ମଙ୍ଗଳବାର ରାଶିଫଳ: ବାଦ-ବିବାଦୀୟ ଘଟଣାରେ ବିଜୟୀ ହେବେ, ବିଳାସ-ବ୍ୟସନରେ ଦିନଟି କଟିବ

Published By : Prameya-News7 Bureau | October 18, 2021 IST

ମେଶ– ଗୃହରେ ଶାନ୍ତିର ବାତାବରଣ ସୃଷ୍ଟି ହେବ । ଇଚ୍ଚ ଆଶା ଫଳବତୀ ହୋଇପାରେ । ସକଳ ଗୁଣଯୁକ୍ତ, ସୁଖୀ ଓ କାବ୍ୟଶାସ୍ତ୍ରାନୁରକ୍ତ ହୋଇପାରନ୍ତି ।ବିପଦରେ ବିଜୟୀ ହେବ । ଶୁଭରଙ୍ଗ ପିଙ୍କ୍‌ । ଶୁଭ ଅଙ୍କ ୨ ।
• ଚାଷୀ-ଚାଷକାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
• ରୋଗୀ-ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
• ଛାତ୍ରଛାତ୍ରୀ-ବିଦ୍ୱାନ୍‌ ହେବେ ।
• କର୍ମଜୀବି-କାର୍ଯ୍ୟବ୍ୟସ୍ତ ରହିବେ ।
• ବ୍ୟବସାୟୀ-ନୂଆ ବ୍ୟବସାୟ ଲାଭହେବ ।
• ଗୃହିଣୀ-ସୁଖ ଅନୁଭବ କରିବେ ।

ବୃଷ–ନବବସ୍ତ୍ର ପରିଧାନ କରି ଖୁସି ହେବେ । ଆପଣଙ୍କ ଅନୁରୋଧ ଶୁଭଦାୟକ ହେବ । ବିଭିନ୍ନ ଦୁଗରୁ ଧନାଗମ ହେବ । ଶାସ୍ତ୍ରାଭ୍ୟାସୀ ହେବେ । କାବ୍ୟରଚିତା ହେବେ ।ଶୁଭରଙ୍ଗ ୟେଲୋ । ଶୁଭ ଅଙ୍କ ୯ ।
• ଗୃହିଣୀ-ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
• ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
• ରୋଗୀ-ବ୍ୟାୟାମ୍‌ କରିବା ଉଚିତ୍‌ ।
• ଚାଷୀ- ଶ୍ରମସାର୍ଥକ ହେବ ।
ମିଥୁନ -କାର୍ଯ୍ୟକ୍ରମ ସପକ୍ଷରେ ଥିବାରୁ ସୁଖ ଅନୁରକ୍ତ କରିବେ । କ୍ଷମତାଶୀଳ ହେବେ । ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି । ସୌଭାଗ୍ୟ ଉଦୟ ହୋଇଛି । ସୁଖ ମିଳିବ । ଶୁଭରଙ୍ଗ ବ୍ରାଉନ୍‌ । ଶୁଭ ଅଙ୍କ ୪ ।
• ଚାଷୀ-ଗୋବରକ୍ଷତର ବ୍ୟବହାର କରିବା ଉଚିତ୍‌ ।(ପରୀକ୍ଷିତ)
• ରୋଗୀ-ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
• ଛାତ୍ରଛାତ୍ରୀ-ଗ୍ରୀନ୍‌ ରଙ୍ଗର ଆସନରେ ବସି ପଢନ୍ତୁ ।
• କର୍ମଜୀବି-କାର୍ଯ୍ୟବ୍ୟସ୍ତ ରହିବେ ।
• ବ୍ୟବସାୟୀ-ନୂଆ ବ୍ୟବସାୟ ଲାଭ ହେବ ।
• ଗୃହିଣୀ-ସୁଖଭାରା ଦିନଟି ।

କର୍କଟ-ପଥହୁଡି ପାରନ୍ତି । ବ୍ୟୟବୃଦ୍ଧିର ସୂଚନା ମିଳୁଛି । ଉତ୍ତମ ମିତ୍ରଙ୍କ ସାନ୍ନିଧ୍ୟ ପାଇ ବିଶେଷ ଉପକୃତ ହେବେ । ପୁତ୍ରଲାଭର ସୂଚନା ମିଳୁଛି । ଧନ ଓ ଯାନ ବାହନ ସୁଖ ଅଛି । ଶୁଭରଙ୍ଗ ନୀଳ । ଶୁଭ ଅଙ୍କ ୧ ।
• ଗୃହିଣୀ-ନୂଆବସ୍ତ୍ରଲାଭ ହେବ ।
• ବ୍ୟବସାୟୀ- ବିଜୟୀ ହେବେ ।
• କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
• ଛାତ୍ରଛାତ୍ରୀ-ଯୋଗ, ସ୍ମରଣଶକ୍ତି ବଢାଇଥାଏ ।
• ରୋଗୀ-ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
• ଚାଷୀ-ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।

