ମଙ୍ଗଳବାର, ୨୦ ତାରିଖ ରାଶିଫଳ: ଜାଣନ୍ତୁ କେଉଁ ରାଶି ପାଇଁ କିଭଳି ରହିବ କାଲିର ଦିନ

Published By : Prameya-News7 Bureau | April 19, 2021 IST

ମେଷ–ଆଜି ନିଜ ସଂସ୍ପର୍ଶରେ ଆସୁଥିବା କୌଣସି ବ୍ୟକ୍ତିଙ୍କୁ ଅପ୍ରିୟ ସତ୍ୟ କହିବା ଦ୍ୱାରା ତିକ୍ତତା ସୃଷ୍ଟିହେବ । ସକାଳୁ କର୍ମାରମ୍ବ ପାଇଁ ପରିବାରରୁସହ-ଯୋଗ ପାଇବେ । ଶୁଭରଙ୍ଗ ମେରୁନ୍‌ ।ଶୁଭ ଅଙ୍କ ୧ ।

• ଚାଷୀ- ଉତ୍ତମବିହନ, କୃଷିବିଭାଗରୁ ଆଣନ୍ତୁ ।
• ରୋଗୀ- ଆଜିକିଛି ଦିନ ସତର୍କରୁହନ୍ତୁ ।
• ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
• କର୍ମଜୀବି-ପ୍ରଶଂସିତହେବେ ।
• ବ୍ୟବସାୟୀ- ସଫଳତାକୁହାତଛଡାକରନ୍ତୁ ନାହିଁ ।
• ଗୃହିଣୀ-ସୁଖଭାରା ଦିନଟି ।

ବୃଷ–କର୍ମକ୍ଷେତ୍ରରେ ଉଚ୍ଚ ଅଫିସରଙ୍କ ସହ ସମ୍ପର୍କ ହାନି ଚିନ୍ତାର କାରଣ ହେବ । ପିଲାମାନଙ୍କ ସ୍ୱାସ୍ଥ୍ୟ ହାନି କାରଣରୁ ମନ ଅସ୍ଥିର ରହିବ । ଧାରକରଜ କରି ଆବଶ୍ୟକତାକୁ ଚଳାଇ ନେବା କୁବାଧ୍ୟ ହେବେ ।ଶୁଭରଙ୍ଗ ନୀଳ । ଶୁଭ ଅଙ୍କ ୫ ।
• ଚାଷୀ- କୀଟ ନାଶକର ସଠିକ୍‌ ସମୟରେ ବ୍ୟବହାର କରନ୍ତୁ ।
• ରୋଗୀ- ଅସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ- ବିଜ୍ଞହେବେ ।
• କର୍ମଜୀବି-କାର୍ଯ୍ୟବ୍ୟସ୍ତ ରହିବେ ।
• ବ୍ୟବସାୟୀ- ଅର୍ଥ ହାନୀ ହେବ ।
• ଗୃହିଣୀ-ସୁଖ ଅନୁଭବ କରିବେ ।

ମିଥୁନ -ଆଜି କର୍ମକ୍ଷେତ୍ରରେ କେତେକ ଅପ୍ରୀତିକର ପରିସ୍ଥିତି ସାମ୍‌ନା କରିବାକୁ ପଡିପାରେ । ସମ୍ମୁଖରେ ଭଲ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ ପ୍ରକାରର କଥା କହୁଥିବାର ଶୁଣିବାକୁ ପାଇବେ ।ଶୁଭରଙ୍ଗକଫି ।ଶୁଭ ଅଙ୍କ ୨ ।

• ଚାଷୀ-ଚାଷକାର୍ଯ୍ୟରେଉନ୍ନତି ପରିଲକ୍ଷିତହେବ ।
• ରୋଗୀ- ଅସାଧ୍ୟ ରୋଗରୁମୁକ୍ତହେବେ ।
• ଛାତ୍ରଛାତ୍ରୀ- ବିଦ୍ୱାନ୍‌ହେବେ ।
• କର୍ମଜୀବି-ଅର୍ଥ ହାନୀହେବ ।
• ବ୍ୟବସାୟୀ- ସଫଳତାହାତଛଡାହୋଇଯିବ ।
• ଗୃହିଣୀ-ସୁଖୀହେବେ ।

କର୍କଟ– ମନ କଥା ମନରେ ରଖି କାମ ନ କଲେ କଳହର ସମ୍ମୁଖୀନ ହେବାକୁ ପଡିବ ।ସଭାସମିତିରେ ଜଣେ ପ୍ରତିଷ୍ଠାବାନ୍‌ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଆତ୍ମ ବିଭୋର ହୋଇପାରନ୍ତି । ଶୁଭରଙ୍ଗ ୟେଲୋ । ଶୁଭ ଅଙ୍କ ୮ ।
• ଚାଷୀ-ଜଳସଞ୍ଚୟ କରନ୍ତୁ ।
• ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
• ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
• କର୍ମଜୀବି-ଉନ୍ନତିର ମାର୍ଗ ମିଳିବ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• ଗୃହିଣୀ- ସଦିଚ୍ଛାଭାବ ରହିବ ।

