Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଇରଙ୍ଗପୁର: ଗୋରୁମହିଷାଣି ପୋଲିସର ସଡକ ସୁରକ୍ଷା ସଚେତନ କାର୍ଯ୍ୟକ୍ରମ, ସାମିଲ ଥିଲେ ସ୍ଥାନୀୟ ଲୋକେ
  • ||
  • ବଲାଙ୍ଗୀର: ପୁଣି ରକ୍ତ ରଞ୍ଜିତ ହେଲା ଶୁଲିଆ ପୀଠ, ଗଡିଲା ଶହ ଶହ ପଶୁ-ପକ୍ଷୀଙ୍କ ମୁଣ୍ଡ
  • ||
  • ଭୁବନେଶ୍ବରରେ ପହଞ୍ଚିଲା ୨ୟ ପର୍ଯ୍ୟାୟ କୋଭିଡ ଟିକା: ସ୍ପାଇସ୍ ଜେଟ୍‌ରେ ଆସିଲା ଟିକା
  • ||
  • ଭାଙ୍ଗିଲା ୩୩ ବର୍ଷର ରେକର୍ଡ୍‌ : ବ୍ରିସବେନ ଟେଷ୍ଟରେ ଭାରତର ଐତିହାସିକ ବିଜୟ, ଅଷ୍ଟ୍ରେଲିଆକୁ ୩ ଓ୍ବିକେଟ୍‌ରେ ହରାଇ ସିରିଜ କବଜା କଲା ଟିମ୍ ଇଣ୍ଡିଆ
  • ||
  • ମାଲକାନଗିରି : ସୀମାନ୍ତରେ ଏନ୍‌କାଉଣ୍ଟର, ୧୦ରୁ ଅଧିକ ମାଓ କ୍ୟାମ୍ପ ଧ୍ୱଂସ
  • ||
  • ସମ୍ବଲପୁର : ଫୋକସ୍‌ରେ ପଶ୍ଚିମ ଓଡିଶା, ମା’ ସମଲେଶ୍ବରୀଙ୍କ ମନ୍ଦିର ବୁଲି ସମୀକ୍ଷା କଲେ 5-T ସଚିବ
  • ||
  • ଭାଙ୍ଗିଲା ୩୩ ବର୍ଷର ରେକର୍ଡ୍‌ : ବ୍ରିସବେନ ଟେଷ୍ଟରେ ଅଷ୍ଟ୍ରେଲିଆକୁ ୩ ଓ୍ବିକେଟ୍‌ରେ ହରାଇ ସିରିଜ କବଜା କଲା ଟିମ୍ ଇଣ୍ଡିଆ
  • ||
  • ହାଇଦ୍ରାବାଦ : ପାଠ ପଢୁନଥିଲା ବୋଲି ୧୦ ବର୍ଷର ପୁଅକୁ ଜିଅନ୍ତା ଜାଳିଦେଲା ବାପା, ପୋଡିଯାଇଛି ଶରୀରର ୬୫ ଭାଗ
  • ||
  • ବଡବିଲ : ନର୍ଭେରାମ ଖଣି କାର୍ଯ୍ୟାଳୟରେ ଆୟକର ଚଢାଉ, ବିଭିନ୍ନ କାଗଜପତ୍ରର ଯାଞ୍ଚ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୨ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||

ଆପଣଙ୍କ ପାଇଁ ଶୁଭ ଫଳ ଆଣିପାରେ ମଙ୍ଗଳବାର, ଦେଖନ୍ତୁ ଆସନ୍ତାକାଲିର ରାଶିଫଳ

28/12/2020 at 8:15 PM

ଭୁବନେଶ୍ବର ୨୮/୧୨: ମେଷ – ଆଜି ସକାଳୁ ବନ୍ଧୁଙ୍କ ସହ ଯାତ୍ରାରମ୍ଭ କରି ଖୁସି ହୋଇଯିବେ । ବକେୟା ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ  ପରାମର୍ଶ କାମକୁ ଆସିବ । ପ୍ରତ୍ୟେକ କ୍ଷେତ୍ରରେ ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୨ ।

ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।

ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

ଛାତ୍ରଛାତ୍ରୀ- ବିଜ୍ଞ ହେବେ ।

କର୍ମଜୀବି- ପ୍ରଶଂସିତ ହେବେ ।

ବ୍ୟବସାୟୀ- ଅର୍ଥ ହାନୀ ହେବ ।

ଗୃହିଣୀ- ସୁଖ ଅନୁଭବ କରିବେ ।

ବୃଷ – ପରିସ୍ଥିତି ବିଶେଷ ଭଲ ନ ଥିବା ହେତୁ ଭଲ କଥା କହିଲେ ମଧ୍ୟ ଅନ୍ୟମାନେ ଭୁଲ୍ ବୁଝିବେ । ସାଧାରଣ କଥାରେ କୌଣସି ବ୍ୟକ୍ତିଙ୍କ ସହ ମତାନ୍ତର ଘଟିପାରେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୪ ।

ଚାଷୀ- ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ସୁସ୍ଥ ଅନୁଭବ କରିବେ ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।

ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ମିଥୁନ – ଅସୁବିଧାଜନକ ସ୍ଥିତିକୁ ସୁଧାରିବା ସକାଶେ ବନ୍ଧୁମାନେ ପ୍ରୋତ୍ସାହିତ କରିପାରନ୍ତି । ଜଣେ ସହକର୍ମୀ ମାର୍ଗଦର୍ଶକ ସାଜିବେ, ଯାହା କି ଆପଣଙ୍କ ସାକାଶେ ହିତକର ହେବ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୧ ।

ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।

ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।

କର୍ମଜୀବି- ଅର୍ଥ ହାନୀ ହେବ ।

ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍ କୁ ହାତଛଡା କରନ୍ତୁ ନାହିଁ ।

ଗୃହିଣୀ- ସୁଖୀ ହେବେ ।

ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

କର୍କଟ – ଘରର ଆର୍ଥିକ ସମସ୍ୟା ନେଇ ମନରେ ଦୁର୍ଭାବନା ସୃଷ୍ଟି ହେବ । କର୍ମକ୍ଷେତ୍ରରେ ସାଧାରଣ କଥାକୁ ବଡ କଲେ କଳହ ବଢିପାରେ । ଅବଶ୍ୟ ପରକ୍ଷଣରେ ପରସ୍ପର ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନରେ ସମର୍ଥ ହେବେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୭ ।

ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ସଫଳତା ମିଳିବ ।

ଗୃହିଣୀ- ସୁଖଭାରା ଦିନଟି ।

ସିଂହ – ମନରେ ସାହସ ବାନ୍ଧି କୋଣସି କାମ ଆରମ୍ଭ କଲେ ସଫଳତା ପାଇବେ । ପରିବାର ପାଇଁ ଯେତେ ସୁବିଧା ସୁଯୋଗ ସୃଷ୍ଟି କଲେ ମଧ୍ୟ ସମସ୍ତେ ସନ୍ତୁଷ୍ଟ ନ ହୋଇ ନିନ୍ଦାଗାନ କରିବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୬ ।

ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।

ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ବିଜୟୀ ହେବେ ।

ଗୃହିଣୀ- ମାନସିକ ଶାନ୍ତି ପାଇବେ ।

କନ୍ୟା – ପ୍ରତ୍ୟେକ ପରିସ୍ଥିତିରେ କିଛିଟା ସମସ୍ୟାର ସାମ୍ନା କରିବେ । ଟଙ୍କା ବାକି ରଖିଥିବା ଲୋକଟି ଘରକୁ ଆସି ଟଙ୍କା ଦେଇଯାଇପାରେ । ଅନ୍ୟମାନଙ୍କ କଥାରେ ପ୍ରଭାବିତ ହୋଇ ମତାନ୍ତରରୁ ବିତର୍କ ସୃଷ୍ଟି ହୋଇପାରେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୯ ।

ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

ଚା            ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।

ବ୍ୟବସାୟୀ- ଅର୍ଥ ଲାଭ ହେବ ।

ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

ତୁଳା – ଅଧିକାଂଶ ପରିସ୍ଥିତିରେ କିଛିଟା ସମସ୍ୟାର ସାମ୍ନା କରିବେ । ଟଙ୍କା ବାକି ରଖିବା ଲୋକଟି ଘରକୁ ଆସି ଟଙ୍କା ଦେଇଯାଇପାରେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୨ ।

ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।

ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।

ଛାତ୍ରଛାତ୍ରୀ- ବିଜ୍ଞ ହେବେ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

ବିଛା – ଅଭାବ ଦୂରେଇବା ପ୍ରୟାସ କଲେ ମଧ୍ୟ ଧାର କରଜ କରି ଆବଶ୍ୟକତା ଚଳାଇ ନେବେ । ପରିବହନ ଓ ଆନୁଷ୍ଠାନିକ କ୍ଷେତ୍ରରେ ସଫଳତା ମିଳିପାରେ । ଅର୍ଥ ସମ୍ପର୍କକୁ କେନ୍ଦ୍ର କରି ତର୍କର ସମ୍ମୁଖୀନ ହେବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୯ ।

ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।

ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।

ଗୃହିଣୀ- ଧାର୍ମିକ ହେବେ ।

ଧନୁ – ବିଭିନ୍ନ ସମସ୍ୟା ଓ ପ୍ରତିବନ୍ଧକ ଭିତରେ ଚଳିବାକୁ ବାଧ୍ୟ ହେବେ । ଆଶା କରିଥିବା ଦ୍ରବ୍ୟ ଲାଭ ହେବ । ପରିବହନ, ଆମଦାନୀ କାରବାର କ୍ଷେତ୍ରରେ ନିଜ ନିଜର ସ୍ଥାନରେ ବେଶ୍ ଖୁସି ରହିବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୫ ।

ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ ।

ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।

କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

ଗୃହିଣୀ- ସୁଖୀ ହେବେ ।

ମକର – ଆଜି କାମ ହାସଲ ସକାଶେ ବନ୍ଧୁଙ୍କ କଥାକୁ ପ୍ରାଧାନ୍ୟ ଦେବା ଭଲ । ଘରୋଇ କଳହରୁ ମଧ୍ୟ ରକ୍ଷା ପାଇପାରିବ । ବାଣିଜ୍ୟ, ବ୍ୟବସାୟ, ନିର୍ମାଣ ଓ ପରିବହନରୁ ଲାଭବାନ ହେବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୩ ।

ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।

ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।

ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

କର୍ମଜୀବି- ପ୍ରମୋସନ୍ ମିଳିବ ।

ବ୍ୟବସାୟୀ- ସ୍ୱାଭିମାନୀ ହେବେ ।

ଗୃହିଣୀ- ସଦିଚ୍ଛା ଭାବ ରହିବ ।

କୁମ୍ଭ  – ଆଜି ଯେଉଁ କାମରେ ହାତ ଦିଅନ୍ତୁନା କାହିଁକି ଘାତପ୍ରତିଘାତ ମଧ୍ୟ ଦେଇ ଗତି କରିବେ । ପରିବାରରେ ସନ୍ଦେହ ଓ ଭୁଲ୍  ବୁଝାମଣା ହେତୁ ସମସ୍ୟା ବଢିପାରେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୪ ।

ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।

ରୋଗୀ- ସତର୍କତାର ଦିନ ।

ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।

କର୍ମଜୀବି- ପ୍ରମୋସନ୍ ମିଳିବ ।

ବ୍ୟବସାୟୀ- ଅର୍ଥ ଲାଭ ହେବ ।

ଗୃହିଣୀ- ସୁଖଭାରା ଦିନଟି ।

ମୀନ – ଆଜି ଯେକୌଣସି ପରିସ୍ଥିତିକୁ ସାମ୍ନା କରିବାକୁ ଚେଷ୍ଟା କରନ୍ତୁ । ଯାତ୍ରା, ବ୍ୟବସାୟ, ମାଲିମୋକଦ୍ଦମା, ସଂଗଠନ କ୍ଷେତ୍ରରେ କିଛିଟା ସମସ୍ୟା ଦେଖା ଦେବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୮ ।

ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।

ରୋଗୀ- ଅସୁସ୍ଥ ଅନୁଭବ କରିବେ ।

ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।

କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।

ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।

ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

   Related Posts