ମଙ୍ଗଳବାର, ୨୬ ତାରିଖ ରାଶିଫଳ: କେମିତି କଟିବ ଆପଣଙ୍କ ଦିନ

Published By : Prameya-News7 Bureau | January 25, 2021 IST

ମେଷ – ଆଜି ପାରିବାରିକ କ୍ଷେତ୍ରରେ ସାହାର୍ଯ୍ୟ ଓ ସହଯୋଗ ପାଇ କାମ ତ୍ୱରାନ୍ୱିତ କରିପାରିବେ । ଆର୍ଥିକ ସ୍ୱଚ୍ଛଳତା ଫେରି ପାଇବେ, ମାତ୍ର ଆଶା କରିଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ ନାହିଁ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୩ ।
ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ ।
ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ଧାର୍ମିକ ହେବେ ।

ବୃଷ – ବନ୍ଧୁଙ୍କ ପ୍ରରୋଚନାରେ ପଡି ଅପରିଚିତାଙ୍କ ସହ ମିତ୍ରତା କରିବାକୁ ଯାଇ ଅସୁବିଧାରେ ପଡିବେ । ଗୃହସୀମା, ଗାଡି ମୋଟର, ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରେ ମାନସିକ ଉଦ୍ ବେଗ ବଢିପାରେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୫ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ସଫଳତା ମିଳିବ ।
ଗୃହିଣୀ- ସୁଖଭାରା ଦିନଟି ।

ମିଥୁନ - ସାଧାରଣ ଘଟଣାକୁ କେନ୍ଦ୍ର କରି ପରିବାରରେ ବିବାଦୀୟ ପରିସ୍ଥିତି ସୃଷ୍ଟି ହେବ । ଶିକ୍ଷା, ପରୀକ୍ଷାରେ ମାନସିକ ଉଦ୍‌-ବେଗ ବଢିପାରେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୮ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସୁଖୀ ହେବେ ।

କର୍କଟ – ଭଲ ଚିନ୍ତା କଲେ ମଧ୍ୟ ଅନ୍ୟମାନେ ଆପଣଙ୍କ ମନୋଭାବକୁ ସହଜରେ ବୁଝିପାରିବେ ନାହିଁ । ସମ୍ପର୍କୀୟଙ୍କ ସହାୟତାରେ ଅଟକି ରହିଥିବା କାମ ସୁରୁଖୁରୁରେ ସମ୍ପନ୍ନ ହେବ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୪ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
କର୍ମଜୀବି- ସମ୍ମାନ ପାଇବେ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ସୁଖୀ ହେବେ ।

ସିଂହ – ଆପଣଙ୍କ ଉନ୍ନତିରେ ଈର୍ଷାପରାୟଣ ହୋଇ ସହକର୍ମୀ ସମସ୍ୟା ସୃଷ୍ଟି କରିପାରନ୍ତି । ପଡୋଶୀଙ୍କ ପରୋକ୍ଷ ଶତ୍ରୁତାରୁ କେତେକ ସୁଯୋଗ ହାତଛଡା ହୋଇପାରେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୧ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ଧାର୍ମିକ ହେବେ ।
କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।

କନ୍ୟା – ଆଜିର କାମ ସାଧନ କରିବାରେ କିଛି ଅସୁବିଧା ହେବ ନାହିଁ । ମିତ୍ରମାନେ ପରାମର୍ଶ ନ ଦେଇ କିଛି ସମସ୍ୟାମୂଳକ କାମ ପ୍ରତି ପ୍ରଲୋଭିତ କରାଇ ପାରନ୍ତି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୯ ।
ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
ଗୃହିଣୀ- ମିତ୍ର ସୁଖ ପାଇବେ ।

ତୁଳା – ପାରିବାରିକ ଅବସ୍ଥାରେ ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବ । ବ୍ୟବସାୟରେ ବିଭିନ୍ନ ସମସ୍ୟା ଦେଖା ଦେଇପାରେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୩ ।
ଚାଷୀ- ଉତ୍ତମ ଫଳ ପାଇବେ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
କର୍ମଜୀବି- ସମ୍ମାନ ପାଇବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ବିଛା – ଅଫିସରେ ଦୃଢ ପଦକ୍ଷେପ ନେ କାର୍ଯ୍ୟ ହାସଲ କରିବେ । ବ୍ୟବସାୟ, ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ । ଶୁଭ ଅଙ୍କ ନାରଙ୍ଗୀ । ଶୁଭ ଅଙ୍କ ୪ ।
ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ ।
ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ ।
ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
କର୍ମଜୀବି- କରତ୍‌କର୍ମା ହେବେ ।
ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ଧନୁ – କର୍ମକ୍ଷେତ୍ରରେ ମିଥ୍ୟାଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତ ହେବେ । ବିଳାସ ଉପକରଣ କ୍ରୟ କରିବା ସକାଶେ ଘରୁ ବରାଦ ପାଇବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୭ ।
ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
କର୍ମଜୀବି- ଜଳଯାତ୍ରା ମନା ।
ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

ମକର – ପୂର୍ବଶତ୍ରୁତା ପ୍ରତି ସତର୍କ ରହି କାମ କରିବା ଭଲ । ପଡୋଶୀଙ୍କ ସାହାର୍ଯ୍ୟ ସହ-ଯୋଗର ଅଭାବ ରହିବ ନାହିଁ । କର୍ମକ୍ଷେତ୍ରରେ ଖୁବ୍ ଆଶାବାଦୀ ହେବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୬ ।
ଗୃହିଣୀ- ସ୍ୱାଭିମାନୀ ହେବେ ।
ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
କର୍ମଜୀବି- ସମ୍ମାନ ପାଇବେ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଚାଷୀ- ଉତ୍ତମ ଫଳ ପାଇବେ ।

କୁମ୍ଭ - ଯାତ୍ରାକାଳରେ କୌଣସି ଅଜଣା ବ୍ୟକ୍ତିଙ୍କ ସମ୍ପର୍କ ସମସ୍ୟାର କାରଣ ହୋଇପାରେ । ପରିବାର ସକାଶେ ବସନଣୂଷଣ କ୍ରୟରେ ପକ୍ଷପାତିତା ହେତୁ ସମସ୍ୟା ସୃଷ୍ଟି ହେବ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୯ ।
ଚାଷୀ- ଅଧିକା ପାଣି ଜମିରେ ରହିଲେ, ଫସଲ ନଷ୍ଟ କରିପାରେ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ସଦିଚ୍ଛା ଭାବ ରହିବ ।

ମୀନ - କର୍ମକ୍ଷେତ୍ରର କେତେକ ଫାଇଲ୍ କାମ ସକାଶେ ସମସ୍ୟାରେ ପଡିପାରନ୍ତି । ଆନୁଷ୍ଠାନିକ କାମରେ ଯେତେ ଖଟିଲେ ମଧ୍ୟ ଆଶାନୁରୂପ ସଫଳତା ପାଇବେ ନାହିଁ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୩ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
କର୍ମଜୀବି- ସହଯୋଗ ମିଳିବ ।
ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.