Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିଲଡର୍ ସଂସ୍ଥାର ଘର ଉପରେ ବୋମାମାଡ, ୩ ଶ୍ରମିକ ଆହତ
  • ||
  • ରାଜ୍ୟରେ ଆଉ ୩ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୪କୁ ବୃଦ୍ଧି
  • ||
  • ରାଜ୍ୟରେ ୧୦ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୪୮୯ କୋଭିଡ୍ ପଜିଟିଭ୍, ୧୧୪୪୪୦୧ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୫୮ ହଜାରରୁ ଅଧିକ କରୋନା ପଜିଟିଭ୍, ୩୮୫ ମୃତ
  • ||
  • ଖୋଲିଲା ଶିମିଳିପାଳ, ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର
  • ||
  • ଆଉ ନାହାଁନ୍ତି ପଦ୍ମଶ୍ରୀ ଶାନ୍ତିଦେବୀ, ୮୮ ବର୍ଷ ବୟସରେ ପରଲୋକ
  • ||
  • କଥକ ସମ୍ରାଟ ବିରଜୁ ମହାରାଜଙ୍କ ପରଲୋକ, ୮୩ ବର୍ଷ ବୟସରେ ଦେହାନ୍ତ
  • ||
  • ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ : ସୋମବାରଠୁ ଦାଖଲ ହେବ ପ୍ରାର୍ଥୀପତ୍ର, କରୋନା କଟକଣାରେ ସରିବ ପୁରା ପ୍ରକ୍ରିୟା
  • ||
  • ଆହତ ହାତୀର ଚିକିତ୍ସା କଲା ବନ ବିଭାଗ, ବାରହା ଫାଶରେ ପଡି ଗୋଡରେ ହୋଇଥିଲା କ୍ଷତ
  • ||
  • ଖସିବ ପାରଦ ବଢିବ ଶୀତ, ୧୯ ଯାଏଁ ବିଭିନ୍ନ ଜିଲ୍ଲାରେ ଘନ କୁହୁଡି
  • ||

ମଙ୍ଗଳବାର ରାଶିଫଳ: ସମସ୍ତଙ୍କର ପ୍ରିୟଭାଜନ ହେବେ, ବସ୍ତ୍ର ଆଭୂଷଣ ପ୍ରାପ୍ତି ଯୋଗ

29/11/2021 at 6:00 PM

ମେଷ–ଘାତଚନ୍ଦ୍ର ଭୋଗ ହେତୁ ଦିନଟି ନ୍ୟୁନ ଫଳଦାୟକ ହେବ । ଦୂର ଯାତ୍ରାରେ ଅସଫଳା, କର୍ମ ବିଶୃଙ୍ଖଳା, ବିବାଦରେ ପରାଜିତ ହେବେ । ପୁରାତନ ରୋଗ ପୁନଃଭୋଗ ହୋଇପାରେ । ଶୁଭରଙ୍ଗ ଗ୍ରୀନ୍‌ । ଶୁଭଅଙ୍କ ୮ ।
• ଚାଷୀ-ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
• ରୋଗୀ-ଅସାଧ୍ୟ ରୋଗରୁ ମୁକ୍ତ ହେବେ ।
• ଛାତ୍ରଛାତ୍ରୀ-ବିଦ୍ୱାନ୍‌ ହେବେ ।
• କର୍ମଜୀବି-ପ୍ରଶଂସିତ ହେବେ ।
• ବ୍ୟବସାୟୀ-ହାତକୁ ଆସୁଥିବା ଡିଲ୍‌କୁ ହାତଛଡା କରନ୍ତୁ ନାହିଁ ।
• ଗୃହିଣୀ-ସୌଭାଗ୍ୟ ପ୍ରାପ୍ତ ହେବ ।

ବୃଷ–ବହୁବ୍ୟକ୍ତିଙ୍କ ପାଖରେ ବିରୋଧୀ ଭାବ ଆଚରଣ କରିପାରନ୍ତି । ମାନସିକ ଦୁଃଖବଢିବ । ଅର୍ଥାଗମ ହେଲେ ମଧ୍ୟ ତାହା ପର୍ଯ୍ୟାପ୍ତ ହେବ ନାହିଁ । ପତିତ ଅର୍ଥ କିଛି ପରିମାଣରେ ମିଳିବ । ଗୃହଭୂମି ସମସ୍ୟା ସବୁ ଅଧିକ ଲମ୍ବା ହେବ । ଶୁଭରଙ୍ଗ ଗାଢ ନୀଳ । ଶୁଭ ଅଙ୍କ ୪ ।
• ଗୃହିଣୀ-ଧର୍ମକାର୍ଯ୍ୟରେ ବ୍ୟସ୍ତ ରହିବେ ।
• ବ୍ୟବସାୟୀ- ଧର୍ଯ୍ୟହାରା ହୋଇପାରନ୍ତି ।
• କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
• ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
• ରୋଗୀ- ଚକ୍ଷୁ ପୀଡା ହେବ ।
• ଚାଷୀ- କ୍ଳାନ୍ତି ଅନୁଭବ କରିବେ ।

