ମଙ୍ଗଳବାର ରାଶିଫଳ: ଜାଣନ୍ତୁ ଆସନ୍ତାକାଲି କେମିତି କଟିବ ଆପଣଙ୍କର ଦିନ

Published By : Prameya-News7 Bureau | November 09, 2020 IST

ଭୁବନେଶ୍ଵର ୦୯।୧୧:  ମେଷ – କୌଣସି କାମ କରିବା ସକାଶେ ମନ ଚାହୁଁଥିଲେ ମଧ୍ୟ ପରିବର୍ତ୍ତନ ପରିସ୍ଥିତି ତାହା କରାଇ ଦେଇ ନ ପାରେ । କିନ୍ତୁ ସ୍ୱାସ୍ଥ୍ୟ ସମସ୍ୟା ସୁଧୁରିଯିବ ଏବଂ ନିକଟ ସମ୍ପର୍କୀୟ ମାନଙ୍କ ସହାନୁଭୂତି ଲାଭ କରିବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୪ ।

ଚାଷୀ- ଉତ୍ତମ ଫଳ ପାଇବେ ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।

ବ୍ୟବସାୟୀ- ଅର୍ଥ ଲାଭ ହେବ ।

ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

ବୃଷ – ନିଜର ସମ୍ପର୍କୀୟମାନଙ୍କ ସହ-ଯୋଗରୁ ଉପକୃତ ହେବେ ଓ କାର୍ଯ୍ୟ ସିଦ୍ଧି ଅବଶ୍ୟ ଘଟିବ । ଦୂରଦର୍ଶିତା ଅଭାବରୁ କୌଣସି କ୍ଷେତ୍ରରେ ବିବାଦିୟ ପରିସ୍ଥିତି ଭିନ୍ନରୂପ ନେଇପାରେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୭ ।

ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।

ରୋଗୀ- ୟୋଗା କରନ୍ତୁ ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ଅର୍ଥ ଲାଭ ହେବ ।

ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ମିଥୁନ -  ଆଜି ଯାହା କଲେ ମଧ୍ୟ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ଅବଶ୍ୟମ୍ଭାବୀ । ସନ୍ଦେହ ଓ ଭୁଲ୍ ବୁଝାମଣା କାରଣରୁ କର୍ମକ୍ଷେତ୍ର ଓ ପାରିବାରିକ କ୍ଷେତ୍ରରେ ସମସ୍ୟା ସୃଷ୍ଟିର ଆଶଙ୍କା ରହିଛି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୫ ।

ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।

ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।

ଛାତ୍ରଛାତ୍ରୀ- ବିଜ୍ଞ ହେବେ ।

କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।

ବ୍ୟବସାୟୀ- ଅର୍ଥ ଲାଭ ହେବ ।

ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

କର୍କଟ – ନିଜ ପରିସରରେ ବିଶିଷ୍ଟ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରି କାର୍ଯ୍ୟ ହାସଲ କରିବେ । ପାରିବାରିକ କ୍ଷେତ୍ରରେ କେହି ଜଣେ ବିନା କାରଣରେ କିଛି ଅଭି-ଯୋଗ ଆଣିପାରନ୍ତି । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୨ ।

ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ ।

ରୋଗୀ- ସତର୍କତାର ଦିନ ।

ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।

କର୍ମଜୀବି- ସମ୍ମାନ ପାଇବେ ।

ବ୍ୟବସାୟୀ- ଚୌର ଭୟ ଅଛି ।

ଗୃହିଣୀ- ମାନସିକ ଶାନ୍ତି ପାଇବେ ।

ସିଂହ – ଆଜି ଆର୍ଥିକ ସମସ୍ୟା ମଧ୍ୟରେ ପିଲାମାନଙ୍କ କୌନସି ଅଭିଯୋଗକୁ ନେଇ ମନ ଅସ୍ଥିର ରହିବ । ବାଧ୍ୟବାଧକତାରେ ଇଚ୍ଛା ନ ôତଲେ ମଧ୍ୟ ଦୂର ସ୍ଥାନକୁ ଯିବା ପାଇଁ ବାଧ୍ୟ ହୋଇପାରନ୍ତି । ଶୁଭ ଗ୍ରୀନ୍ । ଶୁଭ ଅଙ୍କ ୪ ।

ଚାଷୀ- ଶ୍ରମ ସାର୍ଥକ ହେବ ।

ରୋଗୀ- ଆର୍ୟୁବେଦୀ ଚିକିତ୍ସା ଲାଭ ଦେବ ।

ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ଅର୍ଥ ଲାଭ ହେବ ।

ଗୃହିଣୀ- ମିତ୍ର ସୁଖ ପାଇବେ ।

କନ୍ୟା – ଆଜି ସକାଳୁ ସକାଳୁ କୌଣସି ଶୁଭ ଖବର ପାଇ ମନଟି ଏକପ୍ରକାର ଖୁସୀ ହୋଇଯିବ । ଶିଳ୍ପ, ବାନିଜ୍ୟ, ବ୍ୟବସାୟ ଓ ନିର୍ମାଣ କାମରୁ ଲାଭବାନ୍ ହେବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୯ ।

ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।

ରୋଗୀ- ସତର୍କତାର ଦିନ ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।

ଗୃହିଣୀ- ସୁଖଭାରା ଦିନଟି ।

ତୁଳା – ଆଜି ଯାହା ଓ ଯେମିତି ଚାହୁଁଛନ୍ତି ସେମିତି କାମ କରନ୍ତୁ କିନ୍ତୁ ବିବାଦରୁ ଦୂରେଇ ରହିବା ଭଲ ହେବ । ଦୀର୍ଘ ଦିନରୁ ପ୍ରଶାସନିକ ସ୍ତରରେ ରହିଥିବା  ସମସ୍ୟାର ସମାଧାନ ହୋଇଯିବ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୨ ।

ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।

ରୋଗୀ- ଯୋଗ କରନ୍ତୁ ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

କର୍ମଜୀବି- ଅର୍ଥ ହାନୀ ହେବ ।

ବ୍ୟବସାୟୀ- ଅର୍ଥ ଲାଭ ହେବ ।

ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ବିଛା – ପାରିବାରିକ କ୍ଷେତ୍ରରେ ସନ୍ଦେହ ଓ ଭୁଲ୍ ବୁଝାମଣା କାରଣରୁ ସ୍ତ୍ରୀଙ୍କ ସହ ମତାନ୍ତର ଘଟିବ । ଆନୁଷ୍ଠାନିକ କାମରେ କିମ୍ବା ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିକ ହେବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୬ ।

ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

ରୋଗୀ- ସୁସ୍ଥ ଅନୁଭବ କରିବେ ।

ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।

କର୍ମଜୀବି- ଅର୍ଥ ମିଳିବ ।

ବ୍ୟବସାୟୀ- ବିଜୟୀ ହେବେ ।

ଗୃହିଣୀ- ଧାର୍ମିକ ହେବେ ।

ଧନୁ – ବିଭିନ୍ନ ପ୍ରକାରର ସମସ୍ୟା ମଧ୍ୟରେ ଚଳିବା କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ । ଏକ ଭିନ୍ନ ପରିସ୍ଥିତିରେ ଭଟ୍ଟା ପଡିଥିବା ସମ୍ପର୍କ ପୁଣି ଯୋଡିବା ସକାଶେ ପ୍ରଯତ୍ନ କରିପାରନ୍ତି । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୧ ।

ଚାଷୀ- ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।

ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।

କର୍ମଜୀବି- ସହଯୋଗ ମିଳିବ ।

ବ୍ୟବସାୟୀ- ପ୍ରଚୁର ଲାଭ ହେବ ।

ଗୃହିଣୀ- ସୁଖଭାରା ଦିନଟି ।

ମକର – ଆପଣଙ୍କ ମୂଲ୍ୟବାନ କଥାରେ ତର୍କ ବିତର୍କ କରି ପରିବାରରେ କଳହ ଲାଗିପାରେ । ଆପଣ ପ୍ରତ୍ୟେକ କ୍ଷେତ୍ରରେ ବିଶେଷ ଖର୍ଚ୍ଚାନ୍ତ ହେବେ ସିନା କାମ ଅଟକିନ ନାହିଁ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୯ ।

ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

କର୍ମଜୀବି- ଅର୍ଥ ମିଳିବ ।

ବ୍ୟବସାୟୀ- ସଫଳତା ମିଳିବ ।

ଗୃହିଣୀ- ସୁଖଭରା ଦିନଟି ।

କୁମ୍ଭ  - ନିଜ ପରିସରରେ ବିବାଦୀୟ ଘଟଣା ଭିନ୍ନ ଆକାର ଧାରଣ କରିବ, ଏଣୁ ସତର୍କ ରହିବା ଭଲ । କଠୋର ପରିଶ୍ରମ କାରଣରୁ ସାମୟିକ ଭାବରେ ଶାରୀରିକ ଅସୁସ୍ଥି ଅନୁଭବ କରିପାରନ୍ତି । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୩ ।

ଚାଷୀ- ଜଳ ସଞ୍ଚୟ କରନ୍ତୁ ।

ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ବିଜୟୀ ହେବେ ।

ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

ମୀନ - କୌଣସି ବନ୍ଧୁଙ୍କ ସାହାର୍ଯ୍ୟରୁ ଯାନବାହନ, ନୂତନ ମେଶିନାରି ଜିନିଷ କିଣିପାରନ୍ତି । ଆତ୍ମୀୟଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ ଏଣୁ ମନ ହାଲୁକା ହୋଇଯିବ । ଆର୍ଥିକ ସ୍ଥିତିରେ ସୁଧାର ଆସିବାର ସମ୍ଭାବନା ରହିଛି । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୫ଞ୍ଜ ।

ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।

ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।

ଗୃହିଣୀ- ସ୍ୱାଭିମାନୀ ହେବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.