Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପାଲଘର ମାମଲାରେ ଆଉ ୨୪ ଅଭିଯୁକ୍ତ ଗିରଫ
  • ||
  • ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ବିହାର ନିର୍ବାଚନ ପାଇଁ ବିଜେପି ଜାରି କଲା ସଂକଳ୍ପ ପତ୍ର
  • ||
  • ରାଜ୍ୟରେ ୧୯୧୩ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଭୀଷଣ ଅବପାତର ରୂପ ନେବ ଲଘୁଚାପ ! ଆଜି ଓ ଆସନ୍ତାକାଲି ପ୍ରବଳ ବର୍ଷା
  • ||
  • ଟ୍ରେଲର ପଛରେ ପିଟିହେଲା ସିମେଣ୍ଟ ବୋଝେଇ ଟ୍ରକ୍, ଡ୍ରାଇଭର ମୃତ
  • ||

ମଙ୍ଗଳବାର ରାଶିଫଳ, ଜାଣନ୍ତୁ କିପରି କଟିବ ଆପଣଙ୍କ ଦିନ

7/09/2020 at 9:37 PM

ମେଷ – ଆଜି ସ୍ୱଗୃହୀ ରବିଙ୍କ ପ୍ରଭାବରେ ପ୍ରତ୍ୟେକ ସ୍ତରରେ ଆପଣ ଫଳପ୍ରଦ ଆଲୋଚନା କିରିପାରିବେ । ସନ୍ତାନ ହେତୁକ ପ୍ରତ୍ୟେକ ସମସ୍ୟା ନିଶ୍ଚିତ ସୟଧୁରିଯିବ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୩ ।

ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।

ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।

ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।

କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।

ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।

ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ବୃଷ – ଉପଚୟ ଶୁକ୍ର ଭାଗ୍ୟ ସ୍ଥାନକୁ ଶନି ଦୃଷ୍ଟି ହେତୁ କୌଣସି ଭଦ୍ର ମହିଳାଙ୍କ ସାହାର୍ଯ୍ୟରୁ ଉପକୃତ ହେବେ। ପାଖ ପଡୋଶୀଙ୍କ କୌଣସି କଥାରେ ମୁଣ୍ଡ ପୂରାଇ ଅଯଥା ମନ ବିଷାକ୍ତ କରିବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୭ ।

ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।

ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।

ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।

କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।

ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।

ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ମିଥୁନ – କର୍ମଭାବସ୍ଥ ଚନ୍ଦ୍ର ହେତୁ ସରକାରୀ କିମ୍ବା ବେସରକାରୀ ସ୍ତରରୁ ପାଇବାକୁ ଥିବା ପାଇବେ । ସଦା ବେଳେ  ଝଗଡା କରିବାକୁ ଚାହିଁ ବସିଥିବା ଲୋକଟିର ସାମ୍ନା କିମ୍ବା ସମାଧାନ କରିବାର ଚିନ୍ତା ଲାଗି ରହିବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୪ ।

ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।

ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।

ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

କର୍ମଜୀବି- ପ୍ରଶଂସିତ ହେବେ ।

ବ୍ୟବସାୟୀ- ଅର୍ଥ ହାନୀ ହେବ ।

ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

କର୍କଟ – ପାପଗ୍ରହ ମଧ୍ୟସ୍ଥ ରାଶ୍ୟାଧିପ ଯୋଗୁ ଖାଲି କାମ ଭିତରେ ବୁଡିରହି ସ୍ୱାସ୍ଥ୍ୟ ପ୍ରତି ନଜର ଦେଇପାରିବେ ନାହିଁ । ମିତ୍ୟା ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୮ ।

ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ଚୌର ଭୟ ଅଛି ।

ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।

ସିଂହ – ସ୍ୱାସ୍ଥ୍ୟ ଭଲ ରହିବା ସହ ବନ୍ଧୁଙ୍କ ସାହାର୍ଯ୍ୟରୁ ଅର୍ଥ ଲାଭ ଓ କାର୍ଯ୍ୟସିଦ୍ଧି ଘଟିବ । ପାରିବାରିକ କ୍ଷେତ୍ରରେ ରହିଆସିଥିବା ସମସ୍ୟା ଆଜି ଜଣେ ହିତୈଷୀଙ୍କ ସାହଚର୍ଯ୍ୟରେ ସମାଧାନ ହୋଇଯିବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୨।

ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।

ରୋଗୀ-ସତର୍କତାର ଦିନ ।

ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।

କର୍ମଜୀବି- ନୂଆ ଜବ୍ ମିଳିବା କଷ୍ଟ ।

ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।

ଗୃହିଣୀ- ଧାର୍ମିକ ହେବେ ।

କନ୍ୟା – କର୍ମକ୍ଷେତ୍ରରେ ରାହୁଙ୍କ ଅବସ୍ଥିତି ହେତୁ ପରିସ୍ଥିତି ଗମ୍ଭୀର ରହିଲେ ମଧ୍ୟ କାର୍ଯ୍ୟ ସମ୍ପନ୍ନରେ ଅସୁବିଧା ରହିବ ନାହିଁ । ବନ୍ଧୁମାନେ ଠିକ୍ ସମୟରେ ଆସି ସାହାର୍ଯ୍ୟ କରିବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୯ ।

ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।

ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।

ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ତୁଳା – ଆଜି ଧନାଧିପ ସପ୍ତମ କେନ୍ଦ୍ରରୁ ଧନ ସ୍ଥାନକୁ ଦେଖୁଥିବାରୁ ଧନସମ୍ପତ୍ତି, ଜମିଜମା କାରବାର ପାଇଁ ଭଲ । ଆପଣ ଯୁକ୍ତି ବଳରେ ସମସ୍ତଙ୍କ ମୁହଁ ବନ୍ଧ କରି ଦେଇପାରିବେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୬ ।

ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।

ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।

ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

ବିଛା – ଭାଗ୍ୟ ଅଧିପତିଙ୍କ ପ୍ରଭାବରେ କୌଣସି ବନ୍ଧୂଙ୍କ ଆର୍ଥିକ ସାହାର୍ଯ୍ୟ ଓ ସହ-ଯୋଗରୁ ମାନସିକ ଅସ୍ଥିରତା ଦୂରେଇ ଯିବ । ପରିସ୍ଥିତି ଓ ପରିବେଶକୁ ଲକ୍ଷ୍ୟ ରଖର କାମ କରନ୍ତୁ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୧ ।

ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।

ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।

କର୍ମଜୀବି- ସହଯୋଗ ମିଳିବ ।

ବ୍ୟବସାୟୀ- ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ ।

ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ଧନୁ – ଅନ୍ୟମାନଙ୍କ ପ୍ରେରଣା ଦ୍ୱାରା ପ୍ରଭାବିତ ହୋଇ  ସମ୍ମାନିତ ହୋଇପାରନ୍ତି । ନୂତନ ସ୍ଥାନକୁ ଯାତ୍ରା କିମ୍ବା ଜମିଜମା କାରବାର କିମ୍ବା ନିର୍ମାଣଧୀନ କାର୍ଯ୍ୟ ସ୍ଥଗିତ ରହିପାରେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୫ ।

ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

ଛାତ୍ରଛାତ୍ରୀ- ବିଜ୍ଞ ହେବେ ।

କର୍ମଜୀବି- ସମ୍ମାନିତ ହେବେ ।ଦ

ବ୍ୟବସାୟୀ- ଅର୍ଥ ଲାଭ ହେବ ।

ଗୃହିଣୀ- ସୁଖୀ ହେବେ ।

ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ମକର – ଗ୍ରହସ୍ଥିତି ଅନୁକୂଳ ଯୋଗୁ ଆପଣ ଯାହା ଓ ଯେମିତି ଚାହୁଁଛନ୍ତି ତାହା କରି ଚାଲନ୍ତୁ ଅବଶ୍ୟ କୃତକାର୍ଯ୍ୟ ହେବେ । ନିଜ ଲୋକମାନଙ୍କ ଖାପଛଡା ମନୋଭାବ ଓ ସମସ୍ୟା ପରେ ସମସ୍ୟା ଆସୁଥିବା ହେତୁ ବ୍ୟସ୍ତ ହେବେ । ଶୁଭ ରଙ୍ଗ ଗ୍ରୀନ୍। ଶୁଭ ଅଙ୍କ ୧ ।

ଚାଷୀ- ଶ୍ରମ ସାର୍ଥକ ହେବ ।

ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବି- ଅର୍ଥ ମିଳିବ ।

ବ୍ୟବସାୟୀ- ସଫଳତା ମିଳିବ ।

ଗୃହିଣୀ- ଧାର୍ମିକ ହେବେ ।

କୁମ୍ଭ  – ସ୍ୱାସ୍ଥ୍ୟ ଭଲ ରହିବା ସାଙ୍ଗକୁ ଦୃଢ ମନୋବଳ ଆପଣଙ୍କୁ ସାହାର୍ଯ୍ୟ କରିବ । ଭଲ ସମ୍ପର୍କ ଥିବା ବନ୍ଧୂ ସାଧାରଣ କଥାରେ ବିଗିଡି ଯାଇପାରନ୍ତି । ଶୁଭ ରଙ୍ଗ  ନୀଳ । ଶୁଭ ଅଙ୍କ ୭ ।

ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।

ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।

କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

ଗୃହିଣୀ- ମିତ୍ର ସୁଖ ପାଇବେ ।

ମୀନ – ବୁଧଙ୍କ ପ୍ରଭାବରେ ପାରିବାରିକ ସ୍ତରରେ ନିଜ ଲୋକମାନେ ସାହାର୍ଯ୍ୟ ସହ-ଯୋଗ କରିବେ । କାମଟିକୁ ଶେଷ କରିବା ସକାଶେ ବହୁତ ପ୍ରତିରୋଧର ସାମ୍‌ନା କରିବାକୁ ପଡିଲେ ମଧ୍ୟ ସଫଳତା ମିଳିବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୩ ।

ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।

ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।

ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।

ଗୃହିଣୀ- ସୁଖଭାରା ଦିନଟି ।

   Related Posts