ମଙ୍ଗଳବାର, ୨ ତାରିଖ ରାଶିଫଳ: ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ

Published By : Prameya-News7 Bureau | March 01, 2021 IST

ମେଷ – ସାମୟିକ ପ୍ରତିବନ୍ଧକ ଥିଲେ ମଧ୍ୟ ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍‌ ହୋଇଯିବ । ଆଜିର ଯାତ୍ରାରେ ଅଭିଳଷିତ ଫଳ ପାଇବେ । ଶୁଭ ରଙ୍ଗ ମେରୁନ୍‌ । ଶୁଭ ଅଙ୍କ ୬ ।
• ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
• ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
• ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
• କର୍ମଜୀବି- ସମ୍ମାନିତ ହେବେ ।
• ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
• ଗୃହିଣୀ- ସୁଖୀ ହେବେ ।

ବୃଷ – ବନ୍ଧୁମାନଙ୍କ ସାହାର୍ଯ୍ୟରେ ଆର୍ଥିକ ସମସ୍ୟା ଦୂର ହେବ । କର୍ମକ୍ଷେତ୍ରରେ ଆପଣ ଯେତେଟା ପରିସ୍ଥିତିକୁ ଜଟିଳ ମନେକରୁଛନ୍ତି ବାସ୍ତବରେ ସେପରି କିଛି ହେବନି । ଶୁଭ ରଙ୍ଗ ପିଚ୍‌ । ଶୁଭ ଅଙ୍କ ୨ ।
• ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
• ଛାତ୍ରଛାତ୍ରୀ- ବିଦ୍ୱାନ୍‌ ହେବେ ।
• କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
• ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
• ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ମିଥୁନ - ନିଜର ଫାଇଦା ହାସଲ ପାଇଁ ଫନ୍ଦିଫିକର କରିବା ଲାଗି ମନ ବଳାଇବେ । ନିରୁଦ୍ଦିଷ୍ଟ ବ୍ୟକ୍ତିଙ୍କ ଖୋଜ ଖବର ପାଇପାରନ୍ତି । କାର୍ଯ୍ୟ ସକାଶେ ଅନୁତାପ କରିବାକୁ ପଡିପାରେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୪ ।
• ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।
• ବ୍ୟବସାୟୀ- ଅର୍ଥ ହାନୀ ହେବ ।
• କର୍ମଜୀବି- ପ୍ରଶଂସିତ ହେବେ ।
• ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
• ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।
• ଚାଷୀ- ଶ୍ରମ ସାର୍ଥକ ହେବ ।

କର୍କଟ – ଦୂରଯାତ୍ରା ସମୟରେ ଅଜଣା ଅଶୁଣା ବ୍ୟକ୍ତିଙ୍କ ଠାରୁ ଦୂରେଇ ରହିବା ଭଲ । ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ । ଶୁଭ ରଙ୍ଗ ପିଙ୍କ୍‌ । ଶୁଭ ଅଙ୍କ ୯ ।
• ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।
• ବ୍ୟବସାୟୀ- ଚୌର ଭୟ ଅଛି ।
• କର୍ମଜୀବି- ସମ୍ମାନ ପାଇବେ ।
• ଛାତ୍ରଛାତ୍ରୀ- ବ୍ୟାୟାମ୍‌ କରନ୍ତୁ ।
• ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।
• ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍‌ ।

ସିଂହ – ଦୀର୍ଘଦିନରୁ ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବ । କାର୍ଯ୍ୟ ବ୍ୟସ୍ତତା ଯୋଗୁ ବିଶ୍ରମର ଅବସର ପାଇବେ ନାହିଁ । ଭ୍ରାତୃ ସମ୍ପର୍କୀୟ ଜଣେ ବନ୍ଧୁ ସାହାର୍ଯ୍ୟର ପ୍ରତିଶ୍ରୁତି ଦେବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୩ ।
• ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
• ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
• ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
• କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
• ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
• ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।

କନ୍ୟା – ନିକଟ ସମ୍ପର୍କୀୟଙ୍କ ଭଲ କରିବାକୁ ଯାଇ ଅପଦସ୍ଥ ହେବେ । ଚିନ୍ତା କରିଥିବା କାମଗୁଡିକ ବାସ୍ତବରେ ଓଲଟା ହେବ । ଦ୍ରବ୍ୟ ନଷ୍ଟ କିମ୍ବା ଧନ ହାନି ଘଟିପାରେ । ଶୁଭ ରଙ୍ଗ ଲାଲ୍‌ । ଶୁଭ ଅଙ୍କ ୭ ।
• ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍‌ ।
• ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
• କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
• ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
• ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ତୁଳା – ଆଜି ଦିନଭିତରେ ଭାବୁଥିବା କାମଟିକୁ ଶେଷ କରିପାରିବେନି । ବନ୍ଧୁମାନେ ଅସହ-ଯୋଗ ମନୋବୃତ୍ତି ପୋଷଣ କରିବେ । ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ । ଶୁଭ ରଙ୍ଗ ଗ୍ରୀନ୍‌ । ଶୁଭ ଅଙ୍କ ୫ ।
• ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।
• ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
• କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
• ଗୃହିଣୀ- ଭାଗ୍ୟଶାଳୀ ହେବେ ।
• ବ୍ୟବସାୟୀ- ଚୌର ଭୟ ଅଛି ।

ବିଛା – ଦୀର୍ଘଦିନରୁ ଅଟକି ରହିଥିବା କାମଟିକୁ ହଠାତ୍‌ ଆରମ୍ଭ କରିବାକୁ ମନ ବଳାଇବେ । ବ୍ୟବସାୟରେ ମତାନ୍ତର ଦେଖା ଦେଇପାରେ । ଶୁଭ ଅଙ୍କ ଲାଲ୍‌ । ଶୁଭ ଅଙ୍କ ୨ ।
• ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
• ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
• ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
• କର୍ମଜୀବି- ସମ୍ମାନ ପାଇବେ ।
• ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌ କୁ ହାତଛଡା କରନ୍ତୁ ନାହିଁ ।
• ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।


ଧନୁ – ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରିବ । ବନ୍ଧୁଙ୍କ ପରାମର୍ଶରେ ନୂତନ କର୍ମସସ୍ଥାନ ପାଇଁ ମନ ବଳିବ । ଧୈର୍ଯ୍ୟର ସହ ସବୁ କାର୍ଯ୍ୟ ସମାପନ କରିବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୮ ।
• ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
• ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
• ଛାତ୍ରଛାତ୍ରୀ- ବଡ ଲୋକଙ୍କ କଥା ଶୁଣିବେ ନାହିଁ ।
• କର୍ମଜୀବି- ସମ୍ମାନ ପାଇବେ ।
• ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
• ଗୃହିଣୀ- ସ୍ୱାଭିମାନୀ ହେବେ ।


ମକର – ଘରେ ବନ୍ଧୁମିଳନ ଘଟି ଆମୋଦ ପ୍ରମୋଦର ସୁଅ ଛୁଟିବ । ଚାକିରିରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ଯାନ୍ତ୍ରିକ ତ୍ରୁଟି ସମସ୍ୟାକୁ ଦ୍ୱିଗୁଣିତ କରିପାରେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୫ ।
• ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
• କର୍ମଜୀବି- ପ୍ରମୋସନ୍‌ ମିଳିବ ।
• ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି ।
• ରୋଗୀ- ୟୋଗା କରନ୍ତୁ ।
• ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ ।
• ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

କୁମ୍ଭ - ପ୍ରତିବେଶୀ ସୌହାର୍ଦ୍ଦରୁ ଉପକୃତ ହେବେ । ବନ୍ଧୁଙ୍କ ଅଯାଚିତ ଆଦର ଓ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିବ । ରୋଜଗାର ପନ୍ଥା ଖୋଲିଯିବାରୁ ମନ ଆନନ୍ଦିତ ରହିବ । ଶୁଭ ରଙ୍ଗ ପିଚ୍‌ । ଶୁଭ ଅଙ୍କ ୧ ।
• ରୋଗୀ- ୟୋଗା କରନ୍ତୁ ।
• ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
• କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
• ବ୍ୟବସାୟୀ- ଅର୍ଥ ହାନୀ ହେବ ।
• ଗୃହିଣୀ- ଧାର୍ମିକ ହେବେ ।
• ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।

ମୀନ- ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖା ଦେଇପାରେ । ଅବହେଳିତ କାର୍ଯ୍ୟ ସକାଶେ ଅନୁତାପ କରିବେ । କାର୍ଯ୍ୟ କଲେ ଉପକୃତ ହେବେ । ଶୁଭ ରଙ୍ଗ ମେରୁନ୍‌ । ଶୁଭ ଅଙ୍କ ୬ ।
• ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
• ରୋଗୀ- ୟୋଗା କରନ୍ତୁ ।
• ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
• କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
• ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
• ଗୃହିଣୀ- ସୁଖଭାରା ଦିନଟି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.