ରାଶିଫଳ: ଜାଣନ୍ତୁ ମଙ୍ଗଳବାର କେମିତି କଟିବ ଆପଣଙ୍କ ଦିନ
11/01/2021 at 9:24 PM

ମେଷ – ମଙ୍ଗଳବାର ପ୍ରତ୍ୟୁଷ ଯାତ୍ରା, ମାଙ୍ଗଳିକ କାମରେ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁନ୍ଦର ଓ ସୁମଧୁର ହୋଇଉଠିବ । ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦିଚ୍ଛା ଲାଭ କରିବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୨ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସୁଖଭାରା ଦିନଟି ।
ବୃଷ – ଅଟକି ରହିଯାଇଥିବା କାମ ସମ୍ପନ୍ନ କରିବା ସକାଶେ ବ୍ୟସ୍ତତା ବୃଦ୍ଧି ପାଇବ । ଆପଣଙ୍କ ପ୍ରଶଂସା ଓ ପ୍ରତିଷ୍ଠାକୁ ଅନ୍ୟମାନେ ସହି ନ ପାରି ଭିନ୍ନ ମନ୍ତବ୍ୟ ଦେଇପାରନ୍ତି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୬ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସୁଖଭାରା ଦିନଟି ।
ମିଥୁନ – ଆଜି ଅନ୍ୟମାନଙ୍କ ଫୁସୁଲାଫୁସୁଲି କଥାରେ ଭାସିଯାଇ ଯେଉଁ କାମ କଲେ ଅନୁତାପ କରିବେ । ଆନୁଷ୍ଠାନିକ କାମରେ କେବଳ ବେଠି ଖଟିବା ବ୍ୟତୀତ କିଛି ଲାଭ ହେବନି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୮ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ସଫଳତା ମିଳିବ ।
ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।
କର୍କଟ – ବନ୍ଧୁଙ୍କ କଥାକୁ ଭାଙ୍ଗି ନ ପାରି ସକାଳୁ ସକାଳୁ କୌଣସି କାମରେ ନିଜକୁ ହଜାଇଦେବେ । ନିଜ ଲୋକ କେହି ହାଇରାଣରେ ପକାଇବାକୁ ଚେଷ୍ଟା କରି ବିଫଳ ହେବେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୧ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସୁଖଭାରା ଦିନଟି ।
ସିଂହ – ଅସଫଳତାର ଚିନ୍ତାଧାରା ମନକୁ ବେଶି ବିବ୍ରତ କରିପାରିବ ନାହିଁ । ପୂର୍ବାଫାଲଗୁନୀ ନକ୍ଷତ୍ର ପରକଥାରେ ପଡି ନିଜ ଲୋକଙ୍କୁ ଭୁଲ୍ ବୁଝିପାରନ୍ତି । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୯ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ଧାର୍ମିକ ହେବେ ।
କନ୍ୟା – ଆଜି ଫେରିବା ବେଳକୁ ଯିବା ସମୟରେ ଆନନ୍ଦ ମନରେ ଆଉ ନ ଥିବ ଏବଂ ନିରାଶ ମନରେ ଫେରିବେ । ଚିତ୍ରା ନକ୍ଷତ୍ରର ରୋଗୀଣା ସ୍ୱାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖା ଦେବ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୩ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।
କର୍ମଜୀବି- କର୍ମଚଞ୍ଚଳ ରହିବେ ।
ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
ଗୃହିଣୀ- ସୁଖଭାରା ଦିନଟି ।
ତୁଳା – କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତ ହେବେ । ଆଜି ମାତ୍ରାଧିକ ଭ୍ରମଣ ଯୋଗୁ ସାୟାହ୍ନରେ କ୍ଳାନ୍ତି ଅନୁଭବ କରିବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୭ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ଧାର୍ମିକ ହେବେ ।
ବିଛା – ସମ୍ପର୍କୀୟମାନେ କ୍ରମଶଃ ଧୁରେଇ ରହୁଥିବାର ଅନୁଭବ କରିବେ, ଫଳରେ ମନ ଭଲ ରହିବ ନାହିଁ । କଳା, ସାହିତ୍ୟ ଓ ବନ୍ଧୁ ମିଳନ କ୍ଷେତ୍ରରେ ବେଶ୍ ଆଦୃତ ହେବେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୫ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସୁଖୀ ହେବେ ।
ଧନୁ – ଭାଙ୍ଗି ପଡିଥିବା ସମ୍ପର୍କକୁ ପୁଣି ଯୋଡିବା ସକାଶେ ଚେଷ୍ଟା କଲେ ମଧ୍ୟ କିଛି ପାଇବେ ନାହିଁ । ମୂଳା ନକ୍ଷତ୍ର ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ଉନ୍ନତି କରିବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୧ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
ଗୃହିଣୀ- ମାନସିକ ଶାନ୍ତି ପାଇବେ ।
ମକର – ଆଜି ଅନ୍ତରଙ୍ଗ ବନ୍ଧୁଟି ବେଳକାଳ ଭଣ୍ଡି ଅସୁବିଧାରେ ପକାଇପାରେ । ଶ୍ରବଣା ନକ୍ଷତ୍ରର ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୬ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।
କୁମ୍ଭ – ପ୍ରତ୍ୟେକ କ୍ଷେତ୍ରରେ ସଂଯମ ରକ୍ଷା ନ କଲେ ବିବାଦ ଭିତରକୁ ଟାଣି ହୋଇପାରନ୍ତି । ଗତକାଲିର କୌଣସି ଘଟଣାକୁ ନେଇ ଆଜି ମନ ଭାରାକ୍ରାନ୍ତ ରହିବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୨ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ସଦିଚ୍ଛା ଭାବ ରହିବ ।
ମୀନ – ଯେତେ ଭାବିଚିନ୍ତି କାମ କଲେ ମଧ୍ୟ ପାରିବାରିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିପାରେ । ଏକ ମାମୁଲି ଘଟଣାରେ ମଧ୍ୟାହ୍ନରେ ଉଚ୍ଚବାଚ ଘଟିବାର ଆଶଙ୍କା ରହିଛି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୪ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
କର୍ମଜୀବି- ପ୍ରମୋସନ୍ ମିଳିବ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।