ମଙ୍ଗଳବାର ରାଶିଫଳ, ଜାଣନ୍ତୁ କିପରି କଟିବ ଆପଣଙ୍କ ଦିନ

Published By : Prameya-News7 Bureau | October 05, 2020 IST

ମେଷ – ପ୍ରତ୍ୟେକ ସମୟରେ ପରୋକ୍ଷ ଶତ୍ରୁତା କରୁଥିବା ବ୍ୟକ୍ତିଙ୍କ ମିଥ୍ୟା ଅଭିଯୋଗ ସକାଶେ ଅଶାନ୍ତି ଅନୁଭବ କରିପାରନ୍ତି । ଅଟକି ଥିବା କାମଟି ହଠାତ୍ ଆରମ୍ଭ କରିବାକୁ ମନ ବଳାଇବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୩ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସୁଖଭାରା ଦିନଟି ।

ବୃଷ – ପରିବାରରେ ଏମିତି କେତେକ କଥା ଘଟିପାରେ, ଯାହା କି ଅନ୍ୟ ସମ୍ମୁଖରେ ମଧ୍ୟ ଆଦୌ କହିପାରିବେ ନାହିଁ । ପାରିବାରିକ ସମସ୍ୟା ସୁଧଉାରି ନେବା ପାଇଁ ପ୍ରଯତ୍ନ କରିବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୭ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ମିଥୁନ - ନିଜର ଲୋକମାନେ ଶତ୍ରୁତା କରି କେତେକ କାମ ପାଇଁ ପ୍ରତିବନ୍ଧକ ସାଜିବେ । ଅନୁଷ୍ଠାନିକ କାମ, ସଭାସମିତି, ସଂଗଠନ, ରାଜନୀତିରେ ଆଲୋଚନା ଅସମାପ୍ତ ରହିପାରେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୩ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

କର୍କଟ – କର୍ମକ୍ଷେତ୍ରରେ ସମସ୍ୟାର ସରଳ ସମାଧାନ କ୍ଷେତ୍ରରେ ବନ୍ଧୁ ସାହାର୍ଯ୍ୟ କରିବେ । ଆର୍ଥିକ ଅନଟନ କାମକୁ କେତେକାଂଶରେ ଅଟକାଇ ଦେଇପାରେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୧ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍ କୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ସିଂହ – କର୍ମକ୍ଷେତ୍ରରେ କେତେକ ଆକସ୍ମିକ ଅସୁବିଧା ଦେଖା ଦେବା କାରନରୁ ଆଜି ସହଜରେ କାମ ହାସଲ ହେବା କଷ୍ଟକର ହେବ । ଶୁଭ ଅଙ୍କ ବ୍ରାଉନ୍ । ଶୁଭ ଅଙ୍କ ୬ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସୁଖୀ ହେବେ ।

କନ୍ୟା – ପାରିବାରିକ ସମସ୍ୟା ସମାଧାନରେ ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ । ଗତକାରି ଠାରୁ କଠିନ ଶ୍ରମ ଓ ପରିଶ୍ରମଜନିତ ଦେହ ଭଲ ରହିବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୯ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ତୁଳା – ଆଜିର କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ସହ ସମ୍ପର୍କ ଭଲ ରହି ନ ପାରେ । ଅବଶ୍ୟ ପାରିବାରିକ କ୍ଷେତ୍ରରେ ବିଶେଷ କିଛି ଅପ୍ରୀତିକର ପରିସ୍ଥିତିର ସମ୍ଭାବନା ନାହିଁ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୫ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ ।
ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
ଗୃହିଣୀ- ମାନସିକ ଶାନ୍ତି ପାଇବେ ।

ବିଛା – ନିଜର ଲୁକାୟିତ କୌଣସି ଅପୂରଣୀୟ ଆଶା ମନକୁ ବାରମ୍ବାର ଆଲୋଡନ କରିବ । ଯାହାଜୁ ବେଶୀ ବିଶ୍ୱାସ କରୁଛନ୍ତି, ତାଙ୍କ ଦ୍ୱାରା ପ୍ରତାରିତ ହେବାକୁ ପଡିପାରେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୨ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ଅନ୍‌ଲାଇନ୍ ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
ଗୃହିଣୀ- ସ୍ୱାଭିମାନୀ ହେବେ ।

ଧନୁ – କର୍ମକ୍ଷେତ୍ରରେ କେତେକ ବ୍ୟତିକ୍ରମ ଦେଖା ଦେବା କାରନରୁ ମାନସିକ ସ୍ଥିତି ଭଲ ରହି ନ ପାରେ । ସମ୍ମାନନୀୟ ବ୍ୟକ୍ତି ବିଶେଷଙ୍କ ଦ୍ୱାରା ପ୍ରଶଂସିତ ହେବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୪ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।
ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

ମକର – ପରିସ୍ଥିତି ପ୍ରତି ସଜାଗ ରହି କାମ କରିବା ବଲ ହେବ, ଅନ୍ୟଥା ମାନସିକ ଦୁଶ୍ଚିନ୍ତାରେ ପଡିବେ । ଆନୁଷ୍ଠାନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୮ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।

କୁମ୍ଭ - କର୍ମକ୍ଷେତ୍ରରେ ସାଧାରଣ କଥାକୁ କେନ୍ଦ୍ରକରି ମଧ୍ୟାହ୍ନେ ମନରେ ବିରକ୍ତିଭାବ ସୃଷ୍ଟି ହେବ । ଆକସ୍ମିକ କେତେକ ସମସ୍ୟା ଦେଖାଦେବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୬ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସୁଖୀ ହେବେ ।

ମୀନ - ବାରମ୍ବାର ବହୁତ କରିବା ପରେ କୌଣସି ପଦକ୍ଷେପ ନେବା ଠିକ୍ ହେବ । ଯାତ୍ରା ସମୟରେ କୌଣସି ନୀଚ ଜାତିର ବ୍ୟକ୍ତିବିଶେଷଙ୍କ ସହାୟତାରୁ ଉପକୃତ ହେବେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୨ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.