଶଂସା କରିପାରେ । ଅର୍ଥ ଅଭାବରୁ ସ୍ୱତଃପ୍ରବୃତଃ ଭାବରେ ଜଣେ ବନ୍ଧୁ ନିବାରଣ କରିବା ପାଇଁ ପ୍ରତିଶ୍ରୁତି ଦେବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୬ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
ଗୃହିଣୀ- ଭାଗ୍ୟଶାଳୀ ହେବେ ।
ମିଥୁନ – ଆପଣ ନିଜ ପାଇଁ କିଛି ନ କରି ଅନ୍ୟ ପାଇଁ କିଛି କରିବା ଲାଗି ପ୍ରଭାବିତ କରିବେ । ମୃଗଶିରା ନକ୍ଷତ୍ର ଭାବବିଭୋର ହୋଇ କାମ କଲେ ମଧ୍ୟ ଆଶାନୁରୂପ ଫଳ ପାଇବେ ନାହିଁ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୨ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
କର୍କଟ – ପ୍ରତ୍ୟେକ କାମ ବିଳମ୍ବରେ ହେଉ ଥିବାରୁ ମନରେ ପୂର୍ବଭଳି ଆଗ୍ରହ ରହିବା ନାହିଁ । ନିର୍ମାଣାଧୀନ କାମ ଆଗେଇ ଚାଲିବେ ଏବଂ ସମସ୍ୟା ଓ ପ୍ରତିବନ୍ଧକର ସାମନା କରିବାକୁ ପଡିପାରେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୯ ।
ଚାଷୀ- ଅଧିକା ବର୍ଷା ହେତୁ , ହତାସ ହୋଇପାରନ୍ତି ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଗୃହିଣୀ- ସୁଖ ଅନୁଭବ କରିବେ ।
ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
ସିଂହ – ଅଧିକାଂଶ କ୍ଷେତ୍ରରେ ଭାବପ୍ରବଣତା ଯୋଗୁ ମନୋଭାବ କ୍ରମଶଃ ହ୍ରାସ ପାଇପାରେ । ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିଲେ ମଧ୍ୟ ପାରିବାରିକ କ୍ଷେତ୍ରରେ ଟେନସନ୍ କିଛି ମାତ୍ରାରେ କମିଯିବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୩ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ- ବଡ ଲୋକଙ୍କ କଥା ଶୁଣିବେ ନାହିଁ ।
କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।
ବ୍ୟବସାୟୀ- ସଦ୍ବ୍ୟବହାର କରନ୍ତୁ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ।
କନ୍ୟା – ଆଜି ମିତ୍ରମାନଙ୍କ ଉପରେ ସବୁ ଦାୟିତ୍ୱ ଲଦି ଦେଇ ନିଜେ ଚୁପ୍ଚାପ୍ ବସିବା ଠିକ୍ ହେବନି । ହସ୍ତା ନକ୍ଷତ୍ର ବିବାଦୀୟ ଘଟଣାରେ ମଧ୍ୟସ୍ଥତା କରି ଅପମାନିତ ହୋଇପାରନ୍ତି । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୮ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
କର୍ମଜୀବି- ଜଳଯାତ୍ରା ମନା ।
ବ୍ୟବସାୟୀ- ସହ-ଯୋଗୀ ବ୍ୟବସାୟ ଲାଭଜନକ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ତୁଳା – ଆଜି ବିଶାଖା ନକ୍ଷତ୍ର ଅନ୍ୟମାନଙ୍କୁ କାମରେ ଲଗାଇ ନିଜର ଫାଇଦା ହାସଲ କରିପାରିବେ । ବ୍ୟୟ ଭାର କ୍ରମଶଃ କମି କମି ଆସିବା ସଙ୍ଗକୁ ଦୁର୍ବଳ ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୧ ।