ମିଥୁନ – ଦିନଟି ଶୁଭ ଫଳଦାୟକ ହେବ । ପରିବାରରେ ବୁଝାମଣାକୁ ସଜାଡି ନେଇ ପାରିବେ । ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ । ଲୋକକଲ୍ୟାଣକର କାର୍ଯ୍ୟରେ ଅଭିରୁଚିବଢିବ । ପାକକ୍ରିୟାଜନିତ କେତେକ ସ୍ୱାସ୍ଥ୍ୟ ସମସ୍ୟା ଆସିବ । ଶୁଭରଙ୍ଗ ଲାଲ୍‌ । ଶୁଭ ଅଙ୍କ ୬ ।
• ଚାଷୀ- ଅନ୍ୟ ଚାଷକରିବାକୁ ମନ ବଳାଇବେ ।
• ରୋଗୀ-ଅସାଧ୍ୟ ରୋଗରେ ପୀଡିତ ହେବେ ।
• ଛାତ୍ରଛାତ୍ରୀ-ବିଦ୍ୱାନ୍‌ ହେବେ ।
• କର୍ମଜୀବି-ସମ୍ମାନିତ ହେବେ ।
• ବ୍ୟବସାୟୀ-ନୂଆ ବ୍ୟବସାୟ କ୍ଷତି ହେବ ।
• ଗୃହିଣୀ-ସୌଭାଗ୍ୟ ପ୍ରାପ୍ତ ହେବ ।

କର୍କଟ–କର୍ମକ୍ଷେତ୍ରରେ ନେତୃତ୍ୱ ଗ୍ରହଣ କରିବେ । କାର୍ଯ୍ୟଭାର ବଢିବ । ବନ୍ଧୁବର୍ଗରୁ ଅକୁଣ୍ଠ ସାହାର୍ଯ୍ୟ ସହଯୋଗ ପାଇବେ । ଲକ୍ଷ୍ୟ ପୂରଣକରିବେ । ସୌଖୀନ ଦ୍ରବ୍ୟର ଉପଭୋକ୍ତା ହେବେ । ଶୁଭରଙ୍ଗ ବ୍ରାଉନ୍‌ । ଶୁଭ ଅଙ୍କ ୨ ।
• ଗୃହିଣୀ-ପୂଜା ପାଠରେ ବ୍ୟସ୍ତ ରହିବେ ।
• ବ୍ୟବସାୟୀ- ସହଯୋଗୀ ବ୍ୟବସାୟ ଲାଭଜନକ ।
• କର୍ମଜୀବି- କର୍ମଚଞ୍ଚଳ ରହିବେ ।
• ଛାତ୍ରଛାତ୍ରୀ- ବିଚକ୍ଷଣ ବୁଦ୍ଧିହେବ ।
• ରୋଗୀ-ସତର୍କତାର ଦିନ ।
• ଚାଷୀ-ଜୈବିକସାର ମାଟିରେ ବ୍ୟବହାର ଉଚିତ୍‌ ।

ସିଂହ– ଧର୍ମ ଧାରଣା ବଢିବ । ଅନ୍ତଃକରଣ ପବିତ୍ରରହିବ । ଆହାର ବିହାରରେ ନିୟମିତ ନ ହେଲେ ସ୍ୱାସ୍ଥ୍ୟ ସମସ୍ୟା ଆସିପାରେ । ସଜ୍ଜନ ସଂପର୍କ, କାର୍ଯ୍ୟଶୃଙ୍ଖଳା, ସହଯୋଗ ଓ ଉତ୍ତମ ପାରିବାରିକ ବୁଝାମଣା ରହିବ । ଶୁଭରଙ୍ଗ ଗ୍ରୀନ୍‌ । ଶୁଭ ଅଙ୍କ ୫ ।
• ଚାଷୀ- ଜମିରୁ ବର୍ଷା ପାଣି ବାହାରିବାର ବ୍ୟବସ୍ଥା କରନ୍ତୁ ।
• ରୋଗୀ-ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
• ଛାତ୍ରଛାତ୍ରୀ-ଅନ୍‌ଲାଇନ୍‌ ବିଦ୍ୟା ଆରୋହଣ କରିବେ ।
• କର୍ମଜୀବି-ସମ୍ମାନିତ ହେବେ ।
• ବ୍ୟବସାୟୀ-ଅର୍ଥ ଲାଭହେବ ।
• ଗୃହିଣୀ-ନୂଆବସ୍ତ୍ର ଲାଭହେବ ।

