ମଙ୍ଗଳବାର, ୪ ତାରିଖ ରାଶିଫଳ: ଜାଣନ୍ତୁ କେଉଁ ରାଶି ପାଇଁ କିଭଳି ରହିବ କାଲିର ଦିନ

Published By : Prameya-News7 Bureau | May 03, 2021 IST

ମେଷ – ଆଜି ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ହେତୁ କାର୍ଯ୍ୟ ହାସଲ ପାଇଁ ଅନୁକୂଳ ବାତାବରଣ ସୃଷ୍ଟି ହୋଇଯିବ । ଶିକ୍ଷା କ୍ଷେତ୍ରରେ ସୁନାମ ଓ ଗବେଷଣାରେ ସଫଳତା ପାଇବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୨ ।
• ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
• ରୋଗୀ- ଚକ୍ଷୁ ପୀଡା ହେବ ।
• ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
• କର୍ମଜୀବି- ସମ୍ମାନ ପାଇବେ ।
• ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
• ଗୃହିଣୀ- ମିତ୍ର ସୁଖ ପାଇବେ ।

ବୃଷ – ଶୁକ୍ରଙ୍କ ରାଶ୍ୟବସ୍ଥାନରୁ ସ୍ୱାସ୍ଥ୍ୟ ଭଲ ରହିବ ଏବଂ ମନୋରଞ୍ଜନର ମଉକା ପାଇବେ । ନିଜର କାମ ପଛକୁ ପକାଇ ପଡୋଶୀଙ୍କ ଘରୋଇ କଥାରେ ମୁଣ୍ଡ ପୂରାନ୍ତୁ ନାହିଁ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୫ ।
• ଚାଷୀ- ଶ୍ରମ ସାର୍ଥକ ହେବ ।
• ରୋଗୀ-ସତର୍କତାର ଦିନ ।
• ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
• କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
• ବ୍ୟବସାୟୀ- ଚୌର ଭୟ ଅଛି ।
• ଗୃହିଣୀ- ପରକୁ ଆପଣାର କରିବେ ।

ମିଥୁନ - ଧନାଧିପ କୋଣ ଭାବସ୍ଥ ଯୋଗୁ ଆର୍ଥିକ ଉନ୍ନତି ଘଟିବ ଏବଂ ନୂତନ କର୍ମାରମ୍ଭରେ କୌଣସି ଅସୁବିଧା ହେବ ନାହିଁ । ଘର କିମ୍ବା ଜମିଜମା ପାଇ ମନ ବଳାଇବେ । ଶୁଭ ରଙ୍ଗ ପିଙ୍କ୍‌ । ଶୁଭ ଅଙ୍କ ୮ ।
• ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
• ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
• ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
• କର୍ମଜୀବି- ପ୍ରମୋସନ୍‌ ମିଳିବ ।
• ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
• ଗୃହିଣୀ- ସୁଖ ଅନୁଭବ କରିବେ ।

କର୍କଟ – ଚନ୍ଦ୍ର ଓ ମଙ୍ଗଳଙ୍କ ଷଡାଷ୍ଟକ ସ୍ଥିତି ଯୋଗୁ ମନ ଚାହୁଁଥିବା କାମଟି କରିପାରିବେ ନାହିଁ । କର୍ମ କ୍ଷେତ୍ରରେ ଦୃଢ ମନୋବଳ ନେଇ କୌଣସି କଥାକୁ ଖାତିର କରି ଆଗକୁ ବଢିବେ । ଶୁଭ ରଙ୍ଗ ମେରୁନ୍‌ । ଶୁଭ ଅଙ୍କ ୬ ।
• ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
• ରୋଗୀ-ସତର୍କତାର ଦିନ ।
• ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
• କର୍ମଜୀବି- ଜଳଯାତ୍ରା ମନା ।
• ବ୍ୟବସାୟୀ- ବିଜୟୀ ହେବେ ।
• ଗୃହିଣୀ- ଧର୍ଯ୍ୟବାନ୍‌ ହେବେ ।

ସିଂହ – ରବି ସହ ରାହୁଙ୍କ ସଂଯୋଗ ସ୍ୱାସ୍ଥ୍ୟହାନିର କାରଣ ହୋଇପାରେ । ଆଜି କୌଣସି କାର୍ଯ୍ୟ ସମସ୍ୟା ବହୁଳ ଯୋଗୁ ଦୁଶ୍ଚିନ୍ତା ବୃଦ୍ଧି ପାଇବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୧ ।
• ବ୍ୟବସାୟୀ- ଚୌର ଭୟ ଅଛି ।
• କର୍ମଜୀବି- ସମ୍ମାନ ପାଇବେ ।
• ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
• ରୋଗୀ- ବ୍ୟାୟାମ୍‌ କରିବା ଉଚିତ୍‌ ।
• ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
• ଗୃହିଣୀ- ସୁଖୀ ହେବେ ।