ଚାଷୀ- ଅଧିକା ପାଣିରୁ , ହିନସ୍ତା ହୋଇପାରନ୍ତି ।
ରୋଗୀ-ସତର୍କତାର ଦିନ ।
ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
କର୍ମଜୀବି- ସହଯୋଗ ମିଳିବ ।
ବ୍ୟବସାୟୀ- ଚୌର ଭୟ ଅଛି ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।
ବିଛା – ସମୟ ବିଶେଷ ଖରାପ ନ ଥିଲେ ମଧୟ ନିଜର ଅବହେଳା ସକାଶରୁ ସୁଯୋଗ ହରାଇ ପାରନ୍ତି । ଅନୁରାଧା ନକ୍ଷତ୍ରର ଅର୍ଥନୈତିକ ପ୍ରଗତିରେ ମାନସିକ ସ୍ଥିତି ଭଲ ରହିବ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୫ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ- ଆର୍ୟୁରବେଦୀ ଚିକିତ୍ସା ଲାଭ ଦେବ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
କର୍ମଜୀବି-ଅର୍ଥ ସଞ୍ଚୟ ପାଇଁ ଉଦ୍ୟମ କରିବେ ।
ବ୍ୟବସାୟୀ- ବାହାରେ ବ୍ୟବସାୟ କରିବା କଷ୍ଟ ହେବ ।
ଗୃହିଣୀ- ଧାର୍ମିକ ହେବେ ।
ଧନୁ – ପ୍ରତିକୂଳ ବାତାବରଣ ଲାଗି ରହିଥିଲେ ମଧ୍ୟ ନିଜର ନିରଳସ ଉଦ୍ୟମ ଓ ଆନ୍ତରିକ ପ୍ରଚେଷ୍ଟାରୁ ଲକ୍ଷ୍ୟ ହାଲ କରିବାରେ ଅସୁବିଧା ହେବ ନାହିଁ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୨ ।
ଚାଷୀ- ଶ୍ରମ ସାର୍ଥକ ହେବ ।
ରୋଗୀ- ଆର୍ୟୁରବେଦୀ ଚିକିତ୍ସା ଲାଭ ଦେବ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।
ମକର – ଅନ୍ୟମାନଙ୍କ କଥାକୁ ଉପେକ୍ଷା ନ କରି ଇଚ୍ଛା ନ ଥିଲେ ମଧ୍ୟ ଦୂର ସ୍ଥାନକୁ ଯିବା ପାଇଁ ବାଧ୍ୟ ହୋଇ ପାରନ୍ତି । ଶ୍ରବଣା ନକ୍ଷତ୍ରର ମାନସିକ ଦ୍ୱନ୍ଦ୍ୱ ସଙ୍ଗକୁ ବାଣିଜ୍ୟ,ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ବଢିପାରେ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୪ ।
ଚାଷୀ- ଶ୍ରମ ସାର୍ଥକ ହେବ ।
ରୋଗୀ- ଆର୍ୟୁରବେଦୀ ଚିକିତ୍ସା ଲାଭ ଦେବ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।
କୁମ୍ଭ – ଆଜି ଆପଣଙ୍କ ବାଣିଜ୍ୟ, ବ୍ୟବସାୟ, ଦୂରଯାତ୍ରା କ୍ଷେତ୍ରରେ ଅନୁକୂଳ ପରିବେଶ ସୃଷ୍ଟି ହେବ । କିନ୍ତୁ ବହୁତ ଚେହ୍ଟା କଲେ ମଧ୍ୟ ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହେବା ସହଜସାଧ୍ୟ ନ ହୋଇପାରେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୯ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ସୁଖୀ ହେବେ ।
ମୀନ – ପ୍ରତ୍ୟେକ କ୍ଷେତ୍ରରେ ସତର୍କତାର ସହ କାମ କରନ୍ତୁ ନତୁବା ଆକସ୍ମିକ ଭାବେ କଳହର ସମ୍ମୁଖୀନ ହୋଇ ପାରନ୍ତି । ଭୁଲ୍ ବୁଝାମଣାରୁ ପରିବାର ଭିତରେ ଅଶାନ୍ତିରକାରଣ ହୋଇପାରେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୪ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।
କର୍ମଜୀବି- କର୍ମଚଞ୍ଚଳ ରହିବେ ।