ସିଂହ– ମନ ଉଦ୍ୱିଘ୍ନରହିପାରେ । ବିଭିନ୍ନ ସୂତ୍ରରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । ବ୍ୟୟଧିକ ହୋଇପାରେ । କୀର୍ତ୍ତିମାନ୍‌ ହେବେ । ବ୍ୟବସାୟ ଲାଭଜନକ ହେବ । ଶୁଭରଙ୍ଗ ଧଳା । ଶୁଭ ଅଙ୍କ ୫ ।
• ଚାଷୀ-ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
• ଛାତ୍ରଛାତ୍ରୀ-ବିଦ୍ୟା ଆରୋହଣ କରିବେ ।
• କର୍ମଜୀବି-ସମ୍ମାନିତ ହେବେ ।
• ବ୍ୟବସାୟୀ-ଅର୍ଥ ହାନୀ ହେବ ।
• ଗୃହିଣୀ-ସୁଖ ଅନୁଭବ କରିବେ ।

କନ୍ୟା– ବନ୍ଧୁମେଳରେ ଆନନ୍ଦ ଅନୁଭବ କରିପାରନ୍ତି । ପରିଶ୍ରମ ମୂଲ୍ୟ ମିଳିବ । ପ୍ରଭୂତ ବିଦ୍ୟା ପ୍ରାପ୍ତିର ସୂଚନା ମିଳୁଛି । ଯଶସ୍ୱୀ ହେବେ । ବିଳାସ ବ୍ୟସନରେ ସମୟ ଅତିବାହିତ କରିବେ । ଶୁଭରଙ୍ଗ ଲାଲ୍‌ । ଶୁଭ ଅଙ୍କ ୮ ।
• ଗୃହିଣୀ-ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।
• ବ୍ୟବସାୟୀ-ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
• କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
• ଛାତ୍ରଛାତ୍ରୀ-ଉଚ୍ଚ ଶିକ୍ଷା ଆବଶ୍ୟକ ।
• ରୋଗୀ-ଅସାଧ୍ୟ ରୋଗରେ ପୀଡିତ ହେବେ ।
• ଚାଷୀ-ଉତ୍ତମବିହନ, କୃଷିବିଭାଗରୁ ଆଣନ୍ତୁ ।

ତୁଳା–କାର୍ଯ୍ୟରେ ଆଗକୁ ବଢିପାରନ୍ତି । ଜନସେବାରେ ନିଜକୁ ନିୟୋଜିତ କରିବେ । ଅର୍ଥ ପ୍ରାପ୍ତିର ସୁଯୋଗ ସୃଷ୍ଟି ହୋଇଛି । ଜନୈକା ମହିଳାଙ୍କ ସହାୟତା ମିଳିପାରେ ।ଶୁଭରଙ୍ଗ ଗ୍ରୀନ୍‌ । ଶୁଭ ଅଙ୍କ ୨ ।
• ଚାଷୀ-ମାଟିରେ ଉର୍ବରତା ପାଇଁ କୃଷିବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ-ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
• ଛାତ୍ରଛାତ୍ରୀ-ସାଠରେ ମନ ଦେବେ ।
• କର୍ମଜୀବି-ସମ୍ମାନିତ ହେବେ ।
• ବ୍ୟବସାୟୀ-ନୂଆ ବ୍ୟବସାୟ କ୍ଷତି ହେବ ।
• ଗୃହିଣୀ-ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।

ବିଛା–କାର୍ଯ୍ୟରେ ଢେର ଉନ୍ନତି ଘଟିବ । ଦୁଃସାହସିକ ପଦକ୍ଷେପ ନେଇ କାର୍ଯ୍ୟ କରିବେ । ଶତ୍ରୁଭାବ ବୃଦ୍ଧି ହେଲେ ବି କିଛି ଅନିଷ୍ଠହେବ ନାହିଁ । ଶତ୍ରୁବିନାଶ କରି ଧନ ଭୋଗ କରିବେ । ଶୁଭରଙ୍ଗ କଫି । ଶୁଭ ଅଙ୍କ ୪ ।
• ଗୃହିଣୀ-ସଜାସଜିରେ ବ୍ୟସ୍ତ ରହିବେ ।
• ବ୍ୟବସାୟୀ-ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
• କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
• ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
• ରୋଗୀ-ରୋଗରୁ ମୁକ୍ତ ହୋଇପାରନ୍ତି ।
• ଚାଷୀ-ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।

ଧନୁ –ସୁମିତ୍ରଲାଭର ସୁଯୋଗ ସୃଷ୍ଟି ହୋଇଛି । ଜିତେନ୍ଦ୍ରିୟ ହେବେ । ପୁତ୍ରପୌତ୍ରର ଅଧିକାରୀ ହୋଇପାରନ୍ତି । ପରାକ୍ରମୀ ହୋଇପାରନ୍ତି । ବିଖ୍ୟାତ କିର୍ତ୍ତିମାନ୍‌ ହୋଇପାରନ୍ତି । ଶୁଭରଙ୍ଗ ବ୍ରାଉନ୍‌ । ଶୁଭ ଅଙ୍କ ୮ ।
• ଚାଷୀ-ଚାଷରେ ଉନ୍ନତି ପାଇଁ କୃଷିବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ-ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍‌ ଖାଆନ୍ତୁ ।
• ଛାତ୍ରଛାତ୍ରୀ-ପାଠପଢା ପ୍ରତି ସଜାଗ ରହିବେ ।
• କର୍ମଜୀବି-ପ୍ରଶଂସିତ ହେବେ ।
• ବ୍ୟବସାୟୀ-ଅର୍ଥ ହାନୀ ହେବ ।
• ଗୃହିଣୀ-ଘର କାମରେ ବ୍ୟସ୍ତ ରହିବେ ।

ମକର–ମାନସିକ ସ୍ତରରେ ଉଦ୍‌ବେଗ ଜାତ ହୋଇପାରେ । କୌଣସି ଏକ ନିଦ୍ଧିଷ୍ଟ କାରଣରୁ କ୍ରୋଧିତ ହୋଇପାରନ୍ତି । ସାମର୍ଥ୍ୟର ପରିଶ୍ରମ କରି ଆଗକୁ ବଢିବେ ।ଶୁଭରଙ୍ଗ ୟେଲୋ । ଶୁଭ ଅଙ୍କ ୩ ।
• ଗୃହିଣୀ-ଧାର୍ମିକ ହେବେ ।
• ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
• କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
• ଛାତ୍ରଛାତ୍ରୀ-ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି ।
• ରୋଗୀ-ସାମାନ୍ୟସୁସ୍ଥ ଅନୁଭବ କରିବେ ।
• ଚାଷୀ-ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।

କୁମ୍ଭ -ବାଦ-ବିବାଦୀୟ ଘଟଣାରେ ବିଜୟୀ ହେବେ । ଇଚ୍ଛା ନ ଥିଲେବି ପର ଚର୍ଚ୍ଚା ଶୁଣିପାରନ୍ତି । କୃଷିଲାଭ ମିଳିପାରେ । ବିଳାସ-ବ୍ୟସନ କରିପାରନ୍ତି । ଶୁଭରଙ୍ଗ ଲାଲ୍‌ । ଶୁଭ ଅଙ୍କ ୯ ।
• ଚାଷୀ-କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ-ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
• ଛାତ୍ରଛାତ୍ରୀ-ସାଠରେ ମନ ଦେବେ ।
• କର୍ମଜୀବି-କାର୍ଯ୍ୟବ୍ୟସ୍ତ ରହିବେ ।
• ବ୍ୟବସାୟୀ-ଅର୍ଥ ଲାଭହେବ ।
• ଗୃହିଣୀ-ସୁଖ ଅନୁଭବ କରିବେ ।

ମୀନ -ଏକ ନିଦ୍ଧିଷ୍ଟ କାର୍ଯ୍ୟ ପାଇଁ ଆଶାବାଦୀ ହେବେ । ନିଜକୁ କଳହ ମୁକ୍ତ ରଖି ପାରିଲେ ଲୋକମାନଙ୍କର ବିଶ୍ୱାସ ଭାଜନ ହେବେ । ନିର୍ବାଚନରେ ଜିତାପଟ ନେଇପାରନ୍ତି । ଶୁଭରଙ୍ଗ ଧଳା । ଶୁଭ ଅଙ୍କ ୭ ।
• ଗୃହିଣୀ-ପୂଜା ପାଠରେ ବ୍ୟସ୍ତ ରହିବେ ।
• ବ୍ୟବସାୟୀ-ସୁଯୋଗକୁ ହାତଛଡା କରନ୍ତୁ ନାହିଁ ।
• କର୍ମଜୀବି-ସହଯୋଗ ମିଳିବ ।
• ଛାତ୍ରଛାତ୍ରୀ-ଯୋଗ, ସ୍ମରଣଶକ୍ତି ବଢାଇଥାଏ ।
• ରୋଗୀ-ଆଜିକିଛି ଦିନ ସତର୍କ ରୁହନ୍ତୁ ।
• ଚାଷୀ-ଆଧୁନିକ ପଦ୍ଧତିରେ ଚାଷକାର୍ଯ୍ୟ କରିବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.