କନ୍ୟା– ପରସ୍ପର ବିରୋଧ ଚିନ୍ତାଧାରା ଲାଗି ରହିବ । ନକରାତ୍ମକ ଚିନ୍ତା ଅଧିକ ଆସିବ । ପିଲାମାନେ ଅବାଧ୍ୟ ହୋଇପାରନ୍ତି । ବୈଷୟିକ କ୍ଷେତ୍ର ସୁଧାରିବାକୁ ଚେଷ୍ଟା କରିବେ । କେତେକାଂଶରେ ସଫଳ ମଧ୍ୟ ହେବେ । ଶୁଭରଙ୍ଗ କ୍ରୀମ୍‌ । ଶୁଭ ଅଙ୍କ ୮ ।
• ଗୃହିଣୀ-ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।
• ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
• କର୍ମଜୀବି-ସୁରୁଖୁରୁରେ କାର୍ଯ୍ୟ କରିବେ ।
• ଛାତ୍ରଛାତ୍ରୀ- କମନୀୟ ଶରୀର ଯୁକ୍ତ ହେବେ ।
• ରୋଗୀ-ଅସାଧ୍ୟ ରୋଗରୁ ମୁକ୍ତ ହେବେ ।
• ଚାଷୀ-ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।

ତୁଳା–ମାନଯୋଗ ପୂର୍ବକ କାର୍ଯ୍ୟ ସଂପାଦନ କରିବେ । ସାତ୍ତ୍ୱିକ ବାତାବରଣ ମିଳିବ । ଶ୍ରଦ୍ଧା ଓ ପ୍ରତିଷ୍ଠା ପାଇବେ । ସଜ୍ଜନ ସଂପର୍କ, ଅର୍ଥାଗମ, ଲୋକକଲ୍ୟାଣ କାର୍ଯ୍ୟ ସଂପାଦନ ହେବ । ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି । ଶୁଭରଙ୍ଗ ପିଙ୍କ୍‌ । ଶୁଭ ଅଙ୍କ ୧ ।
• ଚାଷୀ-ଜଳବାୟୁ ପ୍ରତିସତର୍କ ରୁହନ୍ତୁ ।
• ରୋଗୀ-ଅସାଧ୍ୟ ରୋଗରୁ ମୁକ୍ତ ହେବେ ।
• ଛାତ୍ରଛାତ୍ରୀ-ବିଦ୍ୱାନ୍‌ ହେବେ ।
• କର୍ମଜୀବି-କାର୍ଯ୍ୟତତ୍ପର ରହିବେ ।
• ବ୍ୟବସାୟୀ-ସୁଯୋଗକୁ ହାତଛଡା କରନ୍ତୁ ନାହିଁ ।
• ଗୃହିଣୀ-ଆଜି ଦିନଟି ଆପଣଙ୍କ ପାଇଁ ।

ବିଛା– ଦୈହିକ କ୍ଳାନ୍ତି ଅବସାଦ ବଢିବ । ଉତ୍ସବାନୁଷ୍ଠାନରେ ସକ୍ରିୟ ଅଂଶ ଗ୍ରହଣ କରିବେ । କର୍ମ ପ୍ରେରଣା ଲାଭ, ଉତ୍ତମଭୋଜନ, ପାରିବାରିକ ସୁଖ, ଯାନ ବାହନରେ ବ୍ୟୟ ଓ ଆଇନ ଅଦାଲତରୁ ଶୁଭଫଳ ପାଇପାରନ୍ତି । ଶୁଭରଙ୍ଗ ଗାଢ ନୀଳ । ଶୁଭ ଅଙ୍କ ୯ ।
• ଚାଷୀ-ମାଟିରେ ଉର୍ବରତା ପାଇଁ କୃଷିବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ-ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
• ଛାତ୍ରଛାତ୍ରୀ-ବିଦ୍ୱାନ୍‌ ହେବେ ।
• କର୍ମଜୀବି-କାର୍ଯ୍ୟରେ ସଫଳ ହେବେ ।
• ବ୍ୟବସାୟୀ-ନୂଆ ବ୍ୟବସାୟ କ୍ଷତି ହେବ ।
• ଗୃହିଣୀ-ଧାର୍ମିକ ହେବେ ।

ଧନୁ –ସମସ୍ତଙ୍କର ପ୍ରିୟଭାଜନ ହେବେ । ବୈଷୟିକ କ୍ଷେତ୍ର ବ୍ୟାପକ ହେବ ଓ ଜନାଦୃତି ମିଳିବ । ବସ୍ତ୍ର ଆଭୂଷଣ ପ୍ରାପ୍ତି ଯୋଗ ଦିନର ପ୍ରଥମାର୍ଦ୍ଧରେ ଭୋଗ ହେବ । ପ୍ରତ୍ୟେକକର୍ମର ଆଶାନୁରୂପ ଫଳ ପାଇବେ । ଶୁଭରଙ୍ଗ ୟେଲୋ । ଶୁଭ ଅଙ୍କ ୪ ।
• ଗୃହିଣୀ- ଧର୍ଯ୍ୟବାନ୍‌ ହେବେ ।
• ବ୍ୟବସାୟୀ- ମଧୁରଭାଷୀ ହେବେ ।
• କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
• ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
• ରୋଗୀ-ବ୍ୟାୟାମ୍‌ କରିବା ଉଚିତ୍‌ ।
• ଚାଷୀ- ଅଧିକ ବର୍ଷା ହେତୁ , ହତାସ ହୋଇପାରନ୍ତି ।

