ମଙ୍ଗଳବାର ରାଶିଫଳ, ଜାଣନ୍ତୁ କିପରି କଟିବ ଆପଣଙ୍କ ଭାଗ୍ୟ

Published By : Prameya-News7 Bureau | August 31, 2020 IST

ମେଷ – ଆଜିର ଗ୍ରହ-ଯ୍ଧେଜ୍ଞ ପ୍ରଭାବରୁ କର୍ମକ୍ଷେତ୍ର ଓ ପାରିବାରିକ ଜୀବନକୁ ସେସ, ସୁନ୍ଦର କରି ରହିବ । ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିବା ପାଇଁ ଚେଷ୍ଟା କରିପାରନ୍ତି । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୨ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ପାଠପଢା ବିଦେଶ ଯିବା ସମସ୍ୟା ରହିବ ।
କର୍ମଜୀବି- କରତ୍‌କର୍ମା ହେବେ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ବୃଷ – କୌଣସି ଘରୋଇ ସମସ୍ୟାର ସମାଧାନ କ୍ଷେତ୍ରରେ ସ୍ତ୍ରୀଙ୍କ ପ୍ରେରଣାରୁ ଉପକୃତ ହୋଇପାରନ୍ତି । ପ୍ରଶାସନିକ ସ୍ତରରେ ସୁବିଧାରେ କାମ ହାସଲ କରିବା କଷ୍ଟକର ହୋଇପଡିବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୮ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ମିଥୁନ - ଆଜିର ଆଲୋଚନା କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ । ଘରଭଡାକୁ କେନ୍ଦ୍ର କରି ବିତର୍କର ସମ୍ମୁଖୀନ ହୋଇପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୧ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।

କର୍କଟ – ଯେଉଁ କାମରେ ହାତ ଦେବାକୁ ଯାଉଛନ୍ତି ସେଥିପାଇଁ କଠିନ ପିରିଶ୍ରମ କରିବାକୁ ପଡିପାରେ । କର୍ମକ୍ଷେତ୍ରର ଅସଜଡା ପରିସ୍ଥିତିକୁ ସହକର୍ମୀଙ୍କ ସହ ଆଲୋଚନା କ୍ରମେ ସଜାଡି ନେବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୯ ।
ଚାଷୀ- ଅଧିକା ପାଣି ଜମିରେ ରହିଲେ, ଫସଲ ନଷ୍ଟ କରିପାରେ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ସିଂହ – ଅନ୍ୟାନ୍ୟ କେତେକ ସମସ୍ୟାରେ ଚିନ୍ତିତ ଥିବା କାରଣରୁ ସୁବିଧା ସୁଯୋଗ ପାଇଲେ ମଧ୍ୟ କାମ ହାସଲ କରି ପାରିବେ ନାହିଁ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୭ ।
ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି-ଅର୍ଥ ସଞ୍ଚୟ ପାଇଁ ଉଦ୍ୟମ କରିବେ ।
ବ୍ୟବସାୟୀ- ବାହାରେ ବ୍ୟବସାୟ କରିବା କଷ୍ଟ ହେବ ।
ଗୃହିଣୀ- ମିତ୍ର ସୁଖ ପାଇବେ ।

କନ୍ୟା – ପରିସ୍ଥିତି ଗୁରୁତ୍ୱକୁ ହୃଦୟଙ୍ଗମକରି ମନ ବୁଝିଲା ଭଳି କଥା କହି ବନ୍ଧୁଙ୍‌କୁ ଆପଣେଇ ନେଇପାରନ୍ତି । ମାଲିମୋକଦ୍ଦମାରେ ସ୍ୱପକ୍ଷ ସବଳ ରହିବା ହେତୁ ସାମୟିକ ଆଶ୍ୱସ୍ତି ଅନୁଭବ କରିବେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୫ ।
ଚାଷୀ- ଜମିରୁ ବର୍ଷା ପାଣି ବାହାରିବାର ବ୍ୟବସ୍ଥା କରନ୍ତୁ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ।