ସିଂହ –ବିଭିନ୍ନଯୋଜନାକରିବେସିନା ପାଦେ ମାତ୍ର ଆଗକୁ ଯାଇ ପାରିବେ ନାହିଁ । ଋଣ ଭାରରେ ଅତିଷ୍ଠହେବେ, କିନ୍ତୁ ପରିଶୋଧ କରିବାରରାସ୍ତାଖୋଜି ପାଇବେ ନାହିଁ ।ଶୁଭରଙ୍ଗ ପିଚ୍‌ ।ଶୁଭ ଅଙ୍କ ୪ ।
• ଚାଷୀ-ପୋଖରୀ/ଗାଢିଆକରିଜଳସଞ୍ଚୟକରନ୍ତୁ ।
• ରୋଗୀ- ସତର୍କତାର ଦିନ ।
• ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
• କର୍ମଜୀବି-ପ୍ରମୋସନ୍‌ମିଳିବ ।
• ବ୍ୟବସାୟୀ- ନୂଆବ୍ୟବସାୟକ୍ଷତିହେବ ।
• ଗୃହିଣୀ-ସୌଭାଗ୍ୟ ପ୍ରାପ୍ତ ହେବ ।

କନ୍ୟା–ଆଜିକିଛି ପାଇବାକୁ ହେଲେ କିଛି ଦେବାକୁ ଚେଷ୍ଟା କରନ୍ତୁ, ଅନ୍ୟଥା ନିରାଶରେ ଘୂରି ବୁଲିବାକୁ ପଡିବ । ଶତ୍ରୁତା କରୁଥିବା ଲୋକଟି ମନକୁ ବାଧିଲା ଭଳି କଥା କହିପାରେ । ଶୁଭରଙ୍ଗ ଗ୍ରୀନ୍‌ ।ଶୁଭ ଅଙ୍କ ୯ ।
• ଚାଷୀ-ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍‌ ।
• ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
• ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
• କର୍ମଜୀବି-କାର୍ଯ୍ୟବ୍ୟସ୍ତ ରହିବେ ।
• ବ୍ୟବସାୟୀ- ବିଜୟୀ ହେବେ ।
• ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ତୁଳା–ବିଭିନ୍ନ ପ୍ରକାର ରଚିନ୍ତା ଓ କଳ୍ପନା କରି ମାନସିକ ଭାରସାମ୍ୟ ହରାଇବେ । ପ୍ରତିଶ୍ରୁତି ଦେଇଥିବା ବନ୍ଧୁଙ୍କୁ ହଁ କରିପାରିବେନି କିମ୍ବା ନାହିଁ କରିପାରିବେନି । ଶୁଭରଙ୍ଗ ୟେଲୋ । ଶୁଭ ଅଙ୍କ ୩ ।
• ଚାଷୀ-ଗୋବର କ୍ଷତର ବ୍ୟବହାର କରିବା ଉଚିତ୍‌ ।(ପରୀକ୍ଷିତ)
• ରୋଗୀ- ଅସାଧ୍ୟ ରୋଗରେ ପୀଡିତହେବେ ।
• ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
• କର୍ମଜୀବି-ଅର୍ଥ ହାନୀହେବ ।
• ବ୍ୟବସାୟୀ- ଅର୍ଥ ହାନୀହେବ ।
• ଗୃହିଣୀ-ସଜାସଜିରେ ବ୍ୟସ୍ତ ରହିବେ ।

ବିଛା– ଦୀର୍ଘ ଦିନ ଧରି ଅଟକି ରହିଥିବା କାମ ଜଣେ ବନ୍ଧୁଙ୍କ ସହାୟତାରେ ହୋଇଯିବ । ପରିବହନ, ଶିଳ୍ପ ଓ ବ୍ୟବସାୟରେ ପ୍ରତିବନ୍ଧକ ଦୂରେଇବା ପାଇଁ ପ୍ରଯତ୍ନ କରିସଫଳତା ପାଇବେ ।ଶୁଭରଙ୍ଗ ଧଳା ।ଶୁଭ ଅଙ୍କ ୬ ।
• ଚାଷୀ-ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
• ରୋଗୀ- ବ୍ୟାୟାମ୍‌ କରିବା ଉଚିତ୍‌ ।
• ଛାତ୍ରଛାତ୍ରୀ- ବିଦ୍ୱାନ୍‌ ହେବେ ।
• କର୍ମଜୀବି-ଅର୍ଥ ହାନୀ ହେବ ।
• ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
• ଗୃହିଣୀ-କାର୍ଯ୍ୟରେ ବ୍ୟସ୍ତ ରହିବେ ।

ଧନୁ –କୌଣସି ପରିଚିତ ବ୍ୟକ୍ତିଙ୍କ କାର୍ଯ୍ୟକଳାପ ଆପଣଙ୍କ କର୍ମକ୍ଷେତ୍ରକୁ ବିଶୃଙ୍ଖଳିତ କରିପାରେ । ପିଲାମାନଙ୍କ ଶିକ୍ଷା ଓ ଅନ୍ୟାନ୍ୟ କୃତିତ୍ୱରେ ଆନନ୍ଦିତ ହେବେ । ଶୁଭରଙ୍ଗ ଗ୍ରୀନ୍‌ । ଶୁଭ ଅଙ୍କ ୨ ।
• ଚାଷୀ-ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
• ରୋଗୀ- ଆଜିକିଛି ଦିନ ସତର୍କ ରୁହନ୍ତୁ ।
• ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
• କର୍ମଜୀବି-କାର୍ଯ୍ୟବ୍ୟସ୍ତ ରହିବେ ।
• ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
• ଗୃହିଣୀ-ଧାର୍ମିକ ହେବେ ।

ମକର–ହଠାତ୍‌ କୌଣସି ଖବର ପାଇ ବିଚଳିତ ହେବେ । କର୍ମକ୍ଷେତ୍ରରେ ଉପରିସ୍ଥ ଅଧିକାରୀ ସହ-ଯୋଗ ଲୋଡିପାରନ୍ତି । ଘରେ ଅସାବଧାନତା ହେତୁ ଦ୍ରବ୍ୟ ନଷ୍ଟ କିମ୍ବା ଧନ ହାନି ଘଟିପାରେ ।ଶୁଭରଙ୍ଗ ମେରୁନ୍‌ । ଶୁଭ ଅଙ୍କ ୪ ।
• ଚାଷୀ-ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
• ରୋଗୀ- ୟୋଗା କରନ୍ତୁ ।
• ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
• କର୍ମଜୀବି- କରତ୍‌କର୍ମା ହେବେ ।
• ବ୍ୟବସାୟୀ- ଧର୍ଯ୍ୟହରା ହୋଇପାରନ୍ତି ।
• ଗୃହିଣୀ- ମିତ୍ରସୁଖ ପାଇବେ ।

କୁମ୍ଭ -ପ୍ରତ୍ୟେକ କାମ ଓ କଥାରେ ସଂଯମତା ରକ୍ଷା ନ କଲେ କଳହ ସୃଷ୍ଟିହେବ । ପାରିବାରିକ ସମସ୍ୟାର ସମାଧାନ ସକାଶେ ନିଜର ବନ୍ଧୁମାନଙ୍କ ସାହାଯ୍ୟ ଭିକ୍ଷା କରିପାରନ୍ତି । ଶୁଭରଙ୍ଗ ପିଚ୍‌ । ଶୁଭ ଅଙ୍କ ୧ ।
• ଚାଷୀ-ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
• ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
• ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
• କର୍ମଜୀବି-ସୁରୁଖୁରୁରେ କାର୍ଯ୍ୟ କରିବେ ।
• ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
• ଗୃହିଣୀ- ମାନସିକ ଶାନ୍ତି ପାଇବେ ।

ମୀନ - ଆପଣଙ୍କ ବ୍ୟସ୍ତତାକୁ ହୃଦୟଙ୍ଗମ କରି କୌଣସି ବନ୍ଧୁ କି ମ୍ବାସହକର୍ମୀ ସହ-ଯୋଗର ହାତ ବଢାଇବେ । ଅଫିସରେ କାର୍ଯ୍ୟ ବ୍ୟସ୍ତତା ଯୋଗୁ କେତେକ କାମ ଠିକ୍‌ ସମୟରେ କରିପାରିବେ ନାହିଁ ।ଶୁଭରଙ୍ଗ ଲାଲ୍‌ । ଶୁଭ ଅଙ୍କ ୬ ।
• ଚାଷୀ-ଜୈବିକସାର ମାଟିରେ ବ୍ୟବହାର ଉଚିତ୍‌ ।
• ରୋଗୀ- ଚକ୍ଷୁ ପୀଡାହେବ ।
• ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
• କର୍ମଜୀବି-ସମ୍ମାନିତ ହେବେ ।
• ବ୍ୟବସାୟୀ- ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ ।
• ଗୃହିଣୀ-ଧାର୍ମିକ ହେବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.