ମକର–କର୍ମକ୍ଷେତ୍ରରେ ମନୋମାଳିନ୍ୟ ଅଧିକ ରହିବ । କାର୍ଯ୍ୟବ୍ୟସ୍ତତା, କିଛି ସ୍ୱାସ୍ଥ୍ୟ ସମସ୍ୟା ଆଣିପାରେ । ମାନସିକ ଭୟ ଓ ଉଦବେଗ ବଢିପାରେ, ବନ୍ଧୁମାନେ ପରୋକ୍ଷରେ ଶତ୍ରୁତା ଆଚରଣ କରିବେ । ଶୁଭରଙ୍ଗ ଗ୍ରୀନ୍‌ । ଶୁଭ ଅଙ୍କ ୧ ।
• ଚାଷୀ-ଆଧୁନିକ ପଦ୍ଧତିରେ ଚାଷକାର୍ଯ୍ୟ କରିବେ ।
• ରୋଗୀ-ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍‌ ଖାଆନ୍ତୁ ।
• ଛାତ୍ରଛାତ୍ରୀ-ବିଦ୍ୱାନ୍‌ ହେବେ ।
• କର୍ମଜୀବି-ଅର୍ଥ ହାନୀ ହେବ ।
• ବ୍ୟବସାୟୀ-ସଫଳତା ହାତଛଡା ହୋଇଯିବ ।
• ଗୃହିଣୀ-ଘର କାମରେ ବ୍ୟସ୍ତ ରହିବେ ।

କୁମ୍ଭ -ଦୃଢମନୋବଳ ନେଇ କାର୍ଯ୍ୟ ଅବ୍ୟାହତ ରଖିବେ । ପାରସ୍ପରିକ ଉତ୍ତମ ବୁଝାମଣା ରହିବ । ସାଧାରଣ କଥାରେ ପ୍ରତିକ୍ରିୟା ପ୍ରକାଶ ନ କରିବା ଲାଭଦାୟକ ହେବ । ଗୁରୁଜନଙ୍କ ଆର୍ଶୀବାଦ ମିଳିବ । ଶୁଭରଙ୍ଗ ଧଳା । ଶୁଭ ଅଙ୍କ ୭ ।
• ଗୃହିଣୀ-ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।
• ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
• କର୍ମଜୀବି- କର୍ମଚଞ୍ଚଳ ରହିବେ ।
• ଛାତ୍ରଛାତ୍ରୀ- ୨ ବର୍ଷ ପାଠପଢାରେ ସମସ୍ୟା ରହିବ ।
• ରୋଗୀ- ଆୟୁର୍ବେଦ ଚିକିତ୍ସାଲାଭ ଦେବ ।
• ଚାଷୀ- କ୍ଳାନ୍ତି ଅନୁଭବ କରିବେ ।

ମୀନ – ରକ୍ତ ପ୍ରଦୂଷଣ ସମସ୍ୟା ଆସିପାରେ । ପାରିବାରିକ ବୁଝାମଣା ରହିବ ।ଏକାଧିକ କାର୍ଯ୍ୟରେ ହାତ ଦେଇ ହଇରାଣ ହେବେ । ମାନସିକ ଉଦବେଗ, ଅସ୍ଥିରତା ବୃଦ୍ଧି, ଦେବା ଦେବୀ ନିଷ୍ଠା ଅତୁଟ ରହିବ । ଶୁଭରଙ୍ଗ ୟେଲୋ । ଶୁଭ ଅଙ୍କ ୩ ।
• ଚାଷୀ- ଅନ୍ୟ ଚାଷକରିବାକୁ ମନ ବଳାଇବେ ।
• ରୋଗୀ- ଚିକିତ୍ସା ପାଇଁବିଦେଶ ଯାଇପାରନ୍ତି ।
• ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
• କର୍ମଜୀବି-ପ୍ରଶଂସିତହେବେ ।
• ବ୍ୟବସାୟୀ-ସଫଳତାକୁ ହାତଛଡା କରନ୍ତୁ ନାହିଁ ।
• ଗୃହିଣୀ-ପୂଜା ପାଠରେ ବ୍ୟସ୍ତ ରହିବେ ।

   Related Posts