ତୁଳା – ନିଜ ଲୋକମାନଙ୍କ ବିରୋଧରେ ପରକଥାକୁ ବିଶ୍ୱାସ କରି ହଇରାଣରେ ପଡିପାରନ୍ତି । ବନ୍ଧୁମାନଙ୍କ ଦ୍ୱାରା ପ୍ରଭାବିତ ହୋଇ ନୂଆ ଯୋଜନା ଉପରେ ଗୁରୁତ୍ୱ ଦେବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୮ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
ଗୃହିଣୀ- ଧାର୍ମିକ ହେବେ ।

ବିଛା – ସାମୂହିକ କାର୍ଯକ୍ରମ ମଧ୍ୟରେ ସମ୍ପର୍କୀୟମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ । କୋଣସି ସାଂସ୍କୃତିକ ଉତ୍ସବ ନିମନ୍ତେ ପ୍ରସ୍ତୁତି ଆରମ୍ଭ କରିପାରନ୍ତି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୩ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି- ସହଯୋଗ ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ସ୍ୱାଭିମାନୀ ହେବେ ।

ଧନୁ – କର୍ମକ୍ଷେତ୍ରରେ ଅଟକି ରହିଥିବା କାମଗୁଡିକ ଆଜି ତ୍ୱରାନ୍ୱିତ ହୋଇପାରିବ । ପରିବାରରେ ମତାନ୍ତର ଜନିତ ମାନସିକ ଶାନ୍ତି ବ୍ୟାହତ ହୋଇପାରେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୧ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
କର୍ମଜୀବି- ସମ୍ମାନ ପାଇବେ ।
ବ୍ୟବସାୟୀ- ମଧୁରଭାଷୀ ହେବେ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ମକର – ସମସ୍ୟା ଜାଲରେ ଛନ୍ଦି ହୋଇ କର୍ମକ୍ଷେତ୍ରରେ କୌଣସି ଠିକ୍ ନିଷ୍ପତ୍ତି ନେଇପାରିବେ ନାହିଁ । ଈର୍ଷା ପରାୟଣ ନିଜ ଲୋକମାନେ ଶତ୍ରୁତା ଆଚରଣ କରି କାମକୁ ଭଣ୍ଡୁର କରିପାରନ୍ତି । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୯ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍ କୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ସ୍ୱାଭିମାନୀ ହେବେ ।

କୁମ୍ଭ - ଆନୁଷ୍ଠାନିକ ସାହାର୍ଯ୍ୟ ସହ-ଯୋଗ ଲାଭ କରି ନୂତନ ଯୋଜନାରମ୍ଭ କରିପାରନ୍ତି । କଚେରି ମାମଲାର ଶୁଣାଣିରେ ବିଳମ୍ବ ହେତୁ ବ୍ୟସ୍ତତା ବୃଦ୍ଧି ପାଇବ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୪ ।
ଚାଷୀ- ଅଧିକା ବର୍ଷା ହେତୁ , ହତାସ ହୋଇପାରନ୍ତି ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
କର୍ମଜୀବି- ସଫଳତା ହାତ ଛଡା ହୋଇଯିବ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ମୀନ - କର୍ମକ୍ଷେତ୍ରରେ ସନ୍ଦେହ ଓ ବୁଲ୍ ବୁଝାମଣା ଜନିତ ସମସୟା ବୃଦ୍ଧି ପାଇବାର ଆଶଙ୍କା ରହିଛି । ପରିବାରରେ ପିଲାଙ୍କ ସ୍ୱାସ୍ଥ୍ୟ ଓ ଶିକ୍ଷା ସମସ୍ୟା ନେଇ ମାନସିକ ସ୍ଥିତି ବିପନ୍ନ ହୋଇପାରେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୬ ।
ଚାଷୀ- ଶ୍ରମ ସାର୍ଥକ ହେବ ।
ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ ।
ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
କର୍ମଜୀବି- ନୂଆ ଜବ୍ ମିଳିବା କଷ୍ଟ ।
ବ୍ୟବସାୟୀ- ବିଦେଶୀ ଜିନିଷରେ କ୍ଷତି ହେବ ।
ଗୃହିଣୀ- ମିତ୍ର ସୁଖ ପାଇବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.