କନ୍ୟା – ମୁଖ ଭାବରେ ଚନ୍ଦ୍ରଙ୍କ ଯୋଗୁ ସୁସମ୍ବାଦୁ ଭୋଜନ ପାଇବେ, ମିଠା କଥା କହି ବନ୍ଧୁଙ୍କ ମନ ତୋଷିବେ । ପରୋକ୍ଷ ଭାବରେ ଶତ୍ରୁତା କରୁଥିବା ଲୋକମାନେ ମଧ୍ୟ ମିତ୍ରତା ସାଜିବା ପାଇଁ ଚେଷ୍ଟିତ ହେବେ । ଶୁଭ ରଙ୍ଗ ଲାଲ୍‌ । ଶୁଭ ଅଙ୍କ ୨ ।
• ଚାଷୀ- ଜଳବାୟୁ ବିଷୟରେ ସଠିକ୍‌ ବିବରଣୀ ନିଅନ୍ତୁ ।
• ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
• ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
• କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
• ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
• ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ତୁଳା – କର୍ମାଧିପ ରାଶିସ୍ଥ ଯୋଗ ଯାତ୍ରା ପ୍ରୀତିପ୍ରଦ ରହିବା ସଙ୍ଗକୁ ଆନୁଷଙ୍ଗକ ସାହାର୍ଯ୍ୟ ସହ-ଯୋଗ ମିଳିବ । ଆନୁଷ୍ଠାନିକ କାମରେ ଗଠନ ମୂଳକ ପରାମର୍ଶ ମିଳିବ । ଶୁଭ ରଙ୍ଗ ଲାଲ୍‌ । ଶୁଭ ଅଙ୍କ ୯ ।
• ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
• ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
• ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
• କର୍ମଜୀବି- ସହଯୋଗ ମିଳିବ ।
• ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
• ଗୃହିଣୀ- ମିତ୍ର ସୁଖ ପାଇବେ ।

ବିଛା – ବିଭିନ୍ନ ସମସ୍ୟା ମଧ୍ୟରେ ଗତି କରିବାକୁ ପଡିବ । କିନ୍ତୁ ଆର୍ଥିକ ଦିଗରୁ ଉପକୃତ ହେବେ । ପାରିବାରିକ ଅଶାନ୍ତି କ୍ରମଶଃ ବୃଦ୍ଧି ପାଇବା କାରଣରୁ ଭାବପ୍ରବଣତା ବୃଦ୍ଧି ପାଇବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୩ ।
• ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
• ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
• ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି ।
• କର୍ମଜୀବି- ପ୍ରଶଂସିତ ହେବେ ।
• ବ୍ୟବସାୟୀ- ଅର୍ଥ ହାନୀ ହେବ ।
• ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ଧନୁ – ବିଭିନ୍ନ ପ୍ରକାରର ସମସ୍ୟା ଲାଗି ରହିଥିଲେ ମଧ୍ୟ କୌଣସି କାମ ଅଟକିବ ନାହିଁ । ମଙ୍ଗଳ ସ୍ଥିତି ପ୍ରଭାବରେ ଆଲୋଚନା କ୍ଷେତ୍ରେରେ ଭାବିଚିନ୍ତି କାମ କରିବେ । ଶୁଭ ରଙ୍ଗ ବ୍ରାଉନ୍‌ । ଶୁଭ ଅଙ୍କ ୭ ।
• ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
• ରୋଗୀ- ବ୍ୟାୟାମ୍‌ କରିବା ଉଚିତ୍‌ ।
• ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
• କର୍ମଜୀବି- ସହଯୋଗ ମିଳିବ ।
• ବ୍ୟବସାୟୀ- ଅର୍ଥ ହାନୀ ହେବ ।
• ଗୃହିଣୀ- ସୁଖ ଅନୁଭବ କରିବେ ।

ମକର – ମଙ୍ଗଳ ତୃତୀୟସ୍ଥ ଯୋଗୁ ଭ୍ରାତୃ ସମ୍ପର୍କ ଭଲ ରହି ନ ପାରେ । ପରିବାରର କୌଣସି ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟ ସମସ୍ୟା ନେଇ ବନ୍ଧୁମାନଙ୍କ ସହ ଆଲୋଚନା କରିପାରନ୍ତି । ଶୁଭ ରଙ୍ଗ ଗ୍ରୀନ୍‌ । ଶୁଭ ଅଙ୍କ ୬ ।
• ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
• ରୋଗୀ- ଚକ୍ଷୁ ପୀଡା ହେବ ।
• ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
• କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
• ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
• ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

କୁମ୍ଭ - ଆଜି ଯେଉଁଠି ଯାହା କହିବେ କିମ୍ବା କରିବେ ତାହା ଠିକ୍‌ ଭାବେ କାର୍ଯ୍ୟକାରୀ ହେବ । ସାଙ୍ଗସାଥୀଙ୍କ ସହ-ଯୋଗରୁ ବିବାଦମାନ ସ୍ଥିତିରୁ ସହସା ମୁକ୍ତି । ଶୁଭ ରଙ୍ଗ ଲାଲ୍‌ । ଶୁଭ ଅଙ୍କ ୯ ।
• କର୍ମଜୀବି- ଜଳଯାତ୍ରା ମନା ।
• ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
• ରୋଗୀ- ବ୍ୟାୟାମ୍‌ କରିବା ଉଚିତ୍‌ ।
• ଚାଷୀ- ଜଳ ସଞ୍ଚୟ କରନ୍ତୁ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• ଗୃହିଣୀ- ଧର୍ଯ୍ୟବାନ୍‌ ହେବେ ।

ମୀନ - ମନର ଅସ୍ଥିରତା ସଙ୍ଗକୁ ଶାରିରୀକ ସୁସ୍ଥତା ନ ରହିବାରୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ । ଚତୁର୍ଥସ୍ଥ ପାପଗ୍ରହ ଯୋଗୁ ପରିବାରର ଖର୍ଚ୍ଚ ଭାର ବଢିବ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୫ ।
• ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
• ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
• କର୍ମଜୀବି- ପ୍ରଶଂସିତ ହେବେ ।
• ବ୍ୟବସାୟୀ- ନୂଆ ଡିଲ୍‌ ମିଳିବ ।